Home Bibles ଉପଦେଶକ 1:6 · ଓଡ଼ିଆ ବାଇବେଲ
ଉପଦେଶକ 1:6 · ଓଡ଼ିଆ ବାଇବେଲ

ପବନ ଦକ୍ଷିଣ ଦିଗକୁ ବ ହେ, ପବନ ଉତ୍ତର ଦିଗକୁ ବ ହେ। ପବନ ନିଜ ପଥରେ ଘୁ ରେ ଓ ପବନ ଆପଣା ଚକ୍ରକୁ ପୁନର୍ବାର ଫେ ରେ।

Cross references

ଆୟୁବ ପୁସ୍ତକ 37:9

ଦକ୍ଷିଣ ଦିଗରୁ ବତାସ ମାଡ଼ି ଆ ସେ। ଥଣ୍ଡା ପବନ ଉତ୍ତର ଦିଗରୁ ମାଡ଼ି ଆ ସେ।

ଆୟୁବ ପୁସ୍ତକ 37:17

କିନ୍ତୁ ଆୟୁବ, ତୁମ୍ଭେ ଏସବୁ ଜାଣ ନାହିଁ। ତୁମ୍ଭେ କବଳେ ଏତିକି ଜାଣ ଯେ ଦକ୍ଷିଣ ଦିଗରୁ ଯେତବେେଳେ ପବନ ପ୍ରବାହିତ ହୁଏ, ତୁମ୍ଭର ପୋଷାକ ପତ୍ର ଗରମ ହାଇେ ୟାଏ। ଏବଂ ଦେଶ ନୀରବ ହାଇୟୋଏ।

ଗୀତସଂହିତା 107:25

ପରମେଶ୍ବର ଆଜ୍ଞା କଲେ ଏବଂ ପ୍ରବଳ ବାଯୁ ଉଠି ଆସିଲା। ଢ଼େଉଗୁଡ଼ିକ ସମୁଦ୍ରର ଦୁଇଗୁଣ ଉପର ଉଚ୍ଚରେ ଆସିଲା।

ଗୀତସଂହିତା 107:29

ପରମେଶ୍ବର ବତାସକୁ ସ୍ଥିର କଲେ ଓ ସମୁଦ୍ରର ତରଙ୍ଗମାଳାକୁ ଶାନ୍ତ କଲେ।

ଉପଦେଶକ 11:5

ତୁମ୍ଭେ ବାଯୁର ଗତି ଜାଣିପାରିବ ନାହିଁ। ଏବଂ ତୁମ୍ଭେ ଜାଣିପାରିବ ନାହିଁ ମା ପଟେ ରେ ଶିଶୁଟି କିପରି ବଢ଼େ। ଠିକ୍ ସହେିପରି ପରମେଶ୍ବର କ'ଣ କରନ୍ତି ତୁମ୍ଭେ ଜାଣିପାରିବ ନାହିଁ। ସେ ପ୍ରେତ୍ୟକକ କଥା ଘଟାନ୍ତି।

ଯୂନସ 1:4

କିନ୍ତୁ ସଦାପ୍ରଭୁ ଗୋଟିଏ ପ୍ରକାଣ୍ତ ଝଡି ସହେି ସମୁଦ୍ରକୁ ପ୍ ରରଣେ କଲେ। ସହେି ବାତ୍ଯା ସମୁଦ୍ରକୁ ଅଶାନ୍ତ କରି ଦଲୋ। ସହେି ଝଡ ଅତି ଶକ୍ତିଶାଳୀ ଥିଲା ଏବଂ ନେ ୗକାଟି ଭାଙ୍ଗି ଖଣ୍ତ ଖଣ୍ତ ହବୋକୁ ବସିଲା।

ମାଥିଉଲିଖିତ ସୁସମାଚାର 7:24

ତେଣୁ ଯେଉଁ ଲୋକ ମାରେ ଏହି କଥାଗୁଡିକ ଶୁଣେ, ଏବଂ ତାହା ମାନି ଚଳେ, ସେ ଲୋକ ପଥର ଉପରେ ଘର ତୋଳିଥିବା ଗୋଟିଏ ବୁଦ୍ଧିମାନ ବ୍ଯକ୍ତିଭଳି।

ମାଥିଉଲିଖିତ ସୁସମାଚାର 7:27

ବର୍ଷା ହେଲା, ବଢି ମାଡିଆସିଲା, ପବନ ବହିଲା ଓ ସେ ଘରକୁ ଧକ୍କା ଦଲୋ ଏବଂ ସହେି ଘରଟି ପୁରାପୂରି ଭାଙ୍ଗି ପଡିଲା।

ଯୋହନଲିଖିତ ସୁସମାଚାର 3:8

ପବନ ତା' ଇଚ୍ଛା ଅନୁସାରେ ବ ହେ ଓ ନିଜ ଇଚ୍ଛା ରେ ଗତି କରେ। ତୁମ୍ଭେ ପବନ ବହିବାର ଶବ୍ଦ ଶୁଣିଥାଅ, କିନ୍ତୁ ତୁମ୍ଭେ ଜାଣି ନ ଥାଅ, ପବନ କେଉଁଠାରୁ ଆ ସେ ଓ କେଉଁଠାକୁ ଯାଏ। ଆତ୍ମାରୁ ଜନ୍ମ ନଇେଥିବା ପ୍ରେତ୍ୟକକ ଲୋକ ଠିକ୍ ସହେିପରି।

ରେରିତମାନଙ୍କ କାର୍ଯ୍ୟର ବିବରଣ 27:13

ତା'ପରେ ପ୍ରବଳ ପବନ ଦକ୍ଷିଣ ଦିଗରୁ ବୋହିଲା। ଜାହାଜ ରେ ଥିବା ଲୋକମାନେ ଭାବିଲେ, ଆମ୍ଭେ ଯେଉଁ ପବନ ବହିବାଇଚ୍ଛା କରିଥିଲୁ, ତାହା ଆମ୍ଭେ ପାଇଲୁ। ତେଣୁ ଆମ୍ଭେ ଲଙ୍ଗର ଉେଠଇ କ୍ରୀତି ଉପଦ୍ବୀପର କୂଳକେୂଳେ ଯାତ୍ରା କଲୁ।

Interlinear

Choose Theme