Home Bibles ☰ Books ଦିତୀୟ ବିବରଣ 5:10 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 5:10 · ଓଡ଼ିଆ ବାଇବେଲ

କିନ୍ତୁ ଯେଉଁମାନେ ଆମ୍ଭକକ୍ସ୍ଟ ପ୍ ରମେ କରନ୍ତି, ଆମ୍ଭର ଆଜ୍ଞା ପାଳନ କରନ୍ତି, ଆମ୍ଭେ ସମାନଙ୍କେର ସହସ୍ର ପୁରୁଷ ପର୍ୟ୍ଯନ୍ତ ଦୟା କରିବା।

Cross references

ଦିତୀୟ ବିବରଣ 4:40

ସେଥିପାଇଁ ତୁମ୍ଭମାନେେ ବ୍ଯବସ୍ଥା ଓ ଆଜ୍ଞା ପାଳନ କରିବା ଉଚିତ୍, ଯାହାକି ମୁ ଆଜି ତୁମ୍ଭମାନଙ୍କୁ ଦେଉଛି। ତେଣୁ ତୁମ୍ଭର ଓ ତୁମ୍ଭମାନଙ୍କର ପିଲାମାନଙ୍କର ମଗଂଳ ହବେ,ଏବଂ ତକ୍ସ୍ଟମ୍ଭମାନେ ସହେି ଭୂମିରେ ଦିର୍ଘଦିନ ଧରି ବାସ କରିବ, ଯାହା ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ଚିରଦିନ ପାଇଁ ଦଇେଛନ୍ତି।

ଦିତୀୟ ବିବରଣ 6:5

ଏଣୁ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ଓ ସମସ୍ତ ଶକ୍ତି ସହିତ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶଓରଙ୍କୁ ପ୍ ରମେ କରିବ।

ଦିତୀୟ ବିବରଣ 7:9

ତେଣୁ ମନରେଖ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର କବଳେ ଏକମାତ୍ର ପରମେଶ୍ବର ଅଟନ୍ତି। ସେ ବିଶ୍ବସ୍ତ ଅଟନ୍ତି। ସେ ତାଙ୍କର ନିଯମ ରକ୍ଷା କରନ୍ତି। ଯେଉଁମାନେ ତାଙ୍କୁ ପ୍ ରମେ କରନ୍ତି ଓ ତାଙ୍କର ଆଜ୍ଞା ମାନନ୍ତି, ସଦାପ୍ରଭୁ ସମାନଙ୍କେ ଉପରେ କୃପା କରନ୍ତି। ଲୋକମାନଙ୍କ ପ୍ରତି ତାଙ୍କର କରୁଣା ଓ ତାଙ୍କର ଚକ୍ସ୍ଟକ୍ତି ପ୍ରତି ବିଶ୍ବସନୀଯତା ସହସ୍ର ପୁରୁଷ ପର୍ୟ୍ଯନ୍ତ ଲାଗିରହେ।

ଦିତୀୟ ବିବରଣ 7:12

ଯଦି ତୁମ୍ଭମାନେେ ସଦାପ୍ରଭୁଙ୍କର ବାକ୍ଯସକଳ ଶାସନ ଶକ୍ସ୍ଟଣି, ମାନି ଓ ପାଳନ କର, ତବେେ ସଦାପ୍ରଭୁ ପରମେଶ୍ବର ତକ୍ସ୍ଟମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିଯମ ଓ ଦୟା ବିଷଯ ରେ ଶପଥ କରିଅଛନ୍ତି, ସେ ତାହା ରକ୍ଷା କରିବେ।

ଦିତୀୟ ବିବରଣ 10:12

ଏବେ ହେ ଇଶ୍ରାୟେଲ, ଶକ୍ସ୍ଟଣ! ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ବାସ୍ତବ ରେ ତକ୍ସ୍ଟମ୍ଭଠାରକ୍ସ୍ଟ କ'ଣ ଗ୍ଭହାଁନ୍ତି ଜାଣ? ସେ ଗ୍ଭହାଁନ୍ତି ତାଙ୍କର ବାକ୍ଯ ଅନକ୍ସ୍ଟସା ରେ କର୍ମମାନ କର। ବିଧି ନିଯମ ପାଳନ କର। ପରମେଶ୍ବର ଗ୍ଭହାଁନ୍ତି ତୁମ୍ଭମାନେେ ଅନ୍ତକରଣ ସହକା ରେ ସଦାପ୍ରଭୁଙ୍କୁ ପ୍ ରମେ କର ଓ ତାଙ୍କର ସବୋ କର। ତାଙ୍କର ବ୍ଯବସ୍ଥା ଓ ଆଦେଶ ମାନି ଚଳ।

ଯିଶାଇୟ 1:16

ତୁମ୍ଭମାନେେ ନିଜକୁ ପ୍ରକ୍ଷାଳନ କର। ନିଜକୁ ପରିଷ୍କାର କର। ମନ୍ଦ କାର୍ୟ୍ଯରୁ ନିବୃତ ହୁଅ। ମୁଁ ତୁମ୍ଭମାନଙ୍କର ସହେି ମନ୍ଦ କର୍ମ ଦେଖିବାକୁ ଇଚ୍ଛା କରେ ନାହିଁ। କୁକର୍ମରୁ ନିବୃତ୍ତ ହୁଅ।

ଯିରିମିୟ 32:18

ତୁମ୍ଭେ ସହସ୍ର ସହସ୍ର ଲୋକମାନଙ୍କ ପ୍ରତି ଦୟା ପ୍ରକାଶ କରୁଅଛ। ପୁଣି ପିତୃଗଣଙ୍କ ଅପରାଧର ପ୍ରତିଫଳ ସମାନଙ୍କେ ପିଲାମାନଙ୍କ ଉପ ରେ ଦେଉଅଛ। ତୁମ୍ଭେ ମହାନ୍ ପରାକ୍ରାନ୍ତ ପରମେଶ୍ବର, ସୈନ୍ଯାଧିପତି ସଦାପ୍ରଭୁ ତୁମ୍ଭର ନାମ।

ଦାନିଏଲ 9:4

ପୁଣି ମୁଁ ମାରେପରମେଶ୍ବର ସଦାପ୍ରଭୁଙ୍କୁ ପ୍ରାର୍ଥନା କଲି ଓ ମାରେପାପ ସ୍ବୀକାର କରି କହିଲି, ହେ ସଦାପ୍ରଭୁ, ତୁମ୍ଭେ ମହାନ୍ ଓ ଭୟାନକ ପରମେଶ୍ବର। ଯେଉଁମାନେ ତୁମ୍ଭକୁ ପ୍ ରମେ କରନ୍ତିଓ ତୁମ୍ଭର ଚୁକ୍ତି ପାଳନ କରନ୍ତି, ତୁମ୍ଭେ ସମାନଙ୍କେ ପ୍ରତି ଦୟା ଓ ନିଯମ କରିଥାଅ।

ମାଥିଉଲିଖିତ ସୁସମାଚାର 7:21

ମାେତେ 'ପ୍ରଭୁ' 'ପ୍ରଭୁ' କହୁଥିବା ପ୍ରେତ୍ୟକକ ଲୋକ ସ୍ବର୍ଗରାଜ୍ଯ ରେ ପ୍ରବେଶ କରିବେ ନାହିଁ। ଯେଉଁ ଲୋକ ସ୍ବର୍ଗ ରେ ରହୁଥିବା ମାରେ ପରମପିତାଙ୍କ ଇଚ୍ଛା ଅନୁଯାଯୀ କାମ କରେ, ସହେି ବ୍ଯକ୍ତି କବଳେ ସଠାେରେ ପ୍ରବେଶ କରିବ।

ଯୋହନଲିଖିତ ସୁସମାଚାର 14:15

ମାେତେ ଯଦି ତୁମ୍ଭେ ପ୍ ରମେ କର, ତବେେ ମାରେ ଆଜ୍ଞା ଅନୁସାରେ ତୁମ୍ଭେ କାମ କରିବ।

ଯୋହନଲିଖିତ ସୁସମାଚାର 14:21

ଯେଉଁ ଲୋକ ମାରେ ଆଜ୍ଞା ଜାଣେ ଓ ପାଳନ କରେ, ସେ ଲୋକ ପ୍ରକୃତ ରେ ମାେତେ ପ୍ ରମେ କରେ। ମାେତେ ପ୍ ରମେ କରୁଥିବା ଲୋକକୁ ମାେ ପରମପିତା ମଧ୍ଯ ପ୍ ରମେ କରିବେ। ମୁଁ ମଧ୍ଯ ତାକୁ ପ୍ ରମେ କରିବି ଓ ନିଜକୁ ତା' ନିକଟରେ ପ୍ରକାଶ କରିବି।

ଯୋହନଲିଖିତ ସୁସମାଚାର 15:14

ତୁମ୍ଭେ ଯଦି ମାେ କହିବା ଅନୁଯାଯୀ କାମ କର, ତବେେ ତୁମ୍ଭମାନେେ ମାରେ ବନ୍ଧୁ।

ରୋମୀୟଙ୍କ ପ୍ରତି ପତ୍ର 8:28

ଆମ୍ଭେ ଜାଣୁ ଯେ, ଯେଉଁ ମାନେ ତାହାଙ୍କୁ ପ୍ ରମେ କରନ୍ତି ସମାନଙ୍କେ ପାଇଁ ପରମେଶ୍ବର ପ୍ରତକେ ବିଷୟ ରେ ମଙ୍ଗଳ ଜନ୍ମାନ୍ତି।ପରମେଶ୍ବର ଏହି ଲୋକମାନଙ୍କୁ ବାଛିଛନ୍ତି, କାରଣ ଏହାହିଁ ତାଙ୍କର ଯୋଜନା ଥିଲା।

ଗାଲାତୀୟଙ୍କ ପ୍ରତି ପତ୍ର 5:6

ଆତ୍ମାଙ୍କ ସାହାୟ୍ଯ ରେ ଆମେ ଏଥି ପାଇଁ ଅପେକ୍ଷା କରି ରହିଛୁ। ଯଦି କହେି ଖ୍ରୀଷ୍ଟ ଯୀଶୁଙ୍କଠା ରେ ଅଛି, ତା ହେଲେ ସେ ସୁନ୍ନତ ହାଇେଛି ନା ନାହିଁ, ଏହା ମହତ୍ବପୂର୍ଣ୍ଣ ନୁହେଁ। ମହତ୍ବପୂର୍ଣ୍ଣ ବିଷୟ ହେଲା, ପ୍ ରମଜେନକ ବିଶ୍ବାସ, ଯାହା କାର୍ୟ୍ଯ ରେ ପରିପ୍ରକାଶ ହୁଏ।

Interlinear

Choose Theme