ଏହିସବୁ ଆଜ୍ଞା, ବ୍ଯବସ୍ଥା ଓ ବିଧି ତୁମ୍ଭମାନଙ୍କୁ ଶିକ୍ଷା ଦବୋପାଇଁ, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ମାେତେ କହିଲେ। ତୁମ୍ଭମାନେେ ଯେଉଁ ଦେଶ ଅଧିକାର କରିବାକୁ ପାର ହାଇେ ଯାଉଅଛ, ସଦେି ଦେଶ ରେ ତୁମ୍ଭମାନେେ ଏହି ବ୍ଯବସ୍ଥା ପାଳନ କରିବା ଉଚିତ୍।
Cross references
ସାବଧାନ, ତୁମ୍ଭେ ମାରେ ସମସ୍ତ ବ୍ଯବସ୍ଥା ମାନିବ। ଅନ୍ୟ ଦବେତାମାନଙ୍କୁ ପୂଜା କର ନାହିଁ, କିମ୍ବା ତାଙ୍କର ନାମ ତୁମ୍ଭମାନଙ୍କର ମୁଖ ରେ ଧର ନାହିଁ।
ଏ ସମସ୍ତ ଆଜ୍ଞା ଯାହାକୁ ସଦାପ୍ରଭୁ ସୀନଯ ପର୍ବତ ରେ ଇଶ୍ରାୟେଲ ସନ୍ତାନଗଣଙ୍କ ଉଦ୍ଦେଶ୍ଯ ରେ ମାଶାଙ୍କେୁ ପ୍ରଦାନ କରିଥିଲେ।
ସଦାପ୍ରଭୁ ଯିରୀହାେ ନକଟସ୍ଥ ୟର୍ଦ୍ଦନ ସମୀପରେ ମାୟୋବ ପଦା ରେ ମାଶାଙ୍କେୁ ବ୍ଯବସ୍ଥା ଦେଲେ। ଇଶ୍ରାୟେଲ ଲୋକମାନଙ୍କ ନିମନ୍ତେ ସଦାପ୍ରଭୁ ଏହିସବୁ ଆଜ୍ଞା ଓ ଶାସନ ଆଦେଶ ଦଇେଥିଲେ।
ସହେି ସମୟରେ ମୁ ସହେି ଗୋଷ୍ଠୀଯମାନଙ୍କୁ ନିର୍ଦ୍ଦେଶ ଦଇେ କହିଲି: 'ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ବାସ କରିବାକୁ ଏହି ୟର୍ଦ୍ଦନ କୂଳସ୍ଥ ଦେଶ ଦଇେଛନ୍ତି। କିନ୍ତୁ ବର୍ତ୍ତମାନ ତୁମ୍ଭମାନଙ୍କେ ମଧ୍ଯରକ୍ସ୍ଟ ବୀର ଗୋଷ୍ଠୀଯମାନେ ସୂସଜ୍ଜ ହାଇେ ତୁମ୍ଭମାନଙ୍କ ଭାଇମାନଙ୍କର ଇଶ୍ରାୟେଲ-ସନ୍ତାନମାନଙ୍କ ସମ୍ମିଖ ରେ ପାର ହାଇଯେିବେ।
ବର୍ତ୍ତମାନ ହେ ଇଶ୍ରାୟେଲ ମୁ ଯେଉଁ ନିଯମ ଓ ଆଜ୍ଞା ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଶିକ୍ଷା ଦେଉଅଛି, ତହିଁରେ ମନୋଯୋଗ କର। ତାହା ପାଳନ କଲେ ତୁମ୍ଭମାନେେ ବଞ୍ଚିବ। ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ବର ତୁମ୍ଭମାନଙ୍କୁ ଯେଉଁ ଦେଶ ଦବେେ, ତହିଁଯରେ ପ୍ରବେଶ କରି ତାହା ଅଧିକାର କରିବ।
ହିଁ ଦେଖ, ସଦାପ୍ରଭୁ ମାରେ ପରମେଶ୍ବର ମାେତେ ଯେପରି ଆଜ୍ଞା ଦେଲେ, ମୁ ସହେି ବ୍ଯବସ୍ଥାସବୁ ଶିକ୍ଷା ଦଲେି। ମୁ ତୁମ୍ଭମାନଙ୍କୁ ସହେିପରି ବ୍ଯବସ୍ଥା ଓ ବିଧି ଶିକ୍ଷା ଦଇେଅଛି, ଯେପରି ତୁମ୍ଭମାନେେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସହେି ଦେଶ ରେ ତୁମ୍ଭମାନେେ ସମାନଙ୍କେ ଅନକ୍ସ୍ଟସା ରେ ବାସ କରିବ।
ପକ୍ସ୍ଟଣି ତୁମ୍ଭମାନେେ ଯେଉଁ ଦେଶ ଅଧିକାର କରିବାକୁ ପାର ହାଇେ ଯାଉଅଛ, ସହେି ଦେଶ ରେ ତୁମ୍ଭମାନଙ୍କର ପାଳନୀଯ ବିଧି ଓ ଶାସନ ସମସ୍ତ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ସଦାପ୍ରଭୁ ସହେି ସମୟରେ ମାେତେ ଆଜ୍ଞା ଦେଲେ।
ଏହିସବୁ ପ୍ରମାଣିତ ବାକ୍ଯ, ନିଯମ, ବ୍ଯବସ୍ଥା ଯାହାକି ମାଶାେ ଇଶ୍ରାୟେଲର ଲୋକମାନଙ୍କୁ ଦେଲେ, ଯେତବେେଳେ ମିଶରରକ୍ସ୍ଟ ବାହାରି ଆସିଲେ।
ମାତ୍ର ତୁମ୍ଭେ ଏହି ସ୍ଥାନ ରେ ମାେ ନିକଟରେ ଠିଆ ହକ୍ସ୍ଟଅ। ମୁ ତୁମ୍ଭକୁ ଆଜ୍ଞା, ନିଯମ ଏବଂ ଶାସନସବୁ କହିବି, ମୁ ସମାନଙ୍କେୁ ସମାନଙ୍କେର ଅଧିକାର ଦବେି। ଯାହାକି ତୁମ୍ଭେ ସମାନଙ୍କେୁ ଶିକ୍ଷା ଦବୋ ଉଚିତ୍ ଏବଂ ସମାନେେ ସହେି ଦେଶ ରେ ତାହା ମାନିବା ଉଚିତ୍।'
ଏହି ନିଯମ ବିଧିସବୁ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ଏହି ନୂତନ ଦେଶ ରେ ମାନିବାକକ୍ସ୍ଟ ହବେ। ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କର ପରମେଶ୍ବର ତୁମ୍ଭମାନଙ୍କର ଅଧିକାର ନିମନ୍ତେ ଯେଉଁ ଦେଶ ଦଇେଛନ୍ତି, ସେ ଦେଶ ରେ ଜୀବିତ ଥିବା ପର୍ୟ୍ଯନ୍ତ ତାଙ୍କର ଏହି ବିଧିସକଳ ମାନିବ।
'ପୁଣି ମାରେ ଦାସ ଦାଉଦ ସମାନଙ୍କେ ଉପ ରେ ରାଜା ହବେେ। କବଳେ ସେ ହିଁ ଜଣେ ସମସ୍ତଙ୍କ ଉପ ରେ ମଷେପାଳକ ହବେେ। ଆଉ ସମାନେେ ମାରେ ବ୍ଯବସ୍ଥା ମାନି ଚଳିବେ ଓ ମାରେ ବିଧିସବୁ ରକ୍ଷାକରି ପାଳନ କରିବେ।