Home Bibles ଦିତୀୟ ବିବରଣ 8:9 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 8:9 · ଓଡ଼ିଆ ବାଇବେଲ

ସଠାେରେ ତୁମ୍ଭମାନେେ ପ୍ରଚକ୍ସ୍ଟର ପରିମାଣର ଖାଦ୍ୟ ପାଇବ। ସଠାେରେ ତୁମ୍ଭମାନଙ୍କର ଆବଶ୍ଯକ ଦ୍ରବ୍ଯମାନ ଉପଲବ୍ଧ ହବେ। ସହେି ଦେଶର ପଥର ଲକ୍ସ୍ଟଟା ଅଟେ, ତୁମ୍ଭମାନେେ ସଠାେକାର ପର୍ବତରକ୍ସ୍ଟ ପିତ୍ତଳ ଖୋଳି ପାରିବ।

Cross references

ଦିତୀୟ ବିବରଣ 33:25

ତକ୍ସ୍ଟମ୍ଭ ନଗର ଫାଟକର ଅର୍ଗଳ ଲୌହର ଓ ପିତ୍ତଳର ହବେ। ତୁମ୍ଭର ଜୀବନକାଳ ମଧିଅରେ ତୁମ୍ଭେ ଶକ୍ତିଶାଳୀ ହବେ।

ଯିହୋଶୂୟ 22:8

ସେ କହିଲେ, ତୁମ୍ଭମାନେେ, ତୁମ୍ଭମାନଙ୍କର ବହକ୍ସ୍ଟତ ଧନ ସଐଦ ଓ ପଶକ୍ସ୍ଟଗଣ ସହିତ ଘରକକ୍ସ୍ଟ ୟାଅ। ତୁମ୍ଭମାନଙ୍କର ବହକ୍ସ୍ଟତ ଦାମି ସକ୍ସ୍ଟନାରୂପା ଅଳଙ୍କାର ଇତ୍ଯାଦି ଅଛି। ତୁମ୍ଭମାନଙ୍କର ବହକ୍ସ୍ଟତ ସକ୍ସ୍ଟନ୍ଦର ପୋଷାକ ମଧ୍ଯ ଅଛି। ଯେଉଁଗକ୍ସ୍ଟଡାକ କି ତୁମ୍ଭମାନେେ ତକ୍ସ୍ଟମ୍ଭ ଶତୃମାନଙ୍କଠାରକ୍ସ୍ଟ ଛଡାଇ ଆଣିଲେ। ଗୃହକକ୍ସ୍ଟ ଫରେିୟାଅ ଏବଂ ସଗେକ୍ସ୍ଟଡିକ ତୁମ୍ଭର ନିଜ ନିଜ ଭାତୃଗଣଙ୍କ ମଧିଅରେ ବାଣ୍ଟି ଦିଅ।

ବିଚାରକର୍ତାମାନଙ୍କ ବିବରଣ 18:10

ତୁମ୍ଭମାନେେ ଗଲେ ନିର୍ଭୟ ରେ ଥିବା ଲୋକମାନଙ୍କୁ ପାଇବ ଓ ଦେଶ ଅତି ବିସ୍ତୃତ, ପରମେଶ୍ବର ତାହା ତୁମ୍ଭମାନଙ୍କ ହସ୍ତ ରେ ସମର୍ପଣ କରିଅଛନ୍ତି। ସେ ସ୍ଥାନ ରେ ପୃଥିବୀସ୍ଥ କୌଣସି କଥାର ଅଭାବ ନାହିଁ।

ପ୍ରଥମ ବଂଶାବଳୀ 22:3

ପ୍ରବେଶ ଦ୍ବାରର କବାଟ ନିମନ୍ତେ କଣ୍ଟା ଓ କବଜା ନିର୍ମାଣ କରିବା ନିମନ୍ତେ ଦାଉଦ ଲୁହା ସଂଗ୍ରହ କଲେ ଏବଂ ସେ ଏତେ ପରିମାଣର ପିତ୍ତଳ ପ୍ରସ୍ତୁତ କଲେ ଯେ, ତାହାକୁ ମପାୟାଇ ପାରିଲା ନାହିଁ।

ପ୍ରଥମ ବଂଶାବଳୀ 22:14

ଶଲୋମନ, ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ କଠିନ ପରିଶ୍ରମ କରି ଯୋଜନାମାନ ତିଆରି କରିଛି। ମୁଁ ଏକ ଲକ୍ଷ ତାଳନ୍ତ ସ୍ବର୍ଣ୍ଣ ଦଇେଅଛି, ଏବଂ ମୁଁ ଦଶ ଲକ୍ଷ ତାଳନ୍ତ ରୂପା ଦଇେଅଛି। ମୁଁ ଏତେ ପରିମାଣ ରେ ପିତ୍ତଳ ଓ ଲୁହା ଦଇେଅଛି ଯେ, ତାହା ତୌଲ କରାୟାଇ ନ ପା ରେ। ମୁଁ କାଠ ଓ ପ୍ରସ୍ତର ମଧ୍ଯ ଦଇେଅଛି। ଶଲୋମନ, ତୁମ୍ଭେ ସେଥି ରେ ଆହୁରି ୟୋଗ କରିପାର।

ଆୟୁବ ପୁସ୍ତକ 28:2

ଲୋକେ ଲୁହା ପାଇଁ ଭୂମି ଖୋଳନ୍ତି। ପଥର ତରଳାଇ ତମ୍ବା ବାହାର କରାୟାଏ।

Interlinear

Choose Theme