ତୁମ୍ଭମାନେେ ତବିଯରୋ ରେ ଓ ମଃସା ରେ ଓ କିବ୍ରୋତ୍ହତ୍ତାବା ରେ ସଦାପ୍ରଭୁଙ୍କୁ କୋରଧ କରାଇଲ।
Cross references
ତେଣୁ ଲୋକମାନେ ମାଶାଙ୍କେ ନିକଟକୁ ଗଲେ ଓ ଅଭିଯୋଗ କଲେ। ଆମ୍ଭକୁ ପିଇବାକୁ ପାଣି ଦିଅ।
ମାଶାେ ସହେି ସ୍ଥାନର ନାମ ମଃସା ଏବଂ ମିରୀବା ରଖିଲେ (ପରୀକ୍ଷା ଓ ବିବାଦ)। କାରଣ ସହେି ସ୍ଥାନ ରେ ଲୋକମାନେ ସଦାପ୍ରଭୁଙ୍କର ପରୀକ୍ଷା କରିଥିଲେ ଓ ୟୁକ୍ତି କରିଥିଲେ, ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଅଛନ୍ତି କି ନା?
ତା'ପରେ ଲୋକମାନେ ସଦାପ୍ରଭୁଙ୍କଠା ରେ ଅଭିଯୋଗ କରିବାକୁ ଆରମ୍ଭ କଲେ। ସଦାପ୍ରଭୁ ତାହା ଶୁଣିବାରୁ ତାଙ୍କର କୋରଧ ପ୍ରଜ୍ବଳିତ ହେଲା। ତହିଁରେ ସଦାପ୍ରଭୁଙ୍କର ଅଗ୍ନି ସମାନଙ୍କେ ମଧିଅରେ ପ୍ରଜ୍ବଳିତ ହାଇେ ଛାଉଣୀର ପ୍ରାନ୍ତଭାଗ ଗ୍ରାସ କଲା।
ତେଣୁ ସହେି ସ୍ଥାନର ନାମ ତବିଯରୋ ହେଲା କାରଣ ସଦାପ୍ରଭୁଙ୍କ ଅଗ୍ନି ସମାନଙ୍କେ ମଧିଅରେ ଦହନ କଲା।
ତା'ପରେ ସମାନଙ୍କେ ମଧ୍ଯରୁ ଅସୁବିଧା ସୃଷ୍ଟିକାରୀଗଣଙ୍କର ଉତ୍ତମ ଖାଦ୍ୟ ଖାଇବାକୁ ପ୍ରବଳଇଚ୍ଛା ହେଲା। ଇଶ୍ରାୟେଲର ଲୋକମାନେ ସମାନଙ୍କେ ସହିତ ୟୋଗ ଦେଲେ ଏବଂ ପାଟି କଲେ, କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦବେ?
ତେଣୁ ସହେି ସ୍ଥାନର ନାମ କିବ୍ରୋତ୍-ହତ୍ତାବା ହେଲା। କାରଣ ସମାନେେ ଖାଦ୍ୟ ନିମନ୍ତେ ଲୋଭୀ ଲୋକମାନଙ୍କୁ ସହେି ସ୍ଥାନ ରେ କବର ଦେଲେ।
ମାଶାେ ଲବେୀଙ୍କ ବିଷଯ ରେ ଏହି କଥା କହିଲେ, ଲବେୀ ତୁମ୍ଭର ଅନକ୍ସ୍ଟସରଣକାରୀ ଲୋକ। ସଦାପ୍ରଭୁ, ତୁମ୍ଭର ତକ୍ସ୍ଟମ୍ମୀମ୍ ଓ ଊରୀମ୍ ତକ୍ସ୍ଟମ୍ଭ ଆର୍ମୀକ ପୁରୁଷ ସହିତ ଅଛନ୍ତି। ତୁମ୍ଭେ ମଃସା ରେ ତାହାର ପରୀକ୍ଷା କଲ। ମରୀବାଃ ଜଳ ନିକଟରେ ତୁମ୍ଭେ ତାଙ୍କୁ ବି ରୋଧ କଲ ଏବଂ ତୁମ୍ଭେ ସଠାେରେ ଜାଣିଲ, ଯେ ସେ ତୁମ୍ଭର ଲୋକ।