ମନୁଷ୍ଯ ସୂର୍ୟ୍ଯ ତଳେ, ଯାହା କିଛି ପରିଶ୍ରମ କରେ ସେଥିରୁ ସେ କ'ଣ ଲାଭ ପାଏ?
Cross references
ଧନୀ ହବୋକୁ ନିଜକୁ କ୍ଲାନ୍ତ କର ନାହିଁ। କେତବେେଳେ ବନ୍ଦ କରିବାକୁ ହୁଏ ଜାଣିବାକୁ ତହିଁର ଜ୍ଞାନ ରଖ।
ତହୁଁ ମାହେର ହସ୍ତ ଯେଉଁ ସମସ୍ତ କାର୍ୟ୍ଯ କରିଥିଲା ଓ ଯେଉଁ ପରିଶ୍ରମ ମୁଁ କରିଥିଲି, ତହିଁ ପ୍ରତି ମୁଁ ଦୃଷ୍ଟିପାତ କଲି ଏବଂ ଦେଖିଲି ଯେ, ସବୁ ଅସାର ଓ ପବନକୁ ଧରିବା ପାଇଁ ଚେଷ୍ଟା କରିବା ପରି ଏବଂ ସୂର୍ୟ୍ଯ ତଳେ କୌଣସି ଲାଭ ନ ଥିଲା।
କହେି ଜଣେ ସବୁକିଛି ନିଯନ୍ତ୍ରଣ କରିବ, ଯାହା ପାଇଁ ମୁଁ ପରିଶ୍ରମ କରିଛି। ଏଇ ଜୀବନ ରେ ମୁଁ ଜ୍ଞାନ ବଳ ରେ ସବୁକିଛି ପାଇଛି। ସେ ଲୋକ ଜ୍ଞାନୀ କିଅବା ମୂର୍ଖ ହବେ, ଏହା ମୁଁ ଜାଣେ ନାହିଁ। ଏହା ମଧ୍ଯ ଅସାର ଅଟେ।
ସୂର୍ୟ୍ଯ ତଳେ ଜଣେ ମନୁଷ୍ଯ ପରିଶ୍ରମ କରି ଓ ହୃଦଯକୁ ଦୁଃଖ ଦଇେ କ'ଣ ପାଏ ?
ଜଣେ ବ୍ଯକ୍ତି ତା'ର ସମସ୍ତ ପରିଶ୍ରମରୁ କ'ଣ ଲାଭ ପାଏ?
ଏବଂ ୟିଏ ଆଜି ପର୍ୟ୍ଯନ୍ତ ଜନ୍ମ ହାଇନୋହିଁ, ସେ ଅନ୍ୟତର ସମାନଙ୍କେଠାରୁ ଭଲ ରେ ଅଛି, ଯେ ହତେୁ ସେ ସୂର୍ୟ୍ଯତଳେ ଯେଉଁ ସମସ୍ତ ଅମଙ୍ଗଳ ଘଟିଛି, ତାହା ଦେଖି ନାହିଁ।
ଏହାପ ରେ ମୁଁ ପୁନରାଯ ସୂର୍ୟ୍ଯ ତଳେ ଅସାର ଦେଖିଲି।
ତାହା ଅତ୍ଯନ୍ତ ଦୁଃଖ ଦାୟକ। ସେ ପୃଥିବୀରୁ ଫରେିବ ଠିକ୍ ଯେପରି ଆସିଥିଲା। ଏବଂ ସେ କଠିନ ପରିଶ୍ରମ କରି ପବନକୁ ଧରିବା ପାଇଁ ଚେଷ୍ଟା କରି କ'ଣ ପାଇଛି ?
ମୁଁ ଦେଖିଛି ଯେ, ଏହି ସର୍ବୋତ୍ତମ ଜଣେ ବ୍ଯକ୍ତି ଏହା କରିପାରିବ। ଏହି ପୃଥିବୀ ରେ ତା'ର ଅଳ୍ପ ଜୀବନ କାଳ ମଧିଅରେ ଜଣେ ବ୍ଯକ୍ତି ଯାହା କାର୍ୟ୍ଯ କରେ, ସେ ଖାଇ ପିଇ ଉପଭୋଗ କରିବା ଉଚିତ୍। ପରମେଶ୍ବର ତାହାଙ୍କୁ ଏହି ଅଳ୍ପକାଳ ଜୀବନ ଦଇେଛନ୍ତି ଏବଂ ତାହାହିଁ ତା'ର ସବୁକିଛି।
କିଏ ଜାଣେ ସମାନଙ୍କେ ଏହି କ୍ଷଣସ୍ଥାଯୀ ଜୀବନ ରେ, ମନୁଷ୍ଯ ଅଧିକ ଲାଭକରି କ'ଣ କରିପା ରେ? କାରଣ ସମାନଙ୍କେର ଦିନଗୁଡ଼ିକ ଛାଇ ପରି ଚାଲିୟିବ। କିଏ ଲୋକମାନଙ୍କୁ କହିପାରିବ, ସୂର୍ୟ୍ଯତଳେ ଭବିଷ୍ଯତ ରେ ଏଇ ପୃଥିବୀ ରେ କ'ଣ ହବେ?
ଜ୍ଞାନ ଉତ୍ତମ ଅଟେ, ଯଦି ଏହା ବଂଶାନୁଗତ ଭାବରେ ଆସିଥାଏ, ଏହା ଜୀବନଧାରଣ ରେ ଲାଭ ଦଇେଥାଏ।
ତେଣୁ ମୁଁ ନିଷ୍ପତ୍ତି କଲି, ଜୀବନକୁ ଉପ ଭୋଗ କରିବା ଅଧିକ ଗୁରୁତ୍ବପୂର୍ଣ୍ଣ। କାରଣ ଭୋଜନପାନ ଓ ଆନନ୍ଦ କରିବା ଅପେକ୍ଷା ସୂର୍ୟ୍ଯତଳେ ମନୁଷ୍ଯ ପ୍ରତି ଆଉ କୌଣସି ଉତ୍ତମ ବିଷଯ ନାହିଁ। କାରଣ ସମାନଙ୍କେ ଜୀବନକାଳ ମଧିଅରେ ଯେଉଁମାନେ କଠିନ ପରିଶ୍ରମ କରନ୍ତି, ତାହା ହେଉଛି ଗୋଟିଏ ଜିନିଷ ଯାହାକି ସମାନଙ୍କେୁ ସାହାୟ୍ଯ କରେ।
ଯାହାସବୁ ସୂର୍ୟ୍ଯ ତଳେ ଘଟେ, ସମସ୍ତ ଖରାପ ଯାହା ଅଛି ସେସବୁ ଜିନିଷ ସହେିପରି ଶଷେ ହୁଏ। ଏବଂ ଲୋକମାନେ ଯେତବେେଳେ ଜୀବିତ ଥାନ୍ତି, ସମାନଙ୍କେର ହୃଦଯ ଦୁଷ୍ଟତା ଓ ମୂର୍ଖାମୀ ରେ ପୁରିଥାଏ। ଏହାପ ରେ ସମାନେେ ମୃତ ଲୋକମାନଙ୍କ ପାଖକୁ ୟାଆନ୍ତି।
ଯେପରି ସମାନଙ୍କେର ପ୍ ରମେ, ଠିକ୍ ସହେିପରି ସମାନଙ୍କେର ଘୃଣା ଓ ଇର୍ଷା ନଷ୍ଟ ହୁଏ। ଏବଂ ସୂର୍ୟ୍ଯ ତଳେ ଯାହା କିଛି କରାୟାଏ, ତହିଁରେ ଅନନ୍ତକାଳ ସମାନଙ୍କେର କୌଣସି ଅଂଶ ନ ଥାଏ।
ମୁଁ ମଧ୍ଯ ସୂର୍ୟ୍ଯ ତଳେ ଏପରି ଜ୍ଞାନ ଦେଖିଅଛି। ଆଉ ତାହା ମାେ ଦୃଷ୍ଟି ରେ ମହତ ଥିଲା।
ଅଖାଦ୍ୟ ପାଇଁ ତୁମ୍ଭମାନେେ କାହିଁକି ରୂପା ବ୍ଯଯ କରୁଅଛ। ପୁଣି ଯାହା ତୃପ୍ତିକର ନୁହେଁ ସେଥିପାଇଁ କାହିଁକି ପରିଶ୍ରମ କରୁଅଛ। ତେଣୁ ମନୋୟୋଗ ସହକା ରେ ଆମ୍ଭକଥା ଶୁଣ ଓ ଉତ୍ତମ ଦ୍ରବ୍ଯ ଭୋଜନ କର। ପୁଣି ପୁଷ୍ଟିକର ଦ୍ରବ୍ଯ ରେ ତୁମ୍ଭମାନଙ୍କର ଆତ୍ମାକୁ ସନ୍ତୁଷ୍ଟ ହବୋକୁ ଦିଅ।
ସର୍ବଶକ୍ତିମାନ ସଦାପ୍ରଭୁ ସ୍ଥିର କରିଛନ୍ତି ଯେ ଅଗ୍ନି ସବୁ ଜିନିଷକୁ ପୋଡି଼ଦବେ ଯାହାସବୁ ଲୋକମାନେ ନିର୍ମାଣ କରିଥିଲେ। ସମାନଙ୍କେର ସହେି ସବୁ କାର୍ୟ୍ଯ ନିଷ୍ଫଳ ହବେ।
ଖାଦେିତ ପ୍ରତିମା ରେ କି ଲାଭ ଯେ, ଏହା ଜଣେ ଲୋକ ନିର୍ମାଣ କଲା ଏବଂ ଏହାକୁ ଖାଦେନ କଲା। ଧାତୁର ମୂର୍ତ୍ତି ରେ କଣ ଲାଭ ଅଛି? ଏହା ମିଥ୍ଯା ଶିକ୍ଷା ଦିଏ। ତେଣୁ ନିର୍ମାଣକାରୀ କାହିଁକି ଏଥି ରେ ବିଶ୍ବାସ କରିବ? ଏପରିକି ସେ ମୂର୍ତ୍ତି କଥା କହିପାରିବ ନାହିଁ।
ଯଦି ଜଣେ ଲୋକ ନିଜ ଆତ୍ମାକୁ ହ ରଇେ ସାରା ସଂସାର ପାଏ, ତବେେ ସେଥି ରେ ତାହାର କି ଲାଭ ହବେ? ନିଜର ଆତ୍ମାକୁ ଥରେ ହ ରଇେ ପୁଣି ଥରେ କିଣିବା ପାଇଁ କହେି କବେେ ହେଲେ । ୟଥେଷ୍ଟ ଧନ ଦଇେ ପାରିବନାହିଁ।
ଯଦି କୌଣସି ଲୋକ ସମସ୍ତ ପୃଥିବୀକୁ ଲାଭ କରେ କିନ୍ତୁ ନିଜର ଜୀବନ ହ ରଇେ ବ ସେ, ତବେେ ସେଥି ରେ କ'ଣ ଲାଭ ଅଛି?
ପୃଥିବୀର ଖାଦ୍ୟ ପଦାର୍ଥ ନଷ୍ଟ ହାଇଯୋଏ। ତେଣୁ ତୁମ୍ଭେ ସହେିଭଳି ଖାଦ୍ୟ ପାଇବା ପାଇଁ କାର୍ୟ୍ଯ କର ନାହିଁ, ବରଂ ତୁମ୍ଭମାନେେ ଏଭଳି କର ଯାହା ଭଲ ହାଇେ ରହିଥିବ ଓ ତୁମ୍ଭକୁ ସବୁ ଦିନ ପାଇଁ ଜୀବନ ଦବେ। ମନୁଷ୍ଯ ପୁତ୍ର ସହେିପରି ଖାଦ୍ୟ ତୁମ୍ଭକୁ ଦବେେ। ପରମେଶ୍ବର ଦଖାଇେଛନ୍ତି ଯେ, ସେ ମନୁଷ୍ଯ ପୁତ୍ରଙ୍କ ସହିତ ଅଛନ୍ତି।