ସିୟୋନ ଦେଶ ରେ ଇ ମାରେୀଯମାନଙ୍କର ରାଜା ୟିଏକି ୟର୍ଦ୍ଦନ ନଦୀର ବିପରିତ ପାଶର୍ବ ରେ ଥିବା ବୈତପିୟୋର ସମ୍ମକ୍ସ୍ଟଖ ରେ ହିଷ୍ବୋନ୍ ଇପତ୍ଯକା ରେ ଶାସନ କରୁଥିଲେ। କାରଣ ମିଶରରକ୍ସ୍ଟ ବାହାରି ଆସିବା ବେଳେ ମାଶାେ ଓ ଇଶ୍ରାୟେଲର ଲୋକମାନେ ତାଙ୍କୁ ପରାସ୍ତ କଲେ।
Cross references
ଅନନ୍ତର ଇଶ୍ରାୟେଲ ଇମାରେୀୟମାନଙ୍କ ରାଜା ସୀହାନେ ନିକଟକୁ କେତକେ ଦୂତଙ୍କ ପଠାଇଲେ, ସମାନେେ ରାଜାଙ୍କୁ କହିଲେ,
ମାତ୍ର ସୀହାନରେ ରାଜା ଆପଣା ଦେଶ ମଧ୍ଯ ଦଇେ ଇଶ୍ରାୟେଲକୁ ୟାତ୍ରା କରିବାକୁ ଦେଲେ ନାହିଁ। ସେ ଆପଣାର ସମସ୍ତ ଲୋକଙ୍କୁ ଏକତ୍ରୀତ କରି ଇଶ୍ରାୟେଲ ବିରୁଦ୍ଧ ରେ ବାହାରିଲେ। ୟହସଠା ରେ ପହଞ୍ଚି ସେ ଇଶ୍ରାୟେଲର ବିରୁଦ୍ଧ ରେ ୟୁଦ୍ଧ କଲେ।
ମାତ୍ର ଇଶ୍ରାୟେଲର ଲୋକମାନେ ରାଜାଙ୍କୁ ହତ୍ଯା କଲେ। ତା'ପରେ ସମାନେେ ଅର୍ଣୋନଠାରୁ ୟଦ୍ଦୋକ ପର୍ୟ୍ଯନ୍ତ ଅର୍ଥାତ୍ ଅେମ୍ମାନୀୟମାନଙ୍କର ସୀମା ପର୍ୟ୍ଯନ୍ତ ଅଗ୍ରସର ହେଲେ। ସମାନେେ ସମାନଙ୍କେର ଦେଶ ଅଧିକାର କଲେ କିନ୍ତୁ ଆଗକୁ ୟାଇ ପାରିଲେ ନାହିଁ। କାରଣ ଅେମ୍ମାନୀୟମାନେ ଶକ୍ତିଶାଳି ଥିଲେ।
ଏଣୁ କହେି ଅବଶିଷ୍ଟ ନ ରହିବା ପର୍ୟ୍ଯନ୍ତ ସମାନେେ ତାହାକୁ ଓ ତାହାର ପୁତ୍ରଗଣକୁ ଓ ତାହାର ସମସ୍ତ ଲୋକଙ୍କୁ ଆକ୍ରମଣ କଲେ ଏବଂ ସମାନେେ ତାହାର ରାଜ୍ଯ ଅଧିକାର କଲେ।
ଆଉ ଆମ୍ଭମାନେେ ୟର୍ଦ୍ଦନର ଆର ପରି ରେ ଓ ତହିଁ ଆଗ ରେ ସମାନଙ୍କେ ସହିତ ଅଧିକାର ନବେୁ ନାହିଁ। କାରଣ ୟର୍ଦ୍ଧନ ଏହି ପାଶର୍ବ ରେ ଆମ୍ଭମାନଙ୍କ ଅଧିକାର ରହିଅଛି।
ସଦାପ୍ରଭୁ ହିଷ୍ବୋନ ନିବାସୀ ଇ ମାରେୀଯମାନଙ୍କ ରାଜା ସୀହାନକେୁ ଓ ଅଷ୍ଠାରୋତ୍ ନିବାସୀ ବାଶନର ରାଜା ଓଗକକ୍ସ୍ଟ ଇଦ୍ରିଯୀ ରେ ପରାସ୍ତ କଲାପରେ।
ଇଶ୍ରାୟେଲୀୟମାନେ ୟର୍ଦ୍ଦନ ନଦୀର ପୂର୍ବପାରି ରେ ଥିଲେ, ଯାହାକି ମାୟୋବ ଦେଶ ରେ ଥିଲା ଏବଂ ମାଶାେ ବ୍ଯବସ୍ଥା ବାଖ୍ଯା କରିବାକୁ ଆରମ୍ଭ କଲେ।
କିନ୍ତୁ ହିଷ୍ବୋନ୍ର ରାଜା ସୀହାନ୍େ ତାଙ୍କ ଦେଶ ମଧ୍ଯ ଦଇେ ଆମ୍ଭମାନଙ୍କୁ ୟିବାକକ୍ସ୍ଟ ଦେଲେ ନାହିଁ। ସଦାପ୍ରଭୁ ତୁମ୍ଭର ପରମେଶ୍ବର ତାଙ୍କର ହୃଦଯ କଠିନ କରାଇଲେ। ସଦାପ୍ରଭୁ ଏପରି କଲେ, ତୁମ୍ଭମାନେେ ସୀହାନକେୁ ପରାସ୍ତ କରିପାରିବ, ଏବଂ ଆଜି ଆମ୍ଭେ ଜାଣିଲକ୍ସ୍ଟ ବାସ୍ତବ ରେ କ'ଣ ସବୁ ଘଟିଲା।
ଏହି ପ୍ରକାର ରେ, ଆମ୍ଭମାନେେ ୟର୍ଦ୍ଦନର ପୂର୍ବ ପାରିସ୍ଥ ଇ ମାରେୀଯମାନଙ୍କ ଦକ୍ସ୍ଟଇ ରାଜାଙ୍କର ହାତରକ୍ସ୍ଟ ଅର୍ଣୋନ ଉପତ୍ୟକା ଠାରକ୍ସ୍ଟ ହର୍ମୋଣ ପର୍ବତ ପର୍ୟ୍ଯନ୍ତ ସମସ୍ତ ଦେଶ ହସ୍ତଗତ କଲକ୍ସ୍ଟ।
ଏହିରୂପେ ଆମ୍ଭମାନେେ ବୈତ୍ପିୟୋର ସମ୍ମକ୍ସ୍ଟଖସ୍ଥିତ ଉପତ୍ୟକା ରେ ବାସକଲକ୍ସ୍ଟ।
ଏବଂ ସମାନେେ ତା'ର ଭୂମିକକ୍ସ୍ଟ ବାଶନର ରାଜା ଓଗ୍ର ଭୂମିକକ୍ସ୍ଟ ଅଧିକାର କଲେ। ୟର୍ଦ୍ଦନ ନଦୀର ପୂର୍ବ ଦିଗ ରେ ଇମାରେୀୟମାନଙ୍କର ଦକ୍ସ୍ଟଇ ରାଜା ଥିଲେ।
ସଦାପ୍ରଭୁ ମାୟୋବ ଦେଶ ରେ ବୈତ୍ପିଯୋର ସମ୍ମକ୍ସ୍ଟଖସ୍ଥ ଉପତ୍ୟକା ରେ ତାହାଙ୍କକ୍ସ୍ଟ କରବ ଦେଲେ। ମାତ୍ର ତାଙ୍କର କବର ସ୍ଥାନ ଆଜି ପର୍ୟ୍ଯନ୍ତ କହେି ଜାଣି ନାହାଁନ୍ତି।
ୟର୍ଦ୍ଦନର ପୂର୍ବପାଶର୍ବସ୍ଥ ଦେଶଗୁଡିକୁ ଇଶ୍ରାୟେଲର ଲୋକମାନେ ନିଜ ଅଧିନକକ୍ସ୍ଟ ଆଣିଲେ। ଆରୋଣ ପର୍ବତଠାରକ୍ସ୍ଟ ହର୍ମୋଣ ପର୍ବତ ପର୍ୟ୍ଯନ୍ତ ଓ ଆରାବହଃର ପୂର୍ବ ଦିଗସ୍ଥ ସମସ୍ତ ରାଜାମାନଙ୍କୁ ପରାସ୍ତ କଲେ।
ଯେତବେେଳେ ତୁମ୍ଭର ସୈନ୍ଯମାନେ ଆଗଇେ ଚାଲିଲେ, ମୁ ସମାନଙ୍କେ ଆଗେ ଆଗେ ବିରକ୍ସ୍ଟଡି ମାନଙ୍କୁ ପଠାଇଲି। ସହେି ବିରକ୍ସ୍ଟଡିମାନେ ସମାନଙ୍କେୁ ସଠାେରକ୍ସ୍ଟ ତଡି ଦେଲେ ଓ ସହେି ଦକ୍ସ୍ଟଇଜଣ ଇମାରେୀୟ ରାଜାଙ୍କକ୍ସ୍ଟ ତୁମ୍ଭମାନଙ୍କ ସମ୍ମକ୍ସ୍ଟଖରକ୍ସ୍ଟ ତଡି ଦେଲେ। ଯେପରିକି ତୁମ୍ଭର ଖଣ୍ତା କିମ୍ବା ଧନକ୍ସ୍ଟର ବ୍ଯବହାର ନ କରି ତୁମ୍ଭମାନେେ ଜିତିଗଲ ଓ ସମାନଙ୍କେର ଦେଶକକ୍ସ୍ଟ ଅଧିକାର କଲ।
ହେ ସଦାପ୍ରଭୁ, ତୁମ୍ଭେ ତାଙ୍କୁ ନାନା ରାଜ୍ଯ ଓ ଗୋଷ୍ଠୀ ଦଲେ ଓ ତାହା ସମାନଙ୍କେ ବାଣ୍ଟ ଅନୁସାରେ ନିରୂପଣ କଲ। ତେଣୁ ସମାନେେ ସୀହାନେ ଦେଶ ହିଷ୍ବୋନ୍ ରାଜାର ଦେଶ, ବାଶନର ଓଗ୍ ରାଜାର ଦେଶ ଅଧିକାର କଲେ।