Home Bibles ଦିତୀୟ ବିବରଣ 6:5 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 6:5 · ଓଡ଼ିଆ ବାଇବେଲ

ଏଣୁ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ଓ ସମସ୍ତ ଶକ୍ତି ସହିତ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶଓରଙ୍କୁ ପ୍ ରମେ କରିବ।

Cross references

ଦିତୀୟ ବିବରଣ 4:29

କିନ୍ତୁ ସହେି ସ୍ଥାନ ରେ ଯବେେ ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କର ଅନ୍ବଷେଣ କରିବ। ତବେେ ତୁମ୍ଭମାନେେ ଯଦି ହୃଦଯତାର ସହାକା ରେ ତାଙ୍କୁ ଅନ୍ବଷେଣ କର ତବେେ ତୁମ୍ଭେ ତାଙ୍କୁ ପାଇପାରିବ।

ଦିତୀୟ ବିବରଣ 10:12

ଏବେ ହେ ଇଶ୍ରାୟେଲ, ଶକ୍ସ୍ଟଣ! ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ବାସ୍ତବ ରେ ତକ୍ସ୍ଟମ୍ଭଠାରକ୍ସ୍ଟ କ'ଣ ଗ୍ଭହାଁନ୍ତି ଜାଣ? ସେ ଗ୍ଭହାଁନ୍ତି ତାଙ୍କର ବାକ୍ଯ ଅନକ୍ସ୍ଟସା ରେ କର୍ମମାନ କର। ବିଧି ନିଯମ ପାଳନ କର। ପରମେଶ୍ବର ଗ୍ଭହାଁନ୍ତି ତୁମ୍ଭମାନେେ ଅନ୍ତକରଣ ସହକା ରେ ସଦାପ୍ରଭୁଙ୍କୁ ପ୍ ରମେ କର ଓ ତାଙ୍କର ସବୋ କର। ତାଙ୍କର ବ୍ଯବସ୍ଥା ଓ ଆଦେଶ ମାନି ଚଳ।

ଦିତୀୟ ବିବରଣ 11:1

ତୁମ୍ଭମାନେେ ସଦାପ୍ରଭୁ ଆପଣା ପରମେଶଓରଙ୍କୁ ପ୍ ରମେ କରିବା ଉଚିତ୍। ତୁମ୍ଭମାନେେ ତାଙ୍କର ବ୍ଯବସ୍ଥା, ବିଧି ଓ ଆଦେଶ ସବୁ ସର୍ବଦା ପାଳନ କରିବା ଉଚିତ୍।

ଦିତୀୟ ବିବରଣ 11:13

ସଦାପ୍ରଭୁ କହିଲେ, 'ତୁମ୍ଭମାନେେ ଯତ୍ନ ସହକା ରେ ଆଜି ମୁ ତୁମ୍ଭମାନଙ୍କୁ ଯାହା କହକ୍ସ୍ଟଛି ଶକ୍ସ୍ଟଣ। ତୁମ୍ଭମାନେେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶଓରଙ୍କୁ ପ୍ ରମେ କର। ତୁମ୍ଭମାନେେ ଅନ୍ତଃକରଣ ଓ ପ୍ରାଣ ସହିତ ସବୋ କର। ଯଦି ତୁମ୍ଭେ ଏପରି କର ତବେେ,

ଦିତୀୟ ବିବରଣ 13:4

ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କ ପଶ୍ଚାଦଗମନ କରିବ। ତାହାଙ୍କକ୍ସ୍ଟ ଭୟ କରିବ। ତାହାଙ୍କ ଆଜ୍ଞା ସବୁ ପାଳନ କରିବ। ତାହାଙ୍କ ବାକ୍ଯ ପ୍ରତି ଧ୍ଯାନ ଦବେେ। ତାଙ୍କର ସବୋ କରିବ। ଏବଂ ତାଙ୍କଠା ରେ ଆସକ୍ତି ହବେ।

ଦିତୀୟ ବିବରଣ 30:6

ତୁମ୍ଭମାନେେ ଯେପରି ଆପଣାର ସମସ୍ତ ପ୍ରାଣ ଓ ସମସ୍ତ ହୃଦଯ ସହିତ ପରମେଶଓରଙ୍କୁ ପ୍ ରମେ କରିବ। ଏଥିପାଇଁ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭର ହୃଦଯ ଓ ତକ୍ସ୍ଟମ୍ଭ ବଂଶର ହୃଦଯ ସକ୍ସ୍ଟନ୍ନତ କରିବେ। ତହିଁରେ ତୁମ୍ଭେ ବଞ୍ଚିବ।

ଦିତୀୟ ବିବରଣ 30:10

କକ୍ସ୍ଟନ୍ତକ୍ସ୍ଟ ତୁମ୍ଭମାନେେ ସଦାପ୍ରଭୁଙ୍କ ବ୍ଯବସ୍ଥା ପୁସ୍ତକର ସମସ୍ତ ନିଯମ ବିଧି ମାନି ଚଳିବାକକ୍ସ୍ଟ ପଡିବ। ତୁମ୍ଭେ ଆପଣା ସମସ୍ତ ହୃଦଯ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କ ନିକଟକକ୍ସ୍ଟ ଯବେେ ଫରେିଆସ।

ଯିହୋଶୂୟ 22:5

କିନ୍ତୁ ମନରେଖ-ସର୍ବଦା ମାଶାେ ଦଇେଥିବା ନିଯମକକ୍ସ୍ଟ ନିଶ୍ଚଯ ପାଳନ କରିବ। ତୁମ୍ଭମାନେେ ନିଶ୍ଚିତ ଭାବରେ ସଦାପ୍ରଭୁ ପରମେଶଓରଙ୍କୁ ପ୍ ରମେ କରିବ। ଏବଂ ତାଙ୍କ ଆଦେଶ ସର୍ବଦା ମାନି ଚଳିବ। ତୁମ୍ଭମାନେେ ନିଶ୍ଚିତ ଭାବରେ ତାହା ମନପ୍ରାଣ ଦଇେ ପାଳନ କରିବ।

ଦିତୀୟ ରାଜାବଳୀ 23:25

ଯୋଶିୟଯ ଯେପରି ସର୍ବାନ୍ତଃକରଣ ରେ, ସମସ୍ତ ପ୍ରାଣ ଓ ସମସ୍ତ ଶକ୍ତି ଦ୍ବାରା ସଦାପ୍ରଭୁଙ୍କ ପ୍ରତି ଅନୁରକ୍ତ ହେଲେ। ଯୋଶିୟଯଙ୍କ ପରି ମାଶାଙ୍କେ ବ୍ଯବସ୍ଥା ପାଳନ କରିବାର କୌଣସି ରାଜା ନଥିଲେ। ଏପରି କୌଣସି ରାଜା ତାଙ୍କ ପୂର୍ବରୁ ନଥିଲେ ଓ ତାଙ୍କ ପରେ କହେି ସପରେି ହେଲେ ନାହିଁ।

ଦିତୀୟ ବଂଶାବଳୀ 15:12

ସମାନେେ ସମାନଙ୍କେର ସମସ୍ତ ହୃଦଯ ଓ ସମସ୍ତ ଆତ୍ମା ସହିତ ସଦାପ୍ରଭୁ ପରମେଶ୍ବରଙ୍କର ସବୋ କରିବେ ବୋଲି ଏକ ଚୁକ୍ତି କଲେ। ସମାନଙ୍କେର ପୂର୍ବପୁରୁଷମାନେ ସହେି ପରମେଶ୍ବରଙ୍କର ହିଁ ସବୋ ଆରାଧନା କରୁଥିଲେ।

ଦିତୀୟ ବଂଶାବଳୀ 34:31

ଏହାପରେ ରାଜା ତାଙ୍କ ସ୍ଥାନ ରେ ଉଠି ଛିଡ଼ା ହେଲେ ଓ ସେ ସଦାପ୍ରଭୁଙ୍କ ସହିତ ଗୋଟିଏ ନିଯମ କଲେ। ସେ ସଦାପ୍ରଭୁଙ୍କ ଅନୁଗମନ କରିବା ଓ ସଦାପ୍ରଭୁଙ୍କ ଆଦେଶ, ନିଯମ ଓ ନୀତିକୁ ମାନିବା ପାଇଁ ସମସ୍ତ ହୃଦଯ ଓ ଆତ୍ମାର ସହିତ ପୁସ୍ତକରେ ଥିବା ନିଯମର ବାକ୍ଯକୁ ମାନିବା ନିମନ୍ତେ ସମ୍ମତ ହେଲେ।

ଗୀତସଂହିତା 31:24

ସାହସୀ ହୁଅ, ତା ହେଲେ ପରମେଶ୍ବର ତୁମ୍ଭକୁ ଶକ୍ତିଶାଳୀ କରିବେ। ହେ ଲୋକମାନେ ଯେଉଁମାନେ ସଦାପ୍ରଭୁଙ୍କ ସାହାୟ୍ଯ ପାଇଁ ଅପେକ୍ଷା କରିଛ।

ମାଥିଉଲିଖିତ ସୁସମାଚାର 10:37

ଯେଉଁ ଲୋକ ମାେ ଅପେକ୍ଷା ତା ବାପା ମାଆଙ୍କୁ ଅଧ୍କ ଭଲ ପାଏ, ତବେେ ସେ ମାରେ ଅନୁଗାମୀ ହବୋର ଯୋଗ୍ଯ ନୁହେଁ। ଯେଉଁ ଲୋକ ମାେ ଅପେକ୍ଷା ତା ପୁଅ ଓ ଝିଅଙ୍କୁ ଅଧିକ ଭଲ ପାଏ, ସେ ମାରେ ଅନୁଗାମୀ ହବୋର ଯୋଗ୍ଯ ନୁହେଁ।

ମାଥିଉଲିଖିତ ସୁସମାଚାର 22:37

ଯୀଶୁ କହିଲେ, ତୁମ୍ଭେ ସମ୍ପୂର୍ଣ୍ଣ ହୃଦୟ, ସମ୍ପୂର୍ଣ୍ଣ ଆତ୍ମା ଓ ସମ୍ପୂର୍ଣ୍ଣ ମନ ଦଇେ ପ୍ରଭୁ ତୁମ୍ଭର ପରମେଶ୍ବରଙ୍କୁ ପ୍ ରମେ କରିବ।'

ମାର୍କଲିଖିତ ସୁସମାଚାର 12:30

ସମସ୍ତ ହୃଦୟ ରେ ସମସ୍ତ ଆତ୍ମା ରେ, ସମସ୍ତ ମନ ରେ ଓ ସମସ୍ତ ଶକ୍ତି ରେ ତୁମ୍ଭେ ଆପଣା ପ୍ରଭୁ ପରମେଶ୍ବରଙ୍କୁ ପ୍ ରମେ କର।'

ମାର୍କଲିଖିତ ସୁସମାଚାର 12:33

ପ୍ରକୃତ ରେ ଜଣେ ଲୋକକୁ ସମସ୍ତ ହୃଦୟ, ସମସ୍ତ ମନ ଓ ସମସ୍ତ ଶକ୍ତି ଦଇେ ପରମେଶ୍ବରଙ୍କୁ ପ୍ ରମେ କରିବାକୁ ହବେ। ସେ ଯେପରି ନିଜକୁ ଭଲ ପାଏ, ତାକୁ ଅନ୍ୟକୁ ମଧ୍ଯ ସପରେି ଭଲ ପାଇବାକୁ ହବେ। ଆମ୍ଭେ ପରମେଶ୍ବରଙ୍କୁ ଯେତେ ପଶୁ ବଳି ଓ ଉତ୍ସର୍ଗ ଦାନ ଅର୍ପଣ କରୁ, ସହେି ଗୁଡିକଠାରୁ ଏହି ଦୁଇଟି ଆଦେଶ ଅଧିକ ମହତ୍ବପୂର୍ଣ୍ଣ।

ଲୂକଲିଖିତ ସୁସମାଚାର 10:27

ସେ ଉତ୍ତର ଦେଲେ, 'ତୁମ୍ଭେ ନିଜର ସମସ୍ତ ହୃଦୟ, ସମସ୍ତ ଆତ୍ମା, ସମସ୍ତ ଶକ୍ତି ଓ ସମସ୍ତ ମନ ଦଇେ ତୁମ୍ଭର ପ୍ରଭୁ ପରମେଶ୍ବରଙ୍କୁ ପ୍ ରମେ କର' ଏବଂ, 'ତୁମ୍ଭେ ନିଜକୁ ପ୍ ରମେ କରିଲା ଭଳି ଅନ୍ୟମାନଙ୍କୁ ପ୍ ରମେ କର।'

ଯୋହନଲିଖିତ ସୁସମାଚାର 14:20

ତୁମ୍ଭେ ସଦେିନ ଜାଣିବ ଯେ, ମୁଁ ପରମପିତାଙ୍କଠା ରେ ରହିଛି। ତୁମ୍ବେ ଜାଣିବ ଯେ, ତୁମ୍ଭେ ମାେ'ଠା ରେ ଓ ମୁଁ ତୁମ୍ଭଠା ରେ ଅଛି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 5:14

ଯଦି ଆମ୍ଭେ ଠିକ୍ ମନ ରେ ଅଛୁ ତାହା ତୁମ୍ଭମାନଙ୍କ ପାଇଁ। ଖ୍ରୀଷ୍ଟଙ୍କ ପ୍ ରମେ ଆମ୍ଭକୁ ନିୟନ୍ତ୍ରିତ କରେ। କାରଣ ଆମ୍ଭେ ଜାଣୁ ଯେ ଜଣେ ସମସ୍ତଙ୍କ ପାଇଁ ମରିଛନ୍ତି। ସେଥିପାଇଁ ସମସ୍ତେ ମରିଛନ୍ତି।

ଯୋହନଙ୍କ ପ୍ରଥମ ପତ୍ର 5:3

କାରଣ ପରମେଶ୍ବରଙ୍କୁ ପ୍ ରମେ କରିବାର ଅର୍ଥ, ତାହାଙ୍କ ଆଜ୍ଞା ପାଳନ କରିବା। ଆଉ ତାହାଙ୍କ ଆଜ୍ଞା ସବୁ ଅତିଶୟ କଠିନ ନୁହେଁ।

Interlinear

Choose Theme