Home Bibles ଉପଦେଶକ 10:20 · ଓଡ଼ିଆ ବାଇବେଲ
ଉପଦେଶକ 10:20 · ଓଡ଼ିଆ ବାଇବେଲ

ରାଜାକୁ ଅଭିଶାପ ଦିଅ ନାହିଁ। ନା ଏପରିକି ମନେ ମନେ ମଧ୍ଯ ଦିଅ ନାହିଁ। ଆଉ ଧନୀକୁ ଆପଣା ଶଯନ ଗୃହ ରେ ଅଭିଶାପ ଦିଅ ନାହିଁ। କାରଣ ଏକ େଛାଟ ପକ୍ଷୀ ସହେି ବାର୍ତ୍ତା ନଇୟିବେ ଓ ସେ କଥା ଉତ୍ତର ଦବେ।

Cross references

ଯାତ୍ରା ପୁସ୍ତକ 22:27

ଯଦି ସେ ଲୋକର ଶରୀରକୁ ଆଚ୍ଛାଦନ କରିବା ପାଇଁ କୌଣସି ବସ୍ତ୍ର ନଥାଏ, ତବେେ ସେ କେଉଁଥି ରେ ଶାଇେବ? ଏବଂ ସେ ଯଦି ମାେତେ ଦୁଃଖ ରେ ଡାକେ, ତବେେ ମୁଁ ତା'ର କଥା ଶୁଣିବି କାରଣ ମୁଁ ଦୟାଳୁ।

ଯାତ୍ରା ପୁସ୍ତକ 22:28

ତୁମ୍ଭେ କୌଣସି ଅବଜ୍ଞା କରିବ ନାହିଁ ଆପଣା ପରମେଶ୍ବରଙ୍କୁ। ଏବଂ ତୁମ୍ଭର କୌଣସି ଅଧକ୍ଷ୍ଯଙ୍କୁ ଶାପ ଦବେ ନାହିଁ।

ଦିତୀୟ ରାଜାବଳୀ 6:12

ଅରାମ ରାଜାଙ୍କ ଅଧିକାରୀଗଣ ମଧ୍ଯରୁ ଜଣେ କହିଲା, ନା, ସଦାପ୍ରଭୁ, ଆମ୍ଭମାନଙ୍କ ମଧ୍ଯରୁ କହେି ଗୁପ୍ତଚର କାମ କରୁନାହାଁନ୍ତି। ଭବିଷ୍ଯଦ୍ବକ୍ତା ଇଲୀଶାୟ ବହୁତ ଗୋପନାଯ କଥା ଇଶ୍ରାୟେଲ ରାଜାଙ୍କୁ ଜଣାନ୍ତି, ଏପରିକି ଶଯନ ଗୃହ ରେ ଯେଉଁ କଥା କୁହନ୍ତି, ତାହା ମଧ୍ଯ ସେ ରାଜାଙ୍କୁ ଜଣାଏ।

ଏଷ୍ଟର ବିବରଣ 2:22

ମାତ୍ର ମର୍ଦ୍ଦଖଯ ଏହା ଜାଣି ଏଷ୍ଟର ରାଣୀକୁ ଜଣାଇଲା। ପୁଣି ଏଷ୍ଟର ମର୍ଦ୍ଦଖଯ ନାମ ଦଇେ ରାଜାକୁ ତାହା ଜଣାଇଲା।

ଉପଦେଶକ 7:21

ଯାହା ତୁମ୍ଭଙ୍କୁ କୁହାୟାଇଛି, ସମସ୍ତ କଥା ରେ ମନ ଯୋଗ ଦିଅ ନାହିଁ, ନ ହେଲେ ତୁମ୍ଭର ଦାସ ତୁମ୍ଭକୁ ଅଭିଶାପ ଦବୋର ତୁମ୍ଭେ ଶୁଣିବ।

ଯିଶାଇୟ 8:21

ତୁମ୍ଭମାନେେ ଯଦି ସହେି ଭୁଲ ଆଦେଶ ପାଳନ କରିବ ତବେେ ଦେଶ ରେ କଷ୍ଟ ଓ ଅନାହାର ଦଖାଦେବେ। ସେତବେେଳେ ସମାନେେ ବିରକ୍ତ ହବେେ ଏବଂ ସମାନଙ୍କେର ଶାସକ ଓ ପରମେଶ୍ବରଙ୍କ ବିରୁଦ୍ଧ ରେ କହିବେ। ତା'ପ ରେ ସମାନେେ ପରମେଶ୍ବରଙ୍କଠାରୁ ସାହାୟ୍ଯ ପାଇଁ ଉର୍ଦ୍ଧ୍ବକୁ ଚାହିଁବେ।

ଲୂକଲିଖିତ ସୁସମାଚାର 10:40

ମାର୍ଥାକୁ ବହୁତ ଗୁଡାଏ କାମ କରିବାକୁ ପଡୁଥିବାରୁ ସେ ରାଗିଗଲା। ସେ ଯୀଶୁଙ୍କ ପାଖକୁ ଆସି କହିଲା, ପ୍ରଭୁ! ମାେ ଭଉଣୀ ଘରର ଯେ ସବୁ କାମ ମାେ ଉପରେ ଛାଡି ଦଇେଛି, ଏ ବିଷୟ ରେ କ'ଣ ଆପଣଙ୍କର ମନୋୟୋଗ ନାହିଁ? ଏଣୁ ତାହାକୁ କୁହନ୍ତୁ ଯେ ସେ ମାେତେ ସାହାୟ୍ଯ କରୁ।

ଲୂକଲିଖିତ ସୁସମାଚାର 12:2

ଲୁଚି ରହିଥିବା ପ୍ରେତ୍ୟକକ ଜିନିଷକୁ ପ୍ରକାଶ କରି ଦିଆୟିବ। ଗୋପନ ରେ ରହିଥିବା ପ୍ରେତ୍ୟକକ ବିଷୟକୁ ପ୍ରକାଶ କରାୟିବ।

ଲୂକଲିଖିତ ସୁସମାଚାର 19:40

କିନ୍ତୁ ଯୀଶୁ କହିଲେ, ମୁଁ ତୁମ୍ଭମାନଙ୍କୁ କହୁଛି, ଏସବୁ କଥା ନିଶ୍ଚୟ କୁହାୟିବ। ଯଦି ମାରେ ଶିଷ୍ଯମାନେ ଏସବୁ କଥା ନକୁହନ୍ତି। ତାହା ହେଲେ ଏ ପଥର ସବୁ ପାଟି କରି ତାହାସବୁ କହିବେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 23:5

ପାଉଲ ଉତ୍ତର ଦେଲେ, ଭାଇମାନେ, ମୁଁ ତାହାଙ୍କୁ ମହାୟାଜକ ବୋଲି ଜାଣି ନଥିଲି। ଏହା ଧର୍ମଶାସ୍ତ୍ର ରେ ଲଖାେଅଛି, 'ତୁମ୍ଭର ନିଜ ଲୋକଙ୍କ ନେତା ବିଷୟ ରେ ଖରାପ କଥା କହିବା ଉଚ଼ିତ ନୁହେଁ।'

Interlinear

Choose Theme