ଯେ ଗର୍ତ୍ତ ଖୋଳେ, ସେ ତହିଁରେ ପଡ଼ିବ ଓ ଯେଉଁ ଲୋକ ପ୍ରାଚୀର ଭାଙ୍ଗେ ତାହାକୁ ସର୍ପ କାମୁଡ଼ିବ।
Cross references
ଅବୀମଲକେ ନିଜର ପିତୃଗୃହ ଆଫ୍ରାକକ୍ସ୍ଟ ଗଲା। ସେ ତା'ର ସତକ୍ସ୍ଟରି ଜଣ ଭାଇମାନଙ୍କୁ ସଠାେରେ ଗୋଟିଏ ପଥର ରେ ହତ୍ଯା କଲା। କିନ୍ତୁ ୟିରକ୍ସ୍ଟଦ୍ଦାଲ୍ର କନିଷ୍ଠ ପକ୍ସ୍ଟତ୍ର ନିଜକକ୍ସ୍ଟ ଲକ୍ସ୍ଟଗ୍ଭଇ ରଖିଲା। ତା'ର ନାମ ଯୋଥମ୍ ଥିଲା।
ସେଥିରକ୍ସ୍ଟ ଜଣେ ସ୍ତ୍ରୀ ଚକିର ଉପର ପଟ ଅବୀମଲକଙ୍କେ ମକ୍ସ୍ଟଣ୍ତ ଉପରକକ୍ସ୍ଟ ପକାଇ ତାଙ୍କର ଖପକ୍ସ୍ଟରି ଭାଙ୍ଗି ପକାଇଲା।
ଏହାପରେ ଅହୀଥୋଫଲ ଯେତବେେଳେ ଦେଖିଲେ ଏହା ତାଙ୍କ ମନ୍ତ୍ରଣା ଅନକ୍ସ୍ଟସା ରେ ଗଲାନାହିଁ, ସେ ତାଙ୍କ ଗଧ ଉପରେ ଚଢି ତାଙ୍କର ନିଜ ନଗରକକ୍ସ୍ଟ ଫରେିଲେ ଏବଂ ସେ ତାଙ୍କ ବଂଶ ପାଇଁ ଏକ ଦଲିଲ୍ ଲେଖିଲେ ଏବଂ ନିଜେ ଫାଶି ହାଇେ ଗଲେ। ଏହିପରି ଭାବରେ ସେ ମଲା ଓ ନିଜର ପିତାର କବର ରେ କବର ପାଇଲା।
ଯୋୟାବଙ୍କର ଦଶ ଜଣ ୟକ୍ସ୍ଟବା ସୈନିକ ଥିଲେ। ଯେଉଁମାନେ ତାଙ୍କୁ ୟକ୍ସ୍ଟଦ୍ଧ ରେ ସାହାୟ୍ଯ କରୁଥିଲେ। ସହେି ସୈନିକମାନେ ଅବଶା ଲୋମର ଚତକ୍ସ୍ଟପାଶର୍ବ ରେ ଏକତ୍ରୀତ ହାଇେ ତାକକ୍ସ୍ଟ ହତ୍ଯା କଲେ।
ଏଥି ରେ ହାମନ୍, ମର୍ଦ୍ଦଖଯ ନିମନ୍ତେ ଯେଉଁ ଫାଶିକାଠ ପ୍ରସ୍ତୁତ କରିଥିଲା, ତହିଁ ଉପରେ ସମାନେେ ହାମନଙ୍କୁ ଫାଶି ଦେଲେ। ତହିଁରେ ରାଜାଙ୍କର କୋରଧ ଶାନ୍ତ ହେଲା।
ସେମାନେ ସବୁବେଳେ ଅନ୍ୟକୁ ଆଘାତ ଦେଇ ଫାନ୍ଦରେ ପକାଇବାକୁ ଚେଷ୍ଟା କରନ୍ତି। କିନ୍ତୁ ଶେଷରେ ସେମାନେ ନିଜ ଯନ୍ତାରେ ପଡ଼ି ଆଘାତ ପାଇବେ।
ସେମାନେ ନିଶ୍ଚୟ ଦଣ୍ଡ ପାଇବେ। ସେମାନେ ଅନ୍ୟ ଲୋକମାନଙ୍କ ପ୍ରତି ନିଷ୍ଠୁର ବ୍ୟବହାର ପ୍ରଦର୍ଶନ କରନ୍ତି। କିନ୍ତୁ ସେମାନେ ନିଜର ଦୌରାତ୍ମ୍ୟ ପାଇଁ ନିଜେ ହିଁ ଦଣ୍ଡ ପାଇବେ।
ଅନ୍ୟ ରାଜ୍ଯର ସହେି ଲୋକମାନେ ଅନ୍ୟ ଲୋକମାନଙ୍କ ବିରୁଦ୍ଧରେ ଗାଡ଼ ଖୋଳନ୍ତି ଓ ୟନ୍ତା ବସାନ୍ତି। କିନ୍ତୁ ସମାନେେ ନିଜେ ବସାଇ ଥିବା ୟନ୍ତାରେ ପଡ଼ନ୍ତି। ସହେି ଲୋକମାନେ ଅନ୍ୟକୁ ଧରିବା ପାଇଁ ଫାଶ ବସାଇ ଥାଆନ୍ତି କିନ୍ତୁ ଶଷେରେ ସମାନେେ ନିଜେ ସହେି ଜାଲରେ ଧରାପଡ଼ନ୍ତି।
ଯେ ଗାତ ଖୋଳେ, ସେ ଆପେ ହିଁ ସହେି ଗାତ ରେ ପଡ଼ିଥାଏ। ଏବଂ ଯେ ପଥର ଗଡ଼ାଏ, ତାହା ତା ଉପରକୁ ଲେଉଟି ଥାଏ।
ସଦାପ୍ରଭୁଙ୍କର ଦିନଟି ଏପରି ସମୟ ହବେ, ଯବେେ ତବେଳେେ ଜଣେ ବ୍ଯକ୍ତି ସିଂହ ମୁହଁରୁ ରକ୍ଷା ପାଇ ଭାଲୁ ଦ୍ବାରା ଆକ୍ରମିତ ହୁଏ କି ନିଜ ଘରର କାନ୍ଥ ରେ ହାତ ରଖି ବିଶ୍ରାମ ନବୋ ସମୟରେ ଦନ୍ତଘାତ ହୁଏ।
ଯଦି ସମାନେେ ନିଜକୁ କର୍ମିଲ ଶୃଙ୍ଗ ରେ ଲୁଗ୍ଭନ୍ତି, ଆମ୍ଭେ ସମାନଙ୍କେୁ ଖାଜେି ସଠାରୁେ ମଧ୍ଯ ଧରି ଆଣିବା। ଯଦି ସମାନେେ ସମୁଦ୍ରର ନିମ୍ନ ଭାଗ ରେ ଲୁଚି ରହନ୍ତି, ତବେେ ଆମ୍ଭେ ସର୍ପକୁ ଆଦେଶ ଦବୋ ଓ ସହେି ସର୍ପ ସମାନଙ୍କେୁ ଦଂଶନ କରିବ।