ସଦାପ୍ରଭୁ ତୁମ୍ଭମାନଙ୍କ ଆଗ ରେ ଅନ୍ୟ ଦେଶକକ୍ସ୍ଟ ଧ୍ବଂସ କରିଛନ୍ତି। କିନ୍ତୁ ତୁମ୍ଭମାନେେ ଯଦି ଅନ୍ୟ ଦବେତାଗଣଙ୍କକ୍ସ୍ଟ ମାନ, ତବେେ ଅନ୍ୟ ଲୋକମାନଙ୍କ ପରି ସେ ତୁମ୍ଭମାନଙ୍କୁ ଧ୍ବଂସ କରିବେ। କାରଣ ତୁମ୍ଭମାନେେ ତାଙ୍କର ଆଜ୍ଞା ମାନିଲ ନାହିଁ।
Cross references
ଏହା ହେଲାପରେ ଯଦି ତୁମ୍ଭମାନେେ ଆମ୍ଭ କଥା ଶୁଣିବ ନାହିଁ ଓ ଆମ୍ଭର ପ୍ରତିକୂଳାଚରଣ କରିବ।
ପୁଣି ତୁମ୍ଭମାନଙ୍କ ମଧିଅରେ ଯେଉଁମାନେ ଅବଶିଷ୍ଟ ରହିବେ, ସମାନେେ ଦୁଃଖ ଭୋଗିବେ ଏବଂ ଶତୃର ଦେଶରୁ ଉଚ୍ଛଦେ ହବେେ ନିଜ ଅପରାଧ ଯୋଗୁଁ ଓ ଆପଣା ପୂର୍ବପୁରୁଷ ମାନଙ୍କର ଅପରାଧ ହତେୁ ସମାନେେ କଷ୍ଟ ଭୋଗ କରିବନୋହିଁା
ତୁମ୍ଭମାନେେ ନିଶ୍ଚିତ ଭାବରେ ସଦାପ୍ରଭୁ ତୁମ୍ଭର ପରମେଶଓରଙ୍କୁ ଅନକ୍ସ୍ଟସରଣ କରିବ। ତୁମ୍ଭମାନେେ ଆଜି ପର୍ୟ୍ଯନ୍ତ ଯେପରି କରି ଆସକ୍ସ୍ଟଅଛ।
କିନ୍ତୁ ଲୋକମାନେ ପରମେଶ୍ବରଙ୍କ ଦୂତମାନଙ୍କୁ ପରିହାସ କଲେ। ସମାନେେ ପରମେଶ୍ବରଙ୍କ ବାର୍ତ୍ତାକୁ ଘୃଣା କଲେ। ସମାନେେ ପରମେଶ୍ବରଙ୍କର ଭବିଷ୍ଯତ୍ବକ୍ତାଙ୍କୁ ଏପରି ପରିହାସ କଲେ, ଯେପର୍ୟ୍ଯନ୍ତ ପରମେଶ୍ବର ତାହାଙ୍କ ଲୋକମାନଙ୍କ ପ୍ରତି କୋରଧ କରି ନାହାନ୍ତି। ତାକୁ ପ୍ରଶମିତ କରିବା ନିମନ୍ତେ କୌଣସି ବିଷଯ ନ ଥିଲା।
ମାତ୍ର ସମାନେେ ଆମ୍ଭ କଥା ଶୁଣିଲେ ନାହିଁ କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ। ସମାନେେ ଅବାଧ୍ଯ ହାଇେ ତାଙ୍କର ପୂର୍ବପୁରୁଷଗଣଙ୍କ ଅପେକ୍ଷା ଅଧିକ ଦୁରାଚାରୀ ହେଲେ।
ସେତବେେଳେ ମୃତବ୍ଯକ୍ତିଙ୍କ ଶବଗୁଡ଼ିକ ଆକାଶର ପକ୍ଷୀମାନଙ୍କର ଓ ଭୂଚର ପଶୁମାନଙ୍କର ଖାଦ୍ୟ ହବେ। ସମାନଙ୍କେୁ ତଡ଼ିବାକୁ କହେି ଲୋକ ଜୀବିତ ରହିବେ ନାହିଁ।
ଆଉ ସମଗ୍ର ଇଶ୍ରାୟେଲ ତୁମ୍ଭରବ୍ଯବସ୍ଥା ଲଙ୍ଘନ କରିଅଛନ୍ତି। ସମାନେେ ତୁମ୍ଭ ପ୍ରତି ବିମୁଖ ହାଇେଅଛନ୍ତି। ଏହି କାରଣରୁ ଅଭିଶାପ ଓ ପରମେଶ୍ବରଙ୍କ ସବେକ ମାଶାଙ୍କେ ବ୍ଯବସ୍ଥା ରେ ଲିଖିତ ପ୍ରତିଜ୍ଞା ଆମ୍ଭମାନଙ୍କ ଉପ ରେ ଢଳା ୟାଇଅଛି। କାରଣ ଆମ୍ଭମାନେେ ତାଙ୍କ ବିରୁଦ୍ଧ ରେ ପାପ କରିଅଛୁ।