Home Bibles ଦିତୀୟ ବିବରଣ 9:27 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 9:27 · ଓଡ଼ିଆ ବାଇବେଲ

ଅବ୍ରହାମ, ଇସହାକ୍ ଓ ୟାକକ୍ସ୍ଟବ ତୁମ୍ଭର ଏହି ଦାସମାନଙ୍କୁ ସ୍ମରଣ କର। ଏହି ଲୋକମାନଙ୍କର ଅବାଧ୍ଯତା ପ୍ରତି କି ସମାନଙ୍କେ ଦକ୍ସ୍ଟଷ୍ଟତା ପ୍ରତି କିଅବା ସମାନଙ୍କେର ପାପ ପ୍ରତି ଦୃଷ୍ଟି ଦିଅ ନାହିଁ।

Cross references

ଯାତ୍ରା ପୁସ୍ତକ 3:6

ଆମ୍ଭେ ତୁମ୍ଭ ପୂର୍ବପୁରୁଷମାନଙ୍କର ପରମେଶ୍ବର ଅଟୁ। ଆମ୍ଭେ ଅବ୍ରହାମଙ୍କର ପରମେଶ୍ବର ଅଟୁ। ଆମ୍ଭେ ଇସ୍ହାକର ପରମେଶ୍ବର ଅଟୁ ଏବଂ ଆମ୍ଭେ ଯାକୁବର ପରମେଶ୍ବର ଅଟୁ। ମାଶାେ ପରମେଶ୍ବରଙ୍କୁ ଦେଖି ଭୟ ରେ ତାଙ୍କର ମୁହଁ ଆବୃତ କଲେ।

ଯାତ୍ରା ପୁସ୍ତକ 3:16

ସଦାପ୍ରଭୁ ଆହୁରି କହିଲେ, ୟାଅ ଏବଂ ଇଶ୍ରାୟେଲୀୟ ପ୍ରାଚୀନଗଣଙ୍କୁ କୁହ, 'ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷ ଗଣର ପରମେଶ୍ବର, ଅବ୍ରହାମ, ଇସ୍ହାକ ଓ ଯାକୁବର ପରମେଶ୍ବର, ମାେତେ କହି ଅଛନ୍ତି, ମିଶରୀଯମାନଙ୍କ ଦ୍ବାରା ତୁମ୍ଭଙ୍କୁ ଦିଆୟାଇଥିବା ୟନ୍ତ୍ରଣାସବୁ, ଆମ୍ଭେ ଟିପି ନଇେଅଛୁ।

ଯାତ୍ରା ପୁସ୍ତକ 6:3

ଆମ୍ଭେ ସଦାପ୍ରଭୁ, ଆମ୍ଭେ ଅବ୍ରହାମ, ଇସ୍ହାକ ଓ ଯାକୁବକୁ ଦର୍ଶନ ଦଇେଥିଲୁ। ସମାନେେ ଆମ୍ଭଙ୍କୁ ସର୍ବଶକ୍ତିମାନ ପରମେଶ୍ବର ବୋଲି କହିଥିଲେ। ସମାନେେ ଆମ୍ଭର ନାମ ସଦାପ୍ରଭୁ ବୋଲି ଜାଣି ନଥିଲେ।

ଯାତ୍ରା ପୁସ୍ତକ 13:5

ଆଉ ଯେତବେେଳେ କିଣାନୀଯ, ହିତ୍ତୀଯ, ଇ ମାରେୀଯ, ହିଦ୍ଦୀଯ ଓ ୟିବୂଷୀଯ ଲୋକମାନଙ୍କର ଯେଉଁ ଉନ୍ନତ ଦେଶ ତୁମ୍ଭକୁ ଦବୋକୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ପାଖ ରେ ପ୍ରତିଜ୍ଞା କରିଥିଲେ, ସହେି ଦେଶକୁ ସେ ତୁମ୍ଭମାନଙ୍କୁ ଦବେେ।

ଯାତ୍ରା ପୁସ୍ତକ 32:13

ମନରେଖ, ଅବ୍ରହାମ, ଇସ୍ହାକ ଏବଂ ଯାକୁବ, ତୁମ୍ଭର ସବେକଗଣ। ତୁମ୍ଭେ ନିଜେ ପ୍ରତିଜ୍ଞା କରିଅଛ, 'ଆକାଶ ରେ ଥିବା ତାରାମାନଙ୍କ ପରି ତୁମ୍ଭମାନଙ୍କର ବଂଶ ବୃଦ୍ଧି ହବେ ଏବଂ ମୁଁ ପ୍ରତିଜ୍ଞା କରିଥିବା ଭୂମି ତୁମ୍ଭମାନଙ୍କୁ ଦବେି। ସହେି ଭୂମି ତୁମ୍ଭମାନଙ୍କର ଅନନ୍ତକାଳ ହବେ।'

ଯାତ୍ରା ପୁସ୍ତକ 32:31

ତେଣୁ ମାଶାେ ପରମେଶ୍ବରଙ୍କ ନିକଟକୁ ଫରେିଗଲେ ଏବଂ କହିଲେ, ହେ ସଦାପ୍ରଭୁ, ମାରେ ଗୁହାରି ଶୁଣ। ଏହି ଲୋକମାନେ ସୁବର୍ଣ୍ଣ ରେ ଦବେତାଗଣ କରି ଭୟଙ୍କର ପାପ କରିଛନ୍ତି।

ଲେବୀୟ ପୁସ୍ତକ 26:42

ତବେେ ଆମ୍ଭେ ଯାକୁବ ସହିତ, ଇସ୍ହାକ୍ ସହିତ ଅବ୍ରହାମଙ୍କ ସହିତ ଆପଣା ନିଯମ ସ୍ମରଣ କରିବା ଓ ଆମ୍ଭେ ଦେଶକୁ ମଧ୍ଯ ସ୍ମରଣ କରିବା।

ଲେବୀୟ ପୁସ୍ତକ 26:45

ମାତ୍ର ଆମ୍ଭେ ସମାନଙ୍କେ ଲାଗି ସମାନଙ୍କେ ପୂର୍ବପୁରୁଷଙ୍କ ସହିତ କରିଥିବା ନିଯମ ସ୍ମରଣ କରିବା, ଆମ୍ଭେ ସମାନଙ୍କେର ପରମେଶ୍ବର ହବୋ ନିମନ୍ତେ ଅନ୍ୟ ଦେଶୀଯ ଲୋକମାନଙ୍କ ସାକ୍ଷାତ ରେ ସମାନଙ୍କେୁ ମିଶର ଦେଶରୁ ବାହାର କରି ଆଣିଅଛୁ। ଆମ୍ଭେ ସଦାପ୍ରଭୁ ଅଟୁ।

ପ୍ରଥମ ଶାମୁୟେଲ 25:25

ତୁମ୍ଭେ ପଠାଇଥିବା ଲୋକମାନଙ୍କୁ ମୁ ଆଦୌ ଦେଖି ନାହିଁ। ସପରେି ଅଜ୍ଞାନ ବ୍ଯକ୍ତିର କଥାକକ୍ସ୍ଟ ଧରନାହିଁ। ସେ ତା'ର ନାମକକ୍ସ୍ଟ ସାର୍ଥକ କରିଛି। ତା'ର ନାମ ନାବଲ ଯାହାର ଅର୍ଥ 'ମୂର୍ଖ' ଠିକ୍ ସହେିପରି ସେ ମୂର୍ଖ ମାନଙ୍କପରି ବ୍ଯବହାର କରିଛି।

ଗୀତସଂହିତା 78:8

ୟଦି ଲୋକମାନେ ତାଙ୍କର ପିଲାମାନଙ୍କୁ ପରମେଶ୍ବରଙ୍କର ଆଦେଶ ଶିକ୍ଷା ଦିଅନ୍ତି, ତବେେ ସମାନଙ୍କେର ସନ୍ତାନଗଣ ସମାନଙ୍କେର ପୂର୍ବପୁରୁଷଙ୍କ ପରି ହବେେ ନାହିଁ। ସମାନଙ୍କେ ପୂର୍ବପୁରୁଷଗଣ ପରମେଶ୍ବରଙ୍କ ବିରୋଧରେ ଗଲେ। ଏବଂ ସମାନେେ ତାଙ୍କ ଆଦେଶ ମାନିଲେ ନାହିଁ। ସମାନଙ୍କେର ହୃଦଯ ଦୃଢ଼ ପରମେଶ୍ବରଙ୍କଠାରେ ସମର୍ପିତ ନ ଥିଲା। ସମାନଙ୍କେର ଆତ୍ମା ପରମେଶ୍ବରଙ୍କ ପ୍ରତି ବିଶ୍ବସ୍ତ ନ ଥିଲା।

ଗୀତସଂହିତା 130:3

ହେ ସଦାପ୍ରଭୁ, ତୁମ୍ଭେ ୟଦି ସମସ୍ତ ଲୋକଙ୍କୁ ସମାନଙ୍କେର ପାପ ପାଇଁ ଦଣ୍ଡିତ କର, ତବେେ କହେି ବଞ୍ଚିବେ ନାହିଁ।

ହିତୋପଦେଶ 21:12

ଧାର୍ମିକ ଲୋକ ଦୁଷ୍ଟର ବଂଶ ବିଷଯ ରେ ବିବଚେନା କରେ। ସହେି ଦୁଷ୍ଟ ଲୋକମାନେ କିପରି ଉତ୍ପାଟିତ ହାଇେ କିପରି ସର୍ବନାଶ ହୁଅନ୍ତି। ଏହା ସୁବିବଚେନା କରେ।

ଯିଶାଇୟ 43:24

ତୁମ୍ଭେ ଆମ୍ଭର ସମ୍ମାନ ନିମନ୍ତେ ସୁଗନ୍ଧି ଦ୍ରବ୍ଯ କ୍ରଯ କରିବାକୁ ରେ ୗପ୍ୟ ମୁଦ୍ରା ଦଇେ ନାହଁ। କିମ୍ବା ତୁମ୍ଭ ବଳିର ମଦେ ରେ ଆମ୍ଭକୁ ତୃପ୍ତ କରି ନାହଁ, ମାତ୍ର ଆପଣା ପାପଦ୍ବାରା ଆମ୍ଭକୁ ଦାସ୍ଯ କର୍ମ କରାଇଛ ଓ ଆପଣା ନାନା ଅଧର୍ମ ରେ ଆମ୍ଭକୁ କ୍ଲାନ୍ତ କରିଅଛ।

ଯିରିମିୟ 14:21

ହେ ସଦାପ୍ରଭୁ, ତୁମ୍ଭର ସୁନାମ ନିମନ୍ତେ ଆମ୍ଭମାନଙ୍କୁ ପ୍ରତ୍ଯାଖାନ କର ନାହିଁ। ଆପଣା ଗୌରବମଯ ସିଂହାସନର ଅପମାନ କର ନାହିଁ। ଆପଣା ଗୌରବମଯ ସିଂହାସନର ଅପମାନ କର ନାହିଁ। ତୁମ୍ଭେ ଆମ୍ଭମାନଙ୍କ ସହିତ କରିଥିବା ନିଯମ ସ୍ମରଣ କର। ତୁମ୍ଭ କୃତ ସହେି ନିଯମ ଭଙ୍ଗ କର ନାହିଁ।

ଯିରିମିୟ 50:20

ସଦାପ୍ରଭୁ କହନ୍ତି, ସେତବେେଳେ ଇଶ୍ରାୟେଲର ଅଧର୍ମ ଖୋଳାୟିବ, ମାତ୍ର କିଛି ମିଳିବ ନାହିଁ ; ଯିହୁଦାର ପାପ ଅନ୍ବଷେଣ କରାୟିବ, ମାତ୍ର ସମାନେେ କିଛି ପାଇବେ ନାହିଁ। ଆମ୍ଭେ ଅବଶିଷ୍ଟ ଲୋକମାନଙ୍କୁ କ୍ଷମା କରିଦବୋ, ଯେଉଁମାନଙ୍କୁ ଆମ୍ଭେ ରକ୍ଷା କରିଛୁ।

ମୀଖା 7:18

ତୁମ୍ଭପରି ପରମେଶ୍ବର ଆଉ ସଠାେ ରେ କହେି ନାହିଁ। ତୁମ୍ଭେ ଲୋକମାନଙ୍କର ଦୋଷ କ୍ଷମା କର। ଅବଶିଷ୍ଟ ଲୋକମାନଙ୍କୁ ତୁମ୍ଭେ ମଧ୍ଯ କ୍ଷମା ଦିଅ। ତୁମ୍ଭେ ସର୍ବଦା କୋର୍ଧିତ ହବେ ନାହିଁ କାରଣ ତୁମ୍ଭେ ସ୍ନହେ ଗ୍ଭହଁ।

Interlinear

Choose Theme