Home Bibles ଦିତୀୟ ବିବରଣ 6:16 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 6:16 · ଓଡ଼ିଆ ବାଇବେଲ

ତୁମ୍ଭମାନେେ ମଃସା ରେ ଯମେନ୍ତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶଓରଙ୍କୁ ପରୀକ୍ଷା କଲା ପରି, ପକ୍ସ୍ଟଣି ଥରେ ତୁମ୍ଭମାନେେ ତାଙ୍କୁ ପରୀକ୍ଷା କରିବା ଉଚିତ୍ ନକ୍ସ୍ଟହଁ।

Cross references

ଯାତ୍ରା ପୁସ୍ତକ 17:2

ତେଣୁ ଲୋକମାନେ ମାଶାଙ୍କେ ନିକଟକୁ ଗଲେ ଓ ଅଭିଯୋଗ କଲେ। ଆମ୍ଭକୁ ପିଇବାକୁ ପାଣି ଦିଅ।

ଯାତ୍ରା ପୁସ୍ତକ 17:7

ମାଶାେ ସହେି ସ୍ଥାନର ନାମ ମଃସା ଏବଂ ମିରୀବା ରଖିଲେ (ପରୀକ୍ଷା ଓ ବିବାଦ)। କାରଣ ସହେି ସ୍ଥାନ ରେ ଲୋକମାନେ ସଦାପ୍ରଭୁଙ୍କର ପରୀକ୍ଷା କରିଥିଲେ ଓ ୟୁକ୍ତି କରିଥିଲେ, ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଅଛନ୍ତି କି ନା?

ଗଣନା ପୁସ୍ତକ 20:3

ସହେି ଲୋକମାନେ ମାଶାଙ୍କେ ସହିତ ବିବାଦ କରି କହିଲେ, ହାୟ! ଆମ୍ଭମାନେେ ଆମ୍ଭ ଭାଇମାନଙ୍କ ପରି ସଦାପ୍ରଭୁଙ୍କ ସମ୍ମୁଖ ରେ ପେଛ ମରିଥାନ୍ତୁ।

ଗଣନା ପୁସ୍ତକ 20:13

ଏହି ସ୍ଥାନକୁ ମରୀବାଃ-ଜଳ ବୋଲି କୁହାଗଲା, କାରଣ ଇଶ୍ରାୟେଲର ଲୋକମାନେ ସଦାପ୍ରଭୁଙ୍କ ସହ ବିବାଦ କଲେ ଏବଂ ସମାନଙ୍କେ ମଧିଅରେ ପବିତ୍ରରୂପେ ମାନ୍ଯ ହେଲେ।

ଗଣନା ପୁସ୍ତକ 21:4

ତା'ପରେ ସମାନେେ ଇଦୋମ ଦେଶ ପ୍ରଦକ୍ଷିଣ କରିବା ନିମନ୍ତେ ହାରେ ପର୍ବତରୁ ଲୋହିତ ସାଗର ପଥ ଦଇେ ୟାତ୍ରା କଲେ। ପୁଣି ଦୀର୍ଘପଥ ୟୋଗୁଁ ସମାନେେ ର୍ଧୈୟ୍ଯହରା ହାଇଗେଲେ।

ଗୀତସଂହିତା 95:8

ପରମେଶ୍ବର କହନ୍ତି, ମିରୀବାଃ ଓ ମଃସା ମରୁଭୂମିରେ ହେଲା ପରି ଜିଦ୍ଖୋର ହୁଅ ନାହିଁ।

ଗୀତସଂହିତା 95:9

ତୁମ୍ଭର ପୂର୍ବପୁରୁଷଗଣ ଆମ୍ଭର ପରୀକ୍ଷା ପାଇଁ ଆହ୍ବାନ କଲେ। ସମାନେେ ଜାଣି ପାରିଥିଲେ ୟେ ଆମ୍ଭେ କ'ଣ କରିପାରୁ।

ମାଥିଉଲିଖିତ ସୁସମାଚାର 4:7

ଯୀଶୁ ତାହାକୁ ଉତ୍ତର ଦେଲେ, ଶାସ୍ତ୍ର ଏକଥା ମଧ୍ଯ କୁ ହେ:

ଲୂକଲିଖିତ ସୁସମାଚାର 4:12

ଯୀଶୁ କହିଲେ, ଶାସ୍ତ୍ର ରେ ଏ କଥା ମଧ୍ଯ ଲଖାେଅଛି:

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 10:9

ସମାନଙ୍କେ ଭଳି ଆମ୍ଭେ ଖ୍ରୀଷ୍ଟଙ୍କୁ ପରୀକ୍ଷା କରିବା ଉଚିତ୍ ନୁହେଁ। ପ୍ରଭୁଙ୍କୁ କରିଥିବାରୁ ସମାନେେ ସାପ କାମୁଡ଼ା ରେ ମଲେ।

ଏବ୍ରୀ 3:8

ତବେେ ମରୁଭୂମିରେ ପରମେଶ୍ବରଙ୍କୁ ପରୀକ୍ଷା କରିବା ଦିନ ଯେପ୍ରକାର ପରମେଶ୍ବରଙ୍କ ବିରୁଦ୍ଧ ରେ ଥିଲେ, ସେପ୍ରକାର ପୂର୍ବପରି ତୁମ୍ଭମାନଙ୍କ ହୃଦୟ କଠିନ ନ କର।

Interlinear

Choose Theme