Home Bibles ଦିତୀୟ ବିବରଣ 6:24 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 6:24 · ଓଡ଼ିଆ ବାଇବେଲ

ଏବଂ ସଦାପ୍ରଭୁ ଆଜିଦିନ ପରି ଯେପରି ଆମ୍ଭମାନଙ୍କୁ ସଜୀବ ରକ୍ଷା କରିପାରିବେ, ଏଥିପାଇଁ ଆମ୍ଭମାନଙ୍କ ନିତ୍ଯ ମଙ୍ଗଳ ନିମନ୍ତେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶଓରଙ୍କୁ ଭୟ କରିବା ପାଇଁ ସେ ଆମ୍ଭମାନଙ୍କ ପାଳନାର୍ଥେ ଏହି ସକଳ ବିଧି ଆମ୍ଭମାନଙ୍କୁ ଆଜ୍ଞା କଲେ।

Cross references

ଦିତୀୟ ବିବରଣ 4:1

ବର୍ତ୍ତମାନ ହେ ଇଶ୍ରାୟେଲ ମୁ ଯେଉଁ ନିଯମ ଓ ଆଜ୍ଞା ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଶିକ୍ଷା ଦେଉଅଛି, ତହିଁରେ ମନୋଯୋଗ କର। ତାହା ପାଳନ କଲେ ତୁମ୍ଭମାନେେ ବଞ୍ଚିବ। ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ବର ତୁମ୍ଭମାନଙ୍କୁ ଯେଉଁ ଦେଶ ଦବେେ, ତହିଁଯରେ ପ୍ରବେଶ କରି ତାହା ଅଧିକାର କରିବ।

ଦିତୀୟ ବିବରଣ 4:4

କିନ୍ତୁ ତୁମ୍ଭମାନେେ ଯେତେ ଲୋକ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କଠା ରେ ଆସକ୍ତ ହେଲ, ତୁମ୍ଭମାନଙ୍କର ସହେି ଲୋକମାନେ ଏବେ ବଞ୍ଚିଛନ୍ତି।

ଦିତୀୟ ବିବରଣ 6:2

ଏହା ଏପରି ଅଟେ ଯେ, ତୁମ୍ଭମାନେେ ତୁମ୍ଭମାନଙ୍କର ସନ୍ତାନଗଣ ଏବଂ ନାତିନାତକ୍ସ୍ଟଣୀଗଣ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶଓରଙ୍କୁ ତୁମ୍ଭମାନେେ ବଞ୍ଚିଥିବା ପର୍ୟ୍ଯନ୍ତ ଭୟ କରିବା ପାଇଁ ଏବଂ ତାଙ୍କର ସମସ୍ତ ଆଜ୍ଞା ଓ ନିଯମ ପାଳନ କରିବା ପାଇଁ ମୁ ଯାହା ତୁମ୍ଭମାନଙ୍କୁ ଦେଉଛି, ସେଥିପାଇଁ ଦୀର୍ଘଜିବୀ ହବେ।

ଦିତୀୟ ବିବରଣ 8:1

ଯାହା ମୁ ଆଜି ତୁମ୍ଭକୁ ଆଦେଶ ଦେଉଛି, ତୁମ୍ଭମାନେେ ମାରେ ସମସ୍ତ ଆଦେଶମାନ ମାନିବା ଉଚିତ୍। ତୁମ୍ଭମାନେେ ବଞ୍ଚିବା ପାଇଁ ଓ ବୃଦ୍ଧି ହବୋ ପାଇଁ ଓ ସହେି ସ୍ଥାନ ରେ ପ୍ରବେଶ କରିବା ପାଇଁ ଓ ଅଧିକାର କରିବା ପାଇଁ ଯାହାକି ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣଙ୍କ ନିକଟରେ ଶପଥ କରିଛନ୍ତି।

ଦିତୀୟ ବିବରଣ 8:3

ମନକ୍ସ୍ଟଷ୍ଯ ଯେ କବଳେ ରୋଟୀ ରେ ବଞ୍ଚେ ନାହିଁ, ମାତ୍ର ସଦାପ୍ରଭୁଙ୍କ ମକ୍ସ୍ଟଖରକ୍ସ୍ଟ ଯାହା ନିର୍ଗତ ହକ୍ସ୍ଟଏ, ତହିଁରେ ବଞ୍ଚେ। ଏହା ତୁମ୍ଭମାନଙ୍କୁ ଜଣାଇବା ପାଇଁ ସେ ତୁମ୍ଭମାନଙ୍କୁ ନମ୍ର ଓ କ୍ଷକ୍ସ୍ଟଧିତ କରି ଅଛନ୍ତି, ସେ ତୁମ୍ଭକୁ ଓ ତକ୍ସ୍ଟମ୍ଭ ପୂର୍ବପୁରୁଷଗଣଙ୍କକ୍ସ୍ଟ ଅଜ୍ଞାତ ମାନ୍ନା ଦଇେ ପ୍ରତିପାଳନ କରିଅଛନ୍ତି।

ଦିତୀୟ ବିବରଣ 10:12

ଏବେ ହେ ଇଶ୍ରାୟେଲ, ଶକ୍ସ୍ଟଣ! ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ବାସ୍ତବ ରେ ତକ୍ସ୍ଟମ୍ଭଠାରକ୍ସ୍ଟ କ'ଣ ଗ୍ଭହାଁନ୍ତି ଜାଣ? ସେ ଗ୍ଭହାଁନ୍ତି ତାଙ୍କର ବାକ୍ଯ ଅନକ୍ସ୍ଟସା ରେ କର୍ମମାନ କର। ବିଧି ନିଯମ ପାଳନ କର। ପରମେଶ୍ବର ଗ୍ଭହାଁନ୍ତି ତୁମ୍ଭମାନେେ ଅନ୍ତକରଣ ସହକା ରେ ସଦାପ୍ରଭୁଙ୍କୁ ପ୍ ରମେ କର ଓ ତାଙ୍କର ସବୋ କର। ତାଙ୍କର ବ୍ଯବସ୍ଥା ଓ ଆଦେଶ ମାନି ଚଳ।

ଆୟୁବ ପୁସ୍ତକ 35:7

ଏବଂ ଆୟୁବ ତୁମ୍ଭେ ଯଦି ବହୁତ ଭଲ ଏହା ପରମେଶ୍ବରଙ୍କୁ ସାହାୟ୍ଯ କରେ ନାହିଁ। ପରମେଶ୍ବର ତୁମ୍ଭଠାରୁ କିଛି ପାଆନ୍ତି ନାହିଁ।

ଗୀତସଂହିତା 41:2

ସଦାପ୍ରଭୁ ସହେି ଲୋକକୁ ରକ୍ଷା କରନ୍ତି ଓ ତା'ର ଜୀବନ ବଞ୍ଚାନ୍ତି। ସହେି ବ୍ଯକ୍ତି ପୃଥିବୀରେ ଆଶୀର୍ବାଦ ପାଏ। ପରମେଶ୍ବର ତା'ର ଶତ୍ରୁମାନଙ୍କ ଦ୍ବାରା ତାକୁ ଧ୍ବଂସ ହବୋକୁ ଦବେେ ନାହିଁ।

ଗୀତସଂହିତା 41:3

ସହେି ବ୍ଯକ୍ତିଟି ଯେତବେେଳେ ଅସୁସ୍ଥ ହାଇେ ଖଟରେ ପଡ଼ିରହେ, ସଦାପ୍ରଭୁ ତାକୁ ବଳ ପ୍ରଦାନ କରନ୍ତି। ସହେି ବ୍ଯକ୍ତି ଅସୁସ୍ଥ ହାଇେ ବିଛଣାରେ ପଡ଼ିଲେ, ସଦାପ୍ରଭୁ ତାକୁ ନିଶ୍ଚଯ ଆରୋଗ୍ୟ କରନ୍ତି।

ଗୀତସଂହିତା 66:9

ପରମେଶ୍ବର ଆମ୍ଭମାନଙ୍କୁ ଜୀବନ ଦେଲେ ଏବଂ ଆମ୍ଭକୁ ଖସିୟିବାକୁ ଅନୁମତି ଦଇେ ନାହାନ୍ତି।

ହିତୋପଦେଶ 9:12

ଯଦି ତୁମ୍ଭେ ଜ୍ଞାନୀ ଅଟ, ତବେେ ନିଜକୁ ନିଜେ ତୁମ୍ଭେ ଲାଭବାନ ହବେ। ଯଦି ତୁମ୍ଭେ ଜଣେ ନିନ୍ଦାକାରୀ, ତୁମ୍ଭେ ନିଜେ ଦୁଃଖ ଭୋଗିବ।

ହିତୋପଦେଶ 22:4

ନମ୍ରତାର ଓ ସଦାପ୍ରଭୁଙ୍କ ବିଷଯକ ଭୟର ପୁରସ୍କାର ଧନ, ସମ୍ମାନ ଓ ଜୀବନ ଅଟେ।

ଯିଶାଇୟ 3:10

ଉତ୍ତମ ଲୋକମାନଙ୍କୁ କୁହ, ସମାନେେ ଉତ୍ତମଫଳ ଭୋଗ କରିବେ। ସମାନେେ ସମାନଙ୍କେର ସୁକର୍ମ ଯୋଗୁଁ ପୁରସ୍କୃତ ହବେେ।

ଯିରିମିୟ 32:39

ଆଉ ସମାନେେ ଓ ସମାନଙ୍କେର ସନ୍ତାନମାନେ ସମାନଙ୍କେ ମଙ୍ଗଳ ନିମନ୍ତେ ଯେପରି ଆମ୍ଭକୁ ଭୟ କରିବେ, ଏଥିପାଇଁ ଆମ୍ଭେ ସମାନଙ୍କେୁ ଏକ ଚିତ୍ତ ଓ ଏକ ପଥ ଦବୋ।

ମାଥିଉଲିଖିତ ସୁସମାଚାର 6:33

ଏଣୁ ଆଗ ପରମେଶ୍ବରଙ୍କ ରାଜ୍ଯ ଓ ଉତ୍ତମ କାର୍ୟ୍ଯ ବିଷୟ ରେ ଚିନ୍ତା କର। ତୁମ୍ଭେ ଯେଉଁସବୁ ଭଲ କାମ କରିବା ପରମେଶ୍ବର ଚାହାନ୍ତି, ସଗେୁଡିକ କର। ତା' ହେଲେ ଏହିସବୁ ବିଷୟଗୁଡିକ ତୁମ୍ଭକୁ ଯୋଗାଇ ଦିଆୟିବ।

ରୋମୀୟଙ୍କ ପ୍ରତି ପତ୍ର 6:21

ତୁମ୍ଭମାନେେ ମନ୍ଦ କାମ କରୁଥିଲ। ଏବେ ତୁମ୍ଭମାନେେ ସଭେଳି କର୍ମ ପାଇଁ ଲଜ୍ଜିତ। ସେ କାମଗୁଡ଼ିକ କଣ ତୁମ୍ଭମାନଙ୍କୁ ସାହାୟ୍ଯ କଲା? ନା, ସେ କର୍ମ ଗୁଡ଼ିକ କବଳେ ଆଧ୍ଯାତ୍ମିକ ମୃତ୍ଯୁ ଆଣିଥାଏ।

ରୋମୀୟଙ୍କ ପ୍ରତି ପତ୍ର 10:5

ବ୍ଯବସ୍ଥା ପାଳନ ଦ୍ବାରା ଧାର୍ମିକ ହବୋ ବିଷୟ ରେ ମାଶାେ କହିଛନ୍ତି: ଯେଉଁ ଲୋକ ବ୍ଯବସ୍ଥା ପାଳନ ଦ୍ବାରା ଜୀବନ ପାଇବା ପାଇଁ ଚେଷ୍ଟା କରେ, ସେ ନିଜର କାର୍ୟ୍ଯ ବ୍ଯବସ୍ଥା ଅନୁସାରେ କରିବା ଆବଶ୍ଯକ।

Interlinear

Choose Theme