ତୁମ୍ଭମାନଙ୍କର ମନେଥିବ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଫାରୋ ଓ ସମସ୍ତ ମିଶର ପ୍ରତି ଯେଉଁ କର୍ମମାନ କରିଛନ୍ତି।
Cross references
ସଦାପ୍ରଭୁ ମାଶାଙ୍କେୁ କହିଲେ, ମୁଁ ତୁମ୍ଭଙ୍କୁ ଫାରୋଙ୍କ ନିକଟରେ ପରମେଶ୍ବର ତୁଲ୍ଯ କରିଅଛି। ଏବଂ ତୁମ୍ଭର ଭାଇ ହାରୋଣ ତୁମ୍ଭର ଭବିଷ୍ଯଦବକ୍ତା ହବେ।
ବିଦ୍ଯାମୀନ ଗୋଷ୍ଠୀବର୍ଗ ମଧ୍ଯରୁ ରାଫୁର ପୁତ୍ର ପଲ୍ଟି।
ସଦାପ୍ରଭୁ ମାଶାଙ୍କେୁ କହିଲେ, ସେ ରାଜାକୁ ଭୟ କରନାହିଁ, କାରଣ ମୁଁ ତାହାକୁ, ତାହାର ସମସ୍ତ ଲୋକଙ୍କୁ ଓ ତାହାର ଦେଶକୁ ତୁମ୍ଭ ହସ୍ତ ରେ ସର୍ମପଣ କରିବି। ତୁମ୍ଭେ ହିଷବୋନବାସୀ ଇ ମାରେୀଯ ରାଜା ସୀହାନେ ପ୍ରତି ଯେପରି କରିଥିଲ, ତାହା ପ୍ରତି ସହେିପରି କରିବ।
ଦେଖ, ସଦାପ୍ରଭୁ ପରମେଶ୍ବର ତକ୍ସ୍ଟମ୍ଭ ଆଗ ରେ ସହେିଦେଶ ଦଇେଛନ୍ତି। ୟାଅ, ତୁମ୍ଭମାନଙ୍କ ପାଇଁ ତାହା ଅଧିକାର କର। ସଦାପ୍ରଭୁ ତୁମ୍ଭମାନଙ୍କର ପୁର୍ବପୁରୁଷମାନଙ୍କୁ ପରମେଶ୍ବରଙ୍କ ଆଜ୍ଞାନକ୍ସ୍ଟସା ରେ ଏପରି କରିବାକୁ କହିଥିଲେ। ତେଣୁ ତୁମ୍ଭମାନଙ୍କର ଭୟ କି ନାରାଶ ହକ୍ସ୍ଟଅ ନାହିଁ।'
ତେଣୁ ମୁ ତୁମ୍ଭମାନଙ୍କୁ କହିଲି, 'ତ୍ରାସ କର ନାହିଁ କି ଭୟ କର ନାହିଁ।
ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କର ଆଗେଆଗେ ଗମନ କରୁଛନ୍ତି। ସେ ମିଶର ରେ ଯେପରି କରିଥିଲେ, ଏହିଠା ରେ ମଧ୍ଯ ସହେିପରି କରିବେ। ସଦାପ୍ରଭୁ ତୁମ୍ଭମାନଙ୍କ ସପକ୍ଷ ରେ ୟକ୍ସ୍ଟଦ୍ଧ କରିବେ।
ହିଷ୍ବୋନ ରାଜା ସୀହାନଙ୍କେକ୍ସ୍ଟ ଯେପରି କରିଥିଲେ, ସହେିପରି ଏଠା ରେ ଆମ୍ଭେ ସମସ୍ତଙ୍କକ୍ସ୍ଟ ଏପରି କି ସ୍ତ୍ରୀ ଓ ପିଲାମାନଙ୍କୁ ମଧ୍ଯ ବିନାଶ କଲକ୍ସ୍ଟ।
ଅନ୍ୟ ଦେଶୀଯମାନଙ୍କୁ ପରାସ୍ତ କରିବା ପାଇଁ ସଦାପ୍ରଭୁ ତୁମ୍ଭର ସହାୟକ ହବେେ। କିନ୍ତୁ ମୁ ତୁମ୍ଭକୁ ଯାହାସବୁ କହିଛି ତୁମ୍ଭେ ସଗେକ୍ସ୍ଟଡିକ ନିଶ୍ଚଯ କରିବ।
ତୁମ୍ଭେ ଶକ୍ତିଶାଳୀ ଓ ସାହାସୀ ହକ୍ସ୍ଟଅ। ତୁମ୍ଭମାନେେ ସହେି ଲୋକମାନଙ୍କୁ ଭୟ କର ନାହିଁ, କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭମାନଙ୍କ ସହିତ ଅଛନ୍ତି। ସେ ତୁମ୍ଭକୁ ଅକୃତକାର୍ୟ୍ଯ କରିବେ ନାହିଁ କିଅବା ଛାଡିବେ ନାହିଁ।
ଏହାପରେ ସଦାପ୍ରଭୁ ଯିହାଶୂେୟକକ୍ସ୍ଟ କହିଲେ, ଭୟ କର ନାହିଁ। ନିରାଶ ହକ୍ସ୍ଟଅ ନାହିଁ। ତୁମ୍ଭର ସମସ୍ତ ସୈନ୍ଯଙ୍କ ସହିତ ଅଯକକ୍ସ୍ଟ ୟାତ୍ରା କର। ମୁ ତୁମ୍ଭକୁ ସହାୟ ହବେି, ଅଯର ରାଜାଙ୍କକ୍ସ୍ଟ ପରାସ୍ତ କରିବା ପାଇଁ। ମୁ ତୁମ୍ଭକୁ ସହେି ନଗର, ଏହାର ରାଜା ଓ ଏହାର ଲୋକମାନଙ୍କୁ ତୁମ୍ଭକୁ ହସ୍ତାନ୍ତର କରିବି।
ଏହାପରେ ଗିଦ୍ଦିଯୋନ୍ ତାଙ୍କୁ କହିଲେ, ହେ ପ୍ରଭକ୍ସ୍ଟ, ମୁ ପ୍ରତିଜ୍ଞା କରୁଛି, ଯଦି ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗେ ଥାଆନ୍ତି। ତବେେ ଆମ୍ଭମାନଙ୍କ ପ୍ରତି ଏପରି ଘଟିଯାଉଛି କାହିଁକି? ସଦାପ୍ରଭୁ ଆମ୍ଭମାନଙ୍କୁ ମିଶରରକ୍ସ୍ଟ ଉଦ୍ଧାର କରି ନାହାଁନ୍ତି କି? ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଆମ୍ଭମାନଙ୍କ ଆଗ ରେ ସଦାପ୍ରଭୁଙ୍କ ଯେଉଁ ଭୀତିଉତ୍ପାଦକ କାର୍ୟ୍ଯକଥା ବାରମ୍ବାର କହିଥିଲେ, ସେ ସବୁ କାହିଁ? କିନ୍ତୁ ବର୍ତ୍ତମାନ ସଦାପ୍ରଭୁ ଆମ୍ଭମାନଙ୍କୁ ପରିତ୍ଯାଗ କରି ଅଛନ୍ତି। ସେ ଆମ୍ଭମାନଙ୍କୁ ମିଦିଯନୀଯର ହସ୍ତ ରେ ସମର୍ପଣ କର ଅଛନ୍ତି।
ହେ ସଦାପ୍ରଭୁ ତୁମ୍ଭେ ମାରେ ଆ ଲୋକବର୍ତ୍ତିକା ଓ ମାରେ ତ୍ରାଣକର୍ତ୍ତା। ମୁଁ ତାହାଦ୍ବାରା ଭୟଭୀତ ହବେି ନାହିଁ। ସଦାପ୍ରଭୁଙ୍କ ଆଶ୍ରଯସ୍ଥଳ ମାେ ପାଇଁ ସବୁଠାରୁ ନିରାପଦସ୍ଥଳ। ତଣେୁ ମୁଁ କାହାରିକୁ ଭୟ କରିବି ନାହିଁ।
ପରମେଶ୍ବର ଆମ୍ଭମାନଙ୍କର ଆଶ୍ରଯ ଓ ବଳ। ଆମ୍ଭେ ବିପଦ ସମଯରେ ତାଙ୍କର ସାହାୟ୍ଯ ପାଇପାରୁ।
ମୁଁ ସଦାପ୍ରଭୁଙ୍କ କର୍ମସବୁ ମନେ ପକାଏ। ହଁ, ତୁମ୍ଭେ ପୂର୍ବେ କରିଥିବା ଆଶ୍ଚର୍ୟ୍ଯ କର୍ମସବୁ ମୁଁ ମନେ ପପାଏ।
ମୁଁ ତୁମ୍ଭର କର୍ମ ଉପରେ ପ୍ରତିଫଳିତ କରାଏ ଏବଂ କାର୍ୟ୍ଯକୁ ଅନୁଧ୍ଯାନ କରେ।
ସମାନେେ ପରମେଶ୍ବର କରିଥିବା ମହତ କାର୍ୟ୍ଯ ଭୁଲିଗଲେ। ପରମେଶ୍ବର ସମାନଙ୍କେୁ ଦଖାଇେଥିବା ଆଶ୍ଚର୍ୟ୍ଯ କାର୍ୟ୍ଯମାନ ସମାନେେ ଭୁଲିଗଲେ।
ସହେି ଲୋକମାନେ ପରମେଶ୍ବରଙ୍କର ଶକ୍ତିକୁ ଭୁଲିଗଲେ। ସମାନେେ ଭୁଲିଗଲେ ୟେ, ପରମେଶ୍ବର ସମାନଙ୍କେୁ ସମାନଙ୍କେର ଶତ୍ରୁ କବଳରୁ କିପରି ରକ୍ଷା କରିଥିଲେ।