ମାତ୍ର ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତକ୍ସ୍ଟମ୍ଭ ଆଗ ରେ ସମାନଙ୍କେୁ ସମର୍ପଣ କରିବେ ଓ ସମାନେେ ବିନଷ୍ଟ ନ ହବୋୟାଏ ସମାନଙ୍କେୁ ମହାବ୍ଯାକକ୍ସ୍ଟଳତା ରେ ବ୍ଯାକକ୍ସ୍ଟଳ କରିବେ।
Cross references
ସଦାପ୍ରଭୁଙ୍କର ହସ୍ତ ସମାନଙ୍କେ ବିପକ୍ଷ ରେ ସମସ୍ତ ଲୋକମାନଙ୍କୁ ଧ୍ବଂଶ କରିବା ପର୍ୟ୍ଯନ୍ତ ଥିଲା।
ସଦାପ୍ରଭୁ ତୁମ୍ଭମାନଙ୍କ ଆଗ ରେ ଅନ୍ୟ ଦେଶକକ୍ସ୍ଟ ଧ୍ବଂସ କରିଛନ୍ତି। କିନ୍ତୁ ତୁମ୍ଭମାନେେ ଯଦି ଅନ୍ୟ ଦବେତାଗଣଙ୍କକ୍ସ୍ଟ ମାନ, ତବେେ ଅନ୍ୟ ଲୋକମାନଙ୍କ ପରି ସେ ତୁମ୍ଭମାନଙ୍କୁ ଧ୍ବଂସ କରିବେ। କାରଣ ତୁମ୍ଭମାନେେ ତାଙ୍କର ଆଜ୍ଞା ମାନିଲ ନାହିଁ।
ଏଣୁ ଆଜି ଏହା ଜ୍ଞାତ ହକ୍ସ୍ଟଅ, ଯେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ସ୍ବଯଂ ଗ୍ରାସକାରୀ ଅଗ୍ନିସକ୍ସ୍ଟରୂପ ହାଇେ ତକ୍ସ୍ଟମ୍ଭ ଆଗେ ଆଗେ ଗମନ କରୁଅଛନ୍ତି। ସମାନଙ୍କେୁ ସଂହାର କରିବେ ଓ ସମାନଙ୍କେୁ ତୁମ୍ଭମାନଙ୍କ ସମ୍ମକ୍ସ୍ଟଖ ରେ ନତ କରିବେ। ତହିଁରେ ତକ୍ସ୍ଟମ୍ଭ ପ୍ରତି ସଦାପ୍ରଭୁଙ୍କ ବାକ୍ଯ ଅନକ୍ସ୍ଟସା ରେ ତୁମ୍ଭେ ସମାନଙ୍କେୁ ତଡି ଦବେ ଓ ସମାନଙ୍କେୁ ଶିଘ୍ର ବିନାଶ କରିବ।
ଅନ୍ୟ ଦେଶୀଯମାନଙ୍କୁ ପରାସ୍ତ କରିବା ପାଇଁ ସଦାପ୍ରଭୁ ତୁମ୍ଭର ସହାୟକ ହବେେ। କିନ୍ତୁ ମୁ ତୁମ୍ଭକୁ ଯାହାସବୁ କହିଛି ତୁମ୍ଭେ ସଗେକ୍ସ୍ଟଡିକ ନିଶ୍ଚଯ କରିବ।
ସଦାପ୍ରଭୁ ସୈନ୍ଯବାହୀନିକକ୍ସ୍ଟ ଦ୍ବନ୍ଦ ରେ ପକାଇଲେ, ଯେତବେେଳେ ଇଶ୍ରାୟେଲୀୟମାନେ ସମାନଙ୍କେୁ ଆକ୍ରମଣ କଲେ। ତେଣୁ ଇଶ୍ରାୟେଲୀୟମାନେ ସମାନଙ୍କେ ଉପରେ ବିଜଯ ଲାଭ କଲେ। ଇଶ୍ରାୟେଲୀୟମାନେ ଗିବିଯୋନଠାରକ୍ସ୍ଟ ଆକ୍ରମଣ କରି ବୈଥୋରୋଣ ପର୍ୟ୍ଯନ୍ତ ଗୋଡ଼ାଇଲେ, ଆଉ ଅ ସକୋ ଓ ମକ୍କଦୋ ପର୍ୟ୍ଯନ୍ତ ରାସ୍ତା ରେ ସମାନଙ୍କେୁ ପରାସ୍ତ କଲେ।
ସଦାପ୍ରଭୁଙ୍କର ସ୍ବତନ୍ତ୍ର ଦିବସ ନିକଟବର୍ତ୍ତୀ। ତେଣୁ ନିଜେ ନିଜେ କ୍ରନ୍ଦନ କର ଓ ଦୁଃଖିତ ହୁଅ। ଏବଂ ସମୟ ଆସିବ ଯେତବେେଳେ ଶତ୍ରୁ ତୁମ୍ଭର ଧନକୁ ଲୁଣ୍ଠନ କରିବେ। ପରମେଶ୍ବର ସର୍ବଶକ୍ତିମାନ ଏହା ଘଟିବାକୁ ଦବେେ।
ଯେଉଁମାନେ ମାେତେ ଆଘାତ କରନ୍ତି, ସମାନେେ ଲଜ୍ଜିତ ହୁଅନ୍ତୁ। ମାତ୍ର ମାେତେ ଲଜ୍ଜିତ ହବୋକୁ ଦିଅ ନାହିଁ। ସମାନେେ ନିରାଶ ହୁଅନ୍ତୁ, ମାତ୍ର ମାେତେ ନିରାଶ ହବୋକୁ ଦିଅ ନାହିଁ। ସମାନେେ ନିରାଶ ହବୋକୁ ଦିଅ ନାହିଁ। ସମାନଙ୍କେ ଉପ ରେ ଅମଙ୍ଗଳର ଦିନ ଆଣ ଓ ଦ୍ବିଗୁଣ ବିନାଶ ରେ ସମାନଙ୍କେୁ ବିନାଶ କର।
ଦୁଃଖ କର, କାରଣ ସଦାପ୍ରଭୁଙ୍କ ସମୟ ଅତି ନିକଟ। ସହେି ସମୟରେ ସର୍ବଶକ୍ତିମାନ ପରମେଶ୍ବରଙ୍କ ନିକଟରୁ ଦଣ୍ତ ପ୍ରଳଯ ତୁଲ୍ଯ ଆସିବ।
ସହେି ଲୋକମାନେ ଅନନ୍ତ ବିନାଶ ଦ୍ବାରା ଦଣ୍ଡିତ ହବେେ। ସମାନଙ୍କେୁ ପ୍ରଭୁଙ୍କ ସହିତ ରହିବାକୁ ଦିଆୟିବ ନାହିଁ। ପ୍ରଭୁଙ୍କର ମହାନଶକ୍ତିଠାରୁ ସମାନଙ୍କେୁ ଦୂର ରେ ରଖାୟିବ।