ଯେତବେେଳେ ଏପରି ହବେ ସାବଧାନ, ଗର୍ବ କରିବ ନାହିଁ। ଏକଥା ଭକ୍ସ୍ଟଲ ନାହିଁ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ମିଶରରକ୍ସ୍ଟ ତୁମ୍ଭମାନଙ୍କୁ ଦାସତ୍ବରକ୍ସ୍ଟ ମକ୍ସ୍ଟକ୍ତ କରିଛନ୍ତି ଓ ମିଶରରକ୍ସ୍ଟ ବାହାର କରି ଆଣିଛନ୍ତି।
Cross references
ମାଶାେ ଲୋକମାନଙ୍କୁ କହିଲେ, ଏହି ଦିବସକୁ ମନେ ରଖ, ତୁମ୍ଭମାନେେ ମିଶର ରେ ଦାସ ଥିଲ, ସଦାପ୍ରଭୁଙ୍କର ମହାନ୍ ଶକ୍ତି ତୁମ୍ଭମାନଙ୍କୁ ଏହି ଦିନ ମୁକ୍ତ କରିଥିଲା। ତେଣୁ ତୁମ୍ଭମାନେେ ତାଡିଶୂନ୍ଯ ରୋଟୀ ଭକ୍ଷଣ କରିବ।
ଯେ ଦାସ୍ଯଗୃହ ସ୍ବରୂପ ମିଶର ଦେଶରକ୍ସ୍ଟ ତୁମ୍ଭକୁ ଦାସରକ୍ସ୍ଟ ମକ୍ସ୍ଟକ୍ତ କଲେ। ଆମ୍ଭେ ସହେି ସଦାପ୍ରଭୁ ତୁମ୍ଭର ପରମେଶ୍ବର ଅଟକ୍ସ୍ଟ।
ଉତ୍ତମ ସାମଗ୍ରି ରେ ପରିପୂର୍ଣ ଗୃହସବୁ ଯାହା ତୁମ୍ଭେ ପୂର୍ଣ କରିନାହିଁ, କୂଅସବୁ ଯାହା ତୁମ୍ଭେ ଖାେଳିଲ ନାହିଁ, ଦ୍ରାକ୍ଷାକ୍ଷେତ୍ର ଓ ଜିତବୃକ୍ଷ ଯାହାକକ୍ସ୍ଟ ତୁମ୍ଭମାନେେ ରୋପଣ କଲ ନାହିଁ, ସଗେକ୍ସ୍ଟଡିକ ତୁମ୍ଭମାନେେ ଭୋଗକରି ତୃଲ୍ଗ ହବେ।
ସାବଧାନ, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶଓରଙ୍କୁ ଭକ୍ସ୍ଟଲ ନାହିଁ। ସାବଧାନତା ସହକା ରେ ତାହାଙ୍କ ନିର୍ଦ୍ଦେଶମାନ ତାଙ୍କର ବିଧି ପାଳନ କର , ମୁ ତୁମ୍ଭମାନଙ୍କୁ ଆଜି ଯେଉଁସବୁ ଆଜ୍ଞା, ବିଧି ଓ ଶାସନ ଆଜ୍ଞା କରୁଅଛି।
ଧରାଯାଉ ତୁମ୍ଭମାନଙ୍କର ନିଜ ଲୋକ, ଏପରିକି ତୁମ୍ଭର ନିଜ ଭାଇ, ତୁମ୍ଭର ପକ୍ସ୍ଟତ୍ର ବା କନ୍ଯା, ତୁମ୍ଭର ସ୍ତ୍ରୀ କିଅବା ଅନ୍ତରଙ୍ଗ ବନ୍ଧକ୍ସ୍ଟ ଏହା କହି ତୁମ୍ଭକୁ ପ୍ରଲୋଭିତ କରିବାକୁ ଚୋଷ୍ଟାକରେ, 'ଗ୍ଭଲ ଅନ୍ୟ ଦବଗେଣଙ୍କର ପୂଜା କରିବା।' ଯେଉଁ ଦବେତାଗଣଙ୍କକ୍ସ୍ଟ ତୁମ୍ଭମାନେେ କିଅବା ତୁମ୍ଭମାନଙ୍କର ପୂର୍ବପୁରୁଷ ଜାଣି ନାହାଁନ୍ତି।
ତାଙ୍କର ହୃଦଯ ଅହଙ୍କାରି ହବୋ ଉଚିତ୍ ନକ୍ସ୍ଟହଁ। ସେ ନିଯମରକ୍ସ୍ଟ ବିମକ୍ସ୍ଟଖ ହବୋ ଉଚିତ୍ ନକ୍ସ୍ଟହଁ। ନିଯମକକ୍ସ୍ଟ ଠିକ୍ ଭାବରେ ସେ ପାଳନ କରିବା ଉଚିତ୍। ତବେେ ସେ ଓ ତା'ର ଭବିଷ୍ଯତ ବଂଶଧରମାନେ ଇଶ୍ରାୟେଲ ରେ ବହକ୍ସ୍ଟଦିନ ଧରି ରାଜତ୍ବ କରିବେ।
ସଦାପ୍ରଭୁଙ୍କ ଦୃଷ୍ଟି ରେ ଇଶ୍ରାୟେଲିର ଲୋକମାନେ ସବୁ ପ୍ରକାର କର୍ମ ରେ ରତ ଥିଲେ। ଯାହାସବୁ ସଦାପ୍ରଭୁଙ୍କ ଚକ୍ଷକ୍ସ୍ଟ ରେ ପାପ ଥିଲା। ଏବଂ ବାଲ୍ ଦେଶର ଦବେତାଗଣଙ୍କର ପୂଜା କଲେ ଏବଂ ଆଶରୋ ଏବଂ ସଦାପ୍ରଭୁଙ୍କ ବିଷଯସବୁ ପାଶୋରି ଗଲେ।
ଏହା ସତ୍ଯ ତୁମ୍ଭେ ଇଦୋମ ଅଧିକାର କରିଛ। ସେଥିପାଇଁ ତୁମ୍ଭେ ଗର୍ବିତ କାରଣ ତୁମ୍ଭେ ଇଦୋମ ଜଯ କରିଛ। ସହେି ଗୌରବ ନଇେ ସନ୍ତୁଷ୍ଟ ହାଇେ ରୁହ। ଆଉ ନିଜ ଉପରେ କ୍ଲେଶ ଆଣ ନାହିଁ। ଯଦି ତୁମ୍ଭେ ଏହା କର, ତୁମ୍ଭେ ଯିହୁଦାର ସହିତ ପତନ ହବେ।
ମୁଁ ତୁମ୍ଭମାନଙ୍କ ସହିତ ଯେଉଁ ଚୁକ୍ତି କରିଥିଲି, ତୁମ୍ଭମାନେେ ପାଶୋରିବା ଉଚିତ୍ ନୁହଁ। ଅନ୍ୟ ଦବେତାମାନଙ୍କୁ ତୁମ୍ଭମାନେେ ଭୟ କିମ୍ବା ସମ୍ମାନ କରିବା ଉଚିତ୍ ନୁହଁ।
କିନ୍ତୁ ଉଷିୟ ଯେତବେେଳେ ଶକ୍ତିଶାଳୀ ହାଇେ ଉଠିଲେ, ତାଙ୍କର ଗର୍ବ ତାଙ୍କର ବିନାଶର କାରଣ ହେଲା। ସେ ତାଙ୍କର ସଦାପ୍ରଭୁ ପରମେଶ୍ବରଙ୍କ ପ୍ରତି ବିଶ୍ବସ୍ତ ହାଇେ ରହିଲେ ନାହିଁ। ସେ ସୁଗନ୍ଧିଧୂପର ବଦେୀ ଉପରେ ସୁଗନ୍ଧିଧୂପ ଜ୍ବଳାଇବା ନିମନ୍ତେ ସଦାପ୍ରଭୁଙ୍କ ମନ୍ଦିରକୁ ଗଲେ।
କିନ୍ତୁ ହିଜକିଯଙ୍କ ହୃଦଯ ଗର୍ବୀ ଥିଲା, ତେଣୁ ସେ ପରମେଶ୍ବରଙ୍କ ମହାଦୟା ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ ନାହିଁ। ଏଥି ନିମନ୍ତେ ପରମେଶ୍ବର ହିଜକିଯ ଓ ଯିହୁଦା ଏବଂ ୟିରୁଶାଲମର ଲୋକଙ୍କ ପ୍ରତି କୋର୍ଧ କଲେ।
ପରମେଶ୍ବର ଆମ୍ଭ ପୂର୍ବପୁରୁଷଗଣକୁ ରକ୍ଷା କଲେ କିନ୍ତୁ ସମାନେେ ତାଙ୍କ ବିଷଯରେ ସମ୍ପୂର୍ଣ୍ଣ ଭୁଲିଗଲେ। ସେ ସମାନଙ୍କେ ପାଇଁ ମିଶରରେ କରିଥିବା ଆଶ୍ଚର୍ୟ୍ଯ କାର୍ୟ୍ଯମାନ ସମାନେେ ଭୁଲିଗଲେ।