Home Bibles ☰ Books ଉପଦେଶକ 1:18 · ଓଡ଼ିଆ ବାଇବେଲ
ଉପଦେଶକ 1:18 · ଓଡ଼ିଆ ବାଇବେଲ

ବହୁତ ଜ୍ଞାନ ରେ ବହୁତ କ୍ଲେଶ ଥାଏ। ଯେ ବିଦ୍ଯା ବୃଦ୍ଧି କରେ ସେ ଦୁଃଖ ବୃଦ୍ଧି କରେ।

Cross references

ଆୟୁବ ପୁସ୍ତକ 28:28

ପରମେଶ୍ବର ଲୋକମାନଙ୍କୁ କହିଲେ, ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କର। ତାହାହିଁ ଜ୍ଞାନ ଅଟେ। ମନ୍ଦ କାର୍ୟ୍ଯ କର ନାହିଁ। ତାହାହିଁ ବୁଝିବା ଶକ୍ତି ଅଟେ। ଆୟୁବ ତା'ର କାହାଣୀ କହି ଚାଲିଥିଲା।

ଉପଦେଶକ 2:15

ତେଣୁ ମୁଁ ଆପଣା ମନେ ମନେ କହିଲି,ମୂର୍ଖ ପ୍ରତି ଯେପରି ଘଟେ, ମାେ ପ୍ରତି ହିଁ ସହେିପରି ଘଟିବ। ତବେେ ମୁଁ କାହିଁକି ଅଧିକ ଜ୍ଞାନବାନ ହଲିେ। ତେଣୁ ମୁଁ ଭାବିଲି, ଏହା ମଧ୍ଯ ଅସାର।'3

ଉପଦେଶକ 2:23

କାରଣ ତାହାର ଦିନସବୁ କବଳେ ଦୁଃଖମଯ ଓ ତାହାର ଆଯାସ ମନସ୍ତାପ ଜନକ ଅଟେ। ରାତ୍ରି ରେ ହିଁ ତା'ର ହୃଦଯ ବିଶ୍ରାମ ପାଏ ନାହିଁ। ଏହା ମଧ୍ଯ ଅସାର।

ଉପଦେଶକ 7:16

ତୁମ୍ଭମାନେେ ନିଜକୁ ଅତି ଧାର୍ମିକ ବୋଲି ଦଖାେଅ ନାହିଁ। କିଅବା ଆପଣାକୁ ଅତି ଜ୍ଞାନୀ ବୋଲି ଦଖାଇେ ହୁଅ ନାହିଁ। କାହିଁକି ? ଏଥି ରେ ତୁମ୍ଭେ ନିଜକୁ ବିନାଶ କରିବ।

ଉପଦେଶକ 12:12

କିନ୍ତୁ ମାରେ ପୁତ୍ର, ସେଥି ରେ ଯାହା ୟୋଗ କରାୟାଇଛି ତା ପାଇଁ ଯତ୍ନବାନ୍ ହୁଅ। ପୁସ୍ତକଗୁଡ଼ିକ ଲେଖିବାର ଅନ୍ତ ନାହିଁ ଏବଂ ଅତ୍ଯଧିକ ପଠନ ତୁମ୍ଭକୁ ଅତ୍ଯନ୍ତ କ୍ଲାନ୍ତ ପ୍ରଦାନ କରିବ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 3:18

ନିଜକୁ ଠକ ନାହିଁ, ଯଦି କୌଣସି ଲୋକ ଭାବେ ଯେ, ସେ ଏହି ୟୁଗ ଅନୁସାରେ ଜ୍ଞାନୀ ଅଟେ, ତା' ହେଲେ ତାକୁ ମୂର୍ଖ ହବୋକୁ ପଡ଼ିବ, ତହିଁରେ ସେ ପ୍ରକୃତ ଜ୍ଞାନୀ ହାଇପୋରିବା

ଯାକୁବଙ୍କ ପତ୍ 3:13

ତୁମ୍ଭମାନଙ୍କ ଭିତ ରେ ପ୍ରକୃତ ଜ୍ଞାନୀ ଓ ବୁଦ୍ଧିମାନ କିଏ ଅଛି ? ତା ହେଲେ ସେ ଧାର୍ମିକ ଜୀବନଯାପନ କରି ନିଜର ବିଜ୍ଞତା ଦଖାେଉ। ସେ ନମ୍ର ଭାବରେ ଭଲ କାମ କରିବା ଉଚିତ। ଜ୍ଞାନୀ ଲୋକ ଗର୍ବ କରେ ନାହିଁ।

Interlinear

Choose Theme