Home Bibles ☰ Books ଉପଦେଶକ 11:10 · ଓଡ଼ିଆ ବାଇବେଲ
ଉପଦେଶକ 11:10 · ଓଡ଼ିଆ ବାଇବେଲ

ତୁମ୍ଭେ ମନରୁ ବିରକ୍ତି, ବାହାର କରିଦିଅ ଏବଂ ତୁମ୍ଭର ଶରୀରକୁ ଖରାପ ଜିନିଷଠାରୁ ଦୂର ରେ ରକ, କାରଣ ବାଲ୍ଯାବସ୍ଥା ଏବଂ ୟୌବନ ଅର୍ଥହୀନ ଅଟେ।

Cross references

ଆୟୁବ ପୁସ୍ତକ 13:26

ହେ ପରମେଶ୍ବର, ତୁମ୍ଭେ ମାେ ବିରୁଦ୍ଧ ରେ ତିକ୍ତ କଥା କହୁଛ ଏବଂ ହୁଏତ ମାେ ୟୌବନର ପାପ ପାଇଁ ମାେତେ ଶାସ୍ତି ପ୍ରଦାନ କରୁଛ।

ଆୟୁବ ପୁସ୍ତକ 20:11

ଯେତବେେଳେ ସେ ୟୁବକ ଥିଲା, ତା'ର ହାଡ ଶକ୍ତ ଥିଲା। କିନ୍ତୁ ତା'ର ଶରୀରର ଅନ୍ଯାନ୍ଯ ଅଙ୍ଗଭଳି ସେ ମଧ୍ଯ ଶୀଘ୍ର ମାଟି ରେ ମିଶିୟିବ।

ଗୀତସଂହିତା 25:7

ମୁଁ ୟୁବା ବେଳେ କରିଥିବା ପାପ ଓ ଅପରାଧକୁ ଭୁଲି ୟାଅ। ତୁମ୍ଭର ପବିତ୍ର ନାମର ସାର୍ଥକତା ପାଇଁ, ହେ ସଦାପ୍ରଭୁ ମାେତେ ତୁମ୍ଭର ସ୍ନହପେୂର୍ଣ୍ଣ କରୁଣାରେ ବାନ୍ଧି ରଖ।

ଗୀତସଂହିତା 39:5

ହେ ସଦାପ୍ରଭୁ, ତୁମ୍ଭେ ମାେତେ ଗୋଟିଏ କ୍ଷଣସ୍ଥାଯୀ ଜୀବନ ଦଇେଛ। ମାରେ କ୍ଷଣସ୍ଥାଯୀ ଜୀବନ ତୁମ୍ଭ ତୁଳନାରେ କିଛି ନୁହେଁ। ପ୍ରେତ୍ୟକକ ଲୋକର ଜୀବନ ଏକ ମେଘଖଣ୍ଡ ସଦୃଶ ୟାହାକି ଖୁବ୍ ଶୀଘ୍ର ଭାସିୟାଏ, କହେି ଚିରଦିନ ବଞ୍ଚିରହେ ନାହିଁ।

ଗୀତସଂହିତା 39:6

ଆମ୍ଭର ଜୀବନ ହେଉଛି ଏକ ଦର୍ପଣର ପ୍ରତିବିମ୍ବ ସଦୃଶ। ଆମ୍ଭେ ଜୀବନସାରା ବସ୍ତୁ ପଛରେ ଧାଇଁ ଧାଇଁ କଟାଇ ଦେଉ। କିନ୍ତୁ ଆମ୍ଭେ ଜାଣୁନା ଆମ୍ଭର ମୃତ୍ଯୁପରେ ସେ ସବୁକୁ କିଏ ପାଇବ।

ଗୀତସଂହିତା 90:7

ହେ ପରମେଶ୍ବର, ତୁମ୍ଭ କୋର୍ଧରେ ଆମ୍ଭମାନେେ କ୍ଷଯ ହେଉ। ପୁଣି ତୁମ୍ଭ କୋର୍ଧ ଆମ୍ଭଙ୍କୁ ଭୟଭୀତ କରେ।

ହିତୋପଦେଶ 22:15

ପିଲାର ମନ ରେ ଅଜ୍ଞାନତା ଥାଏ। ପୁଣି ଶାସନ ବାଡ଼ି ତାହା ବାହାର କରି ତାହାଠାରୁ ଦୂର କରିଦିଏ।

ଉପଦେଶକ 1:2

ସମସ୍ତ ମୂଲ୍ଯହୀନ ଅଟେ, ଉପଦେଶକ କହନ୍ତି, ପୁରାପୁରି ମୂଲ୍ଯହୀନ, ସମସ୍ତ ମୂଲ୍ଯହୀନ ଅଟେ।

ଉପଦେଶକ 1:14

ସୂର୍ୟ୍ଯ ତଳେ ଘଟୁଥିବା ସମସ୍ତ କାର୍ୟ୍ଯ ମୁଁ ନୀରିକ୍ଷଣ କରିଅଛି। ଆଉ ଦେଖ ସବୁ ଅସାର, ପବନକୁ ଧରିବା ପରି।

ଉପଦେଶକ 12:1

ତୁମ୍ଭେ ୟୌବନ କାଳ ରେ ଆପଣା ସୃଷ୍ଟିକର୍ତ୍ତାଙ୍କୁ ସ୍ମରଣ କର। ବୃଦ୍ଧାବସ୍ଥା ଓ ଏହାର ଦୂରାବସ୍ଥା ଆସିବା ପୂର୍ବରୁ, ଯେଉଁ ବର୍ଷ ତୁମ୍ଭେ କହିବ ମୁଁ ଆଉ ଜୀବନକୁ ଉପ ଭୋଗ କରିବାକୁ ଚା ହେଁ ନାହିଁ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 7:1

ଅତଏବ, ଆସ ପରମମେଶ୍ବରଙ୍କ ପ୍ରତି ଭକ୍ତି ଥିବାରୁ ଆମ୍ଭ ଜୀବନ ଯାପନ ପ୍ରଣାଳୀ ରେ ନିଜକୁ ପବିତ୍ର କରିବା ଏବଂ ଆମ୍ଭ ଶରୀର ଓ ଆତ୍ମାକୁ ଅପବିତ୍ର କରୁଥିବା ପ୍ରେତ୍ୟକକ ବିଷୟକୁ ଦୂର କରିବା।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 2:22

ୟୁବକମାନେ ଯେଉଁ ସବୁ ମନ୍ଦ କାମ କରିବାକୁ ଇଚ୍ଛା କରନ୍ତି, ସଗେୁଡ଼ିକରୁ ଦୂର ରେ ରୁହ। ଧାର୍ମିକ ଭାବରେ ବଞ୍ଚିବା ପାଇଁ କଠିନ ପରିଶ୍ରମ କର। ବିଶ୍ବାସ, ପ୍ ରମେ ଓ ଶାନ୍ତି ପାଇବା ପାଇଁ ଚେଷ୍ଟା କର। ଯେଉଁ ଲୋକମାନେ ପ୍ରଭୁଙ୍କୁ ବିଶ୍ବାସ କରନ୍ତି ଓ ଯେଉଁମାନଙ୍କର ଶୁଦ୍ଧ ହୃଦୟ, ସମାନଙ୍କେ ସହିତ ମିଶି ଉକ୍ତ ଆଚରଣ କର।

ପିତରଙ୍କ ଦିତୀୟ ପତ୍ର 3:11

ମୁଁ କହିଲା ଭଳି, ଏପରି ଭାବରେ ସବୁ କିଛି ନଷ୍ଟ ହାଇଯେିବ। ଅତଏବ, ତୁମ୍ଭେ କିପରି ଲୋକ ହବୋ ଉଚିତ ? ତୁମ୍ଭେ ପବିତ୍ର ଜୀବନଯାପନ କରି ପରମେଶ୍ବରଙ୍କ ସବୋ କରିବା ଉଚିତ।

Interlinear

Choose Theme