ଦିତୀୟ ବିବରଣ 5:12 · ଓଡ଼ିଆ ବାଇବେଲ
ବିଶ୍ରାମ ଦିନକକ୍ସ୍ଟ ସଦାପ୍ରଭୁଙ୍କର ଉର୍ଦ୍ଧିଷ୍ଟ ଦିନରୂପେ ପାଲନ କରିବ, ଯେପରି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ଆଦେଶ ଦଇେଛନ୍ତି।
Cross references
ଯାତ୍ରା ପୁସ୍ତକ 16:30
ତେଣୁ ଲୋକମାନେ ବିଶ୍ରାମ ଦିନ ରେ ବିଶ୍ରାମ କଲେ।
ଯାତ୍ରା ପୁସ୍ତକ 20:8
ବିଶ୍ରାମଦିନଟିକୁ ପବିତ୍ର ଦିବସ ରୂପେ ପାଳନ କରିବାକୁ ସ୍ମରଣ କର।
ଯିଶାଇୟ 56:6
କେତକେ ବିଦେଶୀଯ ସଦାପ୍ରଭୁଙ୍କର ପରିଚର୍ୟ୍ଯା କରିବା ପାଇଁ ଓ ସଦାପ୍ରଭୁଙ୍କ ନାମକୁ ପ୍ ରମେ କରିବା ପାଇଁ ଏବଂ ତାଙ୍କର ଦାସ ହବୋ ନିମନ୍ତେ ସଦାପ୍ରଭୁଙ୍କଠା ରେ ଆସକ୍ତ ହୁଅନ୍ତି। ସମାନେେ ବିଶ୍ରାମଦିନ ପାଳନ କରି ତାହା ଅଶୁଚି କରନ୍ତି ନାହିଁ ଓ ସଦାପ୍ରଭୁଙ୍କର ଚୁକ୍ତି ଅବଲମ୍ବନ କରନ୍ତି।
ଯିଶାଇୟ 58:13
ତୁମ୍ଭେ ଯଦି ବିଶ୍ରାମବାର ଲଙ୍ଘନରୁ ଆମ୍ଭ ପବିତ୍ର ଦିନ ରେ ନିଜ ଅଭିଳାଷ ଚେଷ୍ଟାରୁ ନିଜ ପାଦ ଫରୋଅ, ପୁଣି ବିଶ୍ରାମବାରକୁ ସୁଖଦାୟକ ଓ ସଦାପ୍ରଭୁଙ୍କ ପବିତ୍ର ଦିନକୁ ଆଦରଣୀଯ ବୋଲି କୁହ, ଆଉ ନିଜ କାର୍ୟ୍ଯ ନ କରି ଅବା ନିଜ ଅଭିଳାଷର ଚେଷ୍ଟା ନ କରି ଅଥବା ନିଜ କଥା ନ କହି ତାହାକୁ ଆଦର କରିବ ;