Home Bibles ଦିତୀୟ ବିବରଣ 7:15 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 7:15 · ଓଡ଼ିଆ ବାଇବେଲ

ପକ୍ସ୍ଟଣି ସଦାପ୍ରଭୁ ତକ୍ସ୍ଟମ୍ଭଠାରକ୍ସ୍ଟ ସମସ୍ତ ରୋଗ ଦୂର କରିବେ। ଆଉ ତୁମ୍ଭେ ମିସ୍ରୀଯ ଯେଉଁସବୁ ମନ୍ଦ ବ୍ଯାଧି ଜ୍ଞାତ ଅଟ, ତାହା ସେ ତକ୍ସ୍ଟମ୍ଭ ଉପରେ କରିବେ ନାହିଁ। ମାତ୍ର ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସମାନଙ୍କେ ଉପରେ ତାହା କରିବେ।

Cross references

ଯାତ୍ରା ପୁସ୍ତକ 9:11

ସହେି ବଥ ସକାେଶ ମନ୍ତ୍ରଜ୍ଞମାନେ ମାଶାଙ୍କେ ସମ୍ମୁଖୀନ ହାଇେ ପାରିଲେ ନାହିଁ। ପ୍ରେତ୍ୟକକ ମିଶରବାସୀଙ୍କ ଓ ମନ୍ତ୍ରଜ୍ଞମାନଙ୍କ ଚର୍ମ ବଥରେ ବ୍ଯାପିଗଲା।

ଯାତ୍ରା ପୁସ୍ତକ 15:26

ତା'ପରେ ସେ କହିଲେ, ତୁମ୍ଭେ ଯବେେ ସଦାପ୍ରଭୁ ଆପଣା ପରମେଶ୍ବରଙ୍କ ବାକ୍ଯ ରେ ମନୋୟୋଗ କର ଏବଂ ତାଙ୍କ ଦୃଷ୍ଟି ରେ ଯାହା ଉଚିତ୍ ତାହା କର, ତାଙ୍କର ଆଜ୍ଞା ପାଳନ କର ଏବଂ ତାଙ୍କର ବ୍ଯବସ୍ଥାସବୁ ପାଳନ କର, ତବେେ ମିଶରୀଯମାନେ ଯେଉଁ ସବୁ ରୋଗ ରେ ପିଡୀତ ହେଲେ, ତୁମ୍ଭମାନେେ ସହେି ରୋଗ ରେ ପିଡୀତ ହବେ ନାହିଁ। କାରଣ ମୁଁ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ।

ଲେବୀୟ ପୁସ୍ତକ 26:3

ତୁମ୍ଭେ ଯଦି ତାହା କର, ତବେେ ମାରେ କରୁଣା ଦୃଷ୍ଟି ପାଇବ। ଦରକାର ଅନୁସାରେ ତୁମ୍ଭେ ବୃଷ୍ଟି ପାଇବ। ଆମ୍ଭର ସମସ୍ତ ବ୍ଯବସ୍ଥା ଓ ଆଜ୍ଞା ପାଳନ କର ଓ ମାନି ଚଳ।

ଦିତୀୟ ବିବରଣ 28:27

ସଦାପ୍ରଭୁ ତୁମ୍ଭମାନଙ୍କୁ ମିସ୍ରୀଯ ବଥ, ଅର୍ଶ, ଜାଦକ୍ସ୍ଟ ଓ କକ୍ସ୍ଟଣ୍ତିଆଣି ଦ୍ବାରା ଆଘାତ କରିବେ, ଯେପରି ମିଶରୀଯମାନଙ୍କୁ କରିଥିଲେ। ଏଥିରକ୍ସ୍ଟ ତୁମ୍ଭମାନେେ ଆରୋଗ୍ୟ ହାଇପୋରିବ ନାହିଁ।

ଦିତୀୟ ବିବରଣ 28:60

ତୁମ୍ଭମାନେେ ଦେଖିଛ ମିଶର ବାସୀମାନଙ୍କୁ କିପରି ଭାବରେ ରୋଗବ୍ଯାଧି ବ୍ଯାପି ଥିଲା। ତାହା ତୁମ୍ଭମାନଙ୍କୁ ଭୟଭିତ କରାଇ ଥିଲା। ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ସହେିସବୁ ମନ୍ଦକର୍ମମାନ ଭିଆଇବେ।

ଗୀତସଂହିତା 91:10

ତୁମ୍ଭର କୌଣସି ବିପଦ ଘଟିବ ନାହିଁ। କୌଣସି ଦୁର୍ବିପାକ ତୁମ୍ଭ ଗୃହକୁ ଆସିବ ନାହିଁ।

ଗୀତସଂହିତା 105:36

ଏବଂ ପରମେଶ୍ବର ସମାନଙ୍କେ ଦେଶରେ ସମସ୍ତ ପ୍ରଥମଜାତ ସନ୍ତାନକୁ ହତ୍ଯା କଲେ ଓ ସେ ସମାନଙ୍କେର ଶକ୍ତିର ପ୍ରଥମ ଫଳକୁ ଆଘାତ କଲେ।

Interlinear

Choose Theme