ହେ ଦେଖ, ତୁମ୍ଭର ରାଜା ଯବେେ ବାଳକ ହୁଏ ଓ ତୁମ୍ଭର ଅଧିପତିଗଣଙ୍କ ପ୍ରଭାତ ରେ ଭୋଜନ କରନ୍ତି। ତବେେ ଏହା ତୁମ୍ଭ ପ୍ରତି ବହୁତ ଖରାପ।
Cross references
ମାରେ ପିତା ତୁମ୍ଭମାନଙ୍କ ଉପରେ ଯେଉଁ ଭରୀ ୟୁଆଳି ରଖିଥିଲେ, ମୁଁ ତାହାକୁ ଆହୁରି ଭାରୀ କରିବି। ମାରେ ପିତା କୋରଡା ରେ ତୁମ୍ଭମାନଙ୍କୁ ଶାସ୍ତି ଦେଉଥିଲେ ମାତ୍ର ମୁଁ ବିଛା କାମୁଡିଲା ୟନ୍ତ୍ରଣା ପରି ତୁମ୍ଭକୁ ତିକ୍ଷ୍ଣ କୋରଡା ବ୍ଯବହାର କରିବି, ଯାହାଦ୍ବାରା ତୁମ୍ଭମାନଙ୍କ ଶରୀର କ୍ଷତବିକ୍ଷତ ହବେ।'
ଏହାପରେ ନିହାତି ଅ ଯୋଗ୍ଯ, ମନ୍ଦ ଲୋକମାନେ ୟାରବିଯାମ୍ର ସାଙ୍ଗୀ ହେଲେ। ଆଉ ୟାରବିଯାମ୍ ଓ ସହେି ମନ୍ଦ ଲୋକମାନେ ଶଲୋମନଙ୍କର ପୁତ୍ର ରିହବିଯାମ୍ଙ୍କର ବିପକ୍ଷ ରେ ଉଠିଲେ। ରିହବିଯାମ୍ ଅଳ୍ପବଯସ୍କ ଓ ଅନୁଭୂତିହୀନ ଥିଲେ। ତେଣୁ ରିହବିଯାମ୍, ୟାରବିଯାମ୍ ଓ ତାଙ୍କର ମନ୍ଦ ସଙ୍ଗୀମାନଙ୍କୁ ଅଟକାଇ ପାରିଲେ ନାହିଁ।
ମନଃଶି ଯିହୁଦାର ରାଜା ହବୋ ସମୟରେ ବାରବର୍ଷ ବଯସ୍କ ଥିଲେ। ସେ ୟିରୁଶାଲମ ରେ ପଞ୍ଚାବନ ବର୍ଷ ପର୍ୟ୍ଯନ୍ତ ରାଜା ହାଇେ ରହିଲେ।
ଯିହାୟୋଦାରହସ୍ ଯିହୁଦାର ରାଜା ହବୋ ସମୟରେ ତଇେଶ ବର୍ଷ ବଯସ୍କ ହାଇେଥିଲେ। ସେ ତିନିମାସ ପର୍ୟ୍ଯନ୍ତ ୟିରୁଶାଲମ ରେ ରାଜା ହାଇେଥିଲେ।
ଯିହାୟୋକୀମ୍ ଯିହୁଦାର ନୂତନ ରାଜା ହବୋ ସମୟରେ ପଚିଶ ବର୍ଷ ବଯସ୍କ ହାଇେଥିଲେ। ସେ ଏଗାର ବର୍ଷ ପର୍ୟ୍ଯନ୍ତ ୟିରୁଶାଲମର ରାଜା ଥିଲେ। ଯିହାୟୋଦାରକୀମ୍ ସଦାପ୍ରଭୁଙ୍କ ଇଚ୍ଛାନୁୟାଯୀ କାର୍ୟ୍ଯ କଲେ ନାହିଁ।
ୟିହୋଯାଖୀନ୍ ଯିହୁଦାର ରାଜା ହବୋ ସମଯେ ରେ ଅଠର ବର୍ଷ ବଯସ ହାଇେଥିଲେ। ସେ ୟିରୁଶାଲମ ରେ ତିନିମାସ ଓ ଦଶ ଦିନ ପର୍ୟ୍ଯନ୍ତ ରାଜା ହାଇେଥିଲେ। ସେ ସଦାପ୍ରଭୁଙ୍କ ଇଚ୍ଛାନୁୟାଯୀ କାର୍ୟ୍ଯ କଲେ ନାହିଁ।
ସିଦିକିଯ ଯିହୁଦାର ରାଜା ହବୋ ସମୟରେ ଏକୋଇଶ ବର୍ଷ ବଯସ୍କ ହାଇେଥିଲେ। ସେ ୟିରୁଶାଲମ ରେ ଏଗାର ବର୍ଷ ପର୍ୟ୍ଯନ୍ତ ରାଜା ହେଲେ।
ଦ୍ରାକ୍ଷାରସ ଓ ମଦ୍ଯ ଲୋକମାନଙ୍କୁ ନିଯନ୍ତ୍ରଣ କରି ବାହାରକୁ ନଇୟୋଏ। ଯେ କହେି ସେଥି ରେ ଭ୍ରାନ୍ତ ହୁଏ, ସେ ଜ୍ଞାନୀ ହାଇପୋରିବ ନାହିଁ।
ପରମେଶ୍ବର କୁହନ୍ତି, ସମାନଙ୍କେ ଉପ ରେ ଶାସନ କରିବା ପାଇଁ ମୁଁ ୟୁବା ପିଲାମାନଙ୍କୁ ବନ୍ଦୋବସ୍ତ କରିବି ଓ ଶିଶୁମାନେ ସମାନଙ୍କେୁ ପରିଚାଳନା କରିବେ।
ବାଳକମାନେ ମାରେ ଲୋକମାନଙ୍କୁ ପରାଜିତ କରିବେ ଓ ସ୍ତ୍ରୀମାନେ ମାରେ ଲୋକମାନଙ୍କୁ ଶାସନ କରିବେ। ହେ ମାରେ ଲୋକମାନେ, ତୁମ୍ଭମାନଙ୍କର ପଥପ୍ରଦର୍ଶକ ତୁମ୍ଭମାନଙ୍କୁ ବିପଥଗାମୀ କରୁଛନ୍ତି। ସମାନେେ ତୁମ୍ଭମାନଙ୍କୁ ନ୍ଯାଯପଥରୁ ଦୂ ରଇେ ନିଅନ୍ତି।
ତୁମ୍ଲଭମାଲନ ସୁରାପାନ କରିବାକୁ ଅତି ପ୍ରଭାତସର ଉଠ, ବିଳମ୍ବ ରାତ୍ରି ପର୍ୟ୍ଯନ୍ତ ଉଜାଗର ରହି ସୁରାସର ଉନ୍ମତ୍ତ ହୁଅ।
ମାତ୍ର ବର୍ତ୍ତମାନ ସହେି ପ୍ରାଚୀନ ବ୍ଯକ୍ତିଗଣ ଦ୍ରାକ୍ଷାରସ ରେ ଭ୍ରାନ୍ତ ହାଇେଛନ୍ତି ଓ ସୁରାପାନ ରେ ବିପଥଗାମୀ ହାଇେଛନ୍ତି। ଯାଜକ ଓ ଭବିଷ୍ଯଦ୍ବକ୍ତା ସୁରାପାନ ଦ୍ବାରା ବିଭ୍ରାନ୍ତ ହାଇେଛନ୍ତି। ଦ୍ରାକ୍ଷାରସ ସମାନଙ୍କେୁ ଗ୍ରାସ କରିଅଛି ଓ ସମାନେେ ସୁରାପାନ ଦ୍ବାରା ବିପଥରେ ୟାଇଛନ୍ତି। ସମାନେେ ଦର୍ଶନ ରେ ଭ୍ରାନ୍ତ ହୁଅନ୍ତି ଓ ବିଚାର ରେ ଝୁଣ୍ଟି ପଡ଼ନ୍ତି।
ହେ ଦାଉଦବଂଶ, ସଦାପ୍ରଭୁ ଏହିକଥା କହନ୍ତି, 'ତୁମ୍ଭମାନେେ ପ୍ରଭାତ ରେ ସୁବିବଚେନା କର। ଅପରାଧୀଙ୍କ ହସ୍ତରୁ ଲୁଣ୍ଠିତ ଲୋକମାନଙ୍କୁ ଉଦ୍ଧାର କର। ତାହା ନ ହେଲେ ତୁମ୍ଭମାନେେ ତୁମ୍ଭମାନଙ୍କର ଦୁଷ୍ଟାଚରଣ ଯୋଗୁଁ ଆମ୍ଭ ପ୍ରଚଣ୍ଡ କୋର୍ଧାଗ୍ନି ରେ ଭସ୍ମୀଭୂତ ହବେ ଓ କହେି ତାହାକୁ ନିର୍ବାଣ କରିପାରିବେ ନାହିଁ।
ଆମ୍ଭ ରାଜାଙ୍କ ରାଜତ୍ବକାଳ ରେ ସମାନେେ ନିଆଁକୁ ଉତ୍ତପ୍ତ କରି ଗ୍ଭଲନ୍ତି। ସମାନେେ ଭୋଜି ରେ ପାନୀଯ ଦିଅନ୍ତି। ଦ୍ରାକ୍ଷାରସର ଉତ୍ତାପ ରେ ନତେୃମଣ୍ତଳୀ ଅସୁସ୍ଥ ହାଇପଡେନ୍ତି। ତେଣୁ ରାଜା ପରମେଶ୍ବରଙ୍କୁ ଉପହାସ କରୁଥିବା ଲୋକମାନଙ୍କ ସହିତ ହାତ ମିଳାନ୍ତି।