ଏକଥା ତୁମ୍ଭେ ଭକ୍ସ୍ଟଲିବ ନାହିଁ ଯେ ତୁମ୍ଭମାନେେ ମିଶର ରେ, ଏକଦା ଦାସ ଥିଲ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ପରାକ୍ରାନ୍ତ ହସ୍ତଦ୍ବାରା ତୁମ୍ଭମାନଙ୍କୁ ମିଶରରକ୍ସ୍ଟ ବାହାର କରି ଆଣିଲେ। ସେ ତୁମ୍ଭମାନଙ୍କୁ ମକ୍ସ୍ଟକ୍ତକଲେ। ଏହି ହତେକ୍ସ୍ଟ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ବିଶ୍ରାମଦିନ ପାଳନାର୍ଥେ ତୁମ୍ଭମାନଙ୍କୁ ଆଜ୍ଞା ଦଇେଛନ୍ତି।
Cross references
ତେଣୁ ଇଶ୍ରାୟେଲୀୟ ଲୋକମାନଙ୍କୁ କୁହ, 'ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭମାନଙ୍କୁ ରକ୍ଷା କରିବା। ଆମ୍ଭେ ତୁମ୍ଭକୁ ମୁକ୍ତ କରିବା। ତୁମ୍ଭମାନେେ ମିଶରବାସୀମାନଙ୍କର ଆଉ ଦାସ ହାଇେ ରହିବ ନାହିଁ। ମୁଁ ମାରେ ମହାନଶକ୍ତି ପ୍ରଯୋଗ କରି ମିଶରବାସୀମାନଙ୍କୁ ଭୟଙ୍କର ଭାବେ ଦଣ୍ଡ ଦବେି। ଏହାପରେ ମୁଁ ତୁମ୍ଭମାନଙ୍କୁ ସମାନଙ୍କେ କବଳରୁ ରକ୍ଷା କରିବି।
ମାଶାେ ଲୋକମାନଙ୍କୁ କହିଲେ, ଏହି ଦିବସକୁ ମନେ ରଖ, ତୁମ୍ଭମାନେେ ମିଶର ରେ ଦାସ ଥିଲ, ସଦାପ୍ରଭୁଙ୍କର ମହାନ୍ ଶକ୍ତି ତୁମ୍ଭମାନଙ୍କୁ ଏହି ଦିନ ମୁକ୍ତ କରିଥିଲା। ତେଣୁ ତୁମ୍ଭମାନେେ ତାଡିଶୂନ୍ଯ ରୋଟୀ ଭକ୍ଷଣ କରିବ।
ଏହି ପବିତ୍ର ଦିନଟିକୁ ତୁମ୍ଭମାନେେ ମନେ ରଖିବ। ଏହା ଯେପରି ତୁମ୍ଭମାନଙ୍କ ପାଇଁ, ସଦାପ୍ରଭୁଙ୍କ ବ୍ଯବସ୍ଥା ଯେପରି ତୁମ୍ଭ ମୁଖ ରେ ରହିବ, ଏଥିପାଇଁ ଏହା ଚିହ୍ନ ସ୍ବରୂପ ତୁମ୍ଭ ହସ୍ତ ରେ ଓ ସ୍ମରଣର ଉପାଯ ସ୍ବରୂପ ତୁମ୍ଭ ଚକ୍ଷୁ ଦ୍ବଯର ମଧ୍ଯସ୍ଥାନ ରେ ରହିବ। ଯେ ହତେୁ ସଦାପ୍ରଭୁ ପରାକ୍ରାନ୍ତ ହସ୍ତଦ୍ବାରା ମିଶରଠାରୁ ତୁମ୍ଭକୁ ବାହାର କରି ଆଣିଛନ୍ତି।
ଭବିଷ୍ଯତ ରେ ତୁମ୍ଭମାନଙ୍କର ସନ୍ତାନମାନେ ପଚାରିବେ, ତୁମ୍ଭେ କାହିଁକି ଏପରି କରୁଛ? ଏବଂ ସମାନେେ ପଚାରିବେ, 'ଏସବୁର ଅର୍ଥ କ'ଣ? ଏବଂ ତୁମ୍ଭର ଉତ୍ତର ହବେ, 'ସଦାପ୍ରଭୁ ତାଙ୍କର ମହାନ ଶକ୍ତି ବଳ ରେ ମିଶରଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଛନ୍ତି। ଆମ୍ଭମାନେେ ସଠାେରେ ଦାସ ଥିଲୁ। କିନ୍ତୁ ସଦାପ୍ରଭୁ ଆମ୍ଭମାନଙ୍କୁ ସଠାରୁେ ବାହାର କରି ଏଠାକୁ ନଇେ ଆସିଛନ୍ତି।
ଏହା ଚିହ୍ନ ସ୍ବରୂପେ ତୁମ୍ଭ ହସ୍ତ ରେ ଓ ଭୂଷଣ ସ୍ବରୂପେ ତୁମ୍ଭ ଚକ୍ଷୁ ଦ୍ବଯର ମଧ୍ଯସ୍ଥାନ ରେ ରହିବ। ଯେ ହତେୁ ସଦାପ୍ରଭୁ ବାହୁବଳ ରେ ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଲେ।
ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ମିଶର ରେ ତୁମ୍ଭମାନଙ୍କ ସାକ୍ଷାତ ରେ ଯେ ସକଳ କର୍ମ କରିଅଛନ୍ତି, ସହେିପରି ପରୀକ୍ଷାସିଦ୍ଧ ପ୍ରମାଣଦ୍ବାରା ଓ ଚିହ୍ନଦ୍ବାରା ଓ ଆଶ୍ଚର୍ୟ୍ଯ କର୍ମଦ୍ବାରା, ୟକ୍ସ୍ଟଦ୍ଧଦ୍ବାରା, ପରାକ୍ରାନ୍ତ ହସ୍ତଦ୍ବାରା, ବିସ୍ତାରିତ ବାହକ୍ସ୍ଟଦ୍ବାରା ଓ ଭୟଙ୍କର ଆଶ୍ଚର୍ୟ୍ଯ କର୍ମଦ୍ବାରା ଅନ୍ୟ ଦେଶୀଯ ଲୋକଙ୍କ ମଧ୍ଯରକ୍ସ୍ଟ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।
ଯେ ଦାସ୍ଯଗୃହ ସ୍ବରୂପ ମିଶର ଦେଶରକ୍ସ୍ଟ ତୁମ୍ଭକୁ ଦାସରକ୍ସ୍ଟ ମକ୍ସ୍ଟକ୍ତ କଲେ। ଆମ୍ଭେ ସହେି ସଦାପ୍ରଭୁ ତୁମ୍ଭର ପରମେଶ୍ବର ଅଟକ୍ସ୍ଟ।
ସଦାପ୍ରଭୁ ମାେତେ କହିଲେ, 'ଉଠ' ଏସ୍ଥାନରକ୍ସ୍ଟ ଶୀଘ୍ର ତଳକକ୍ସ୍ଟ ୟାଅ, କାରଣ ତୁମ୍ଭେ ଯେଉଁ ଲୋକମାନଙ୍କୁ ମିଶରରକ୍ସ୍ଟ ବାହାର କରି ଆଣିଅଛ। ତୁମ୍ଭର ଲୋକମାନେ ସହେି ନିଜକକ୍ସ୍ଟ ଦକ୍ସ୍ଟର୍ନୀତି ଗ୍ରସ୍ଥ କରିଅଛନ୍ତି। ମୁ ସମାନଙ୍କେୁ ଯେଉଁ ପଥ ନିର୍ଦ୍ଦେଶ ଦଇେଥିଲି ତହିଁରକ୍ସ୍ଟ ସମାନେେ ଶୀଘ୍ର ବିମକ୍ସ୍ଟଖ ହେଲେ। ସମାନେେ ସମାନଙ୍କେ ନିମନ୍ତେ ଏକ ସ୍ବର୍ଣ୍ଣ ପ୍ରତିମା ନିର୍ମାଣ କରିଅଛନ୍ତି।'
ମନରେଖ, ଯେ ତୁମ୍ଭମାନେେ ମିଶର ଦେଶ ରେ ସଐୂର୍ଣ୍ଣ ଭାବରେ ଦାସରୂପେ ଥିଲ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ମକ୍ସ୍ଟକ୍ତ କଲେ। ଏଥିପାଇଁ ମୁ ତୁମ୍ଭକୁ ଏହି ଆଜ୍ଞା ଦେଉଅଛି।
ପକ୍ସ୍ଟଣି ତୁମ୍ଭେ ଯେ ମିଶର ରେ ଦାସ ଥିଲକ୍ସ୍ଟ, ତାହା ସ୍ମରଣ କରିବ ଓ ତୁମ୍ଭେ ଏହି ସକଳ ବିଧି ମନୋୟୋଗ କରି ପାଳନ କରିବ।
ମାତ୍ର ତୁମ୍ଭେ ମିଶର ରେ ସ୍ଥାଯୀଭାବେ ଦାସ ଥିଲେ, ପକ୍ସ୍ଟଣି ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭକୁ ସଠାେରକ୍ସ୍ଟ ମକ୍ସ୍ଟକ୍ତ କରିଅଛନ୍ତି। ଏକଥାକକ୍ସ୍ଟ ସ୍ମରଣ କରିବ। ଏଣୁ ଆମ୍ଭେ ତୁମ୍ଭକୁ ଏହି କର୍ମ କରିବା ପାଇଁ ଆଜ୍ଞା ଦଇେ ଅଛକ୍ସ୍ଟ।
ଆଉ ତୁମ୍ଭମାନେେ ମିଶର ଦେଶ ରେ ବନ୍ଧା ଦାସ ଥିଲ, ଏହା ସର୍ବଦା ସ୍ମରଣ କରିବ। ଏଣୁ ଆମ୍ଭେ ତୁମ୍ଭକୁ ଏହି କର୍ମ କରିବା ପାଇଁ ଆଜ୍ଞା ଦଇେଅଛୁ।
ତା'ପରେ ସଦାପ୍ରଭୁ ବଳବାନ ହସ୍ତଦ୍ବାରା ଓ ବିସ୍ତୀର୍ଣ ବାହକ୍ସ୍ଟଦ୍ବାରା ଓ ମହାତ୍ରାସଦ୍ବାରା ଓ ନାନା ଚିହ୍ନ ଦ୍ବାରା, ଆଶ୍ଚର୍ୟ୍ଯ କର୍ମମାନଦ୍ବାରା ଆମ୍ଭମାନଙ୍କୁ ମିଶରରକ୍ସ୍ଟ ବାହାର କରି ଆଣିଲେ।
ମୁଁ ତୁମ୍ଭର ଦାସ। ମୁଁ ତୁମ୍ଭର ଜଣେ ଦାସୀର ସନ୍ତାନ ଅଟେ। ହେ ସଦାପ୍ରଭୁ, ତୁମ୍ଭେ ମାେତେ ମୃତ୍ଯୁର ଶିଙ୍କୁଳିରୁ ମୁକ୍ତ କର।
ହେ ଧର୍ମାଚାରୀଗଣ, ହେ ସଦାପ୍ରଭୁଙ୍କ ଅନ୍ବଷେଣକାରୀଗଣ। ତୁମ୍ଭମାନେେ ଆମ୍ଭର କଥା ଶୁଣ ; ତୁମ୍ଭମାନେେ ଯେଉଁ ଶୈଳରୁ କଟା ହାଇେଥିଲ ଓ ଯେଉଁ ଗର୍ତ୍ତରୁ ଚ୍ଛଦରେୁ ଖୋଳା ହାଇେଥିଲା, ତାହା ପ୍ରତି ଦୃଷ୍ଟିପାତ କର।
ସେ ସମାନଙ୍କେର ସବୁ ଦୁଃଖ ରେ ଦୁଃଖିତ ହେଲେ। ତାହାଙ୍କର ଉପସ୍ଥିତି ସ୍ବରୂପ ଦୂତ ସମାନଙ୍କେୁ ପରିତ୍ରାଣ କଲେ। ସେ ସମାନଙ୍କେୁ ନିଜ ପ୍ ରମେ ଓ ଦୟାରୁ ମୁକ୍ତ କଲେ ଏବଂ ସମାନେେ ଅତି ପୁରୁଣା ସମୟ ଦଇେ ବହନ କଲେ।