Home Bibles ☰ Books ଉପଦେଶକ 11:5 · ଓଡ଼ିଆ ବାଇବେଲ
ଉପଦେଶକ 11:5 · ଓଡ଼ିଆ ବାଇବେଲ

ତୁମ୍ଭେ ବାଯୁର ଗତି ଜାଣିପାରିବ ନାହିଁ। ଏବଂ ତୁମ୍ଭେ ଜାଣିପାରିବ ନାହିଁ ମା ପଟେ ରେ ଶିଶୁଟି କିପରି ବଢ଼େ। ଠିକ୍ ସହେିପରି ପରମେଶ୍ବର କ'ଣ କରନ୍ତି ତୁମ୍ଭେ ଜାଣିପାରିବ ନାହିଁ। ସେ ପ୍ରେତ୍ୟକକ କଥା ଘଟାନ୍ତି।

Cross references

ଆୟୁବ ପୁସ୍ତକ 5:9

ଲୋକେ ପରମେଶ୍ବରଙ୍କ ଆଶ୍ଚର୍ୟ୍ଯକର୍ମକୁ ବୁଝିପାରନ୍ତି ନାହିଁ କି ତାଙ୍କର ଅଲୌକିକ କାର୍ୟ୍ଯର ମଧ୍ଯ ଅନ୍ତ ନାହିଁ।

ଆୟୁବ ପୁସ୍ତକ 26:5

ପ୍ ରତଗେଣ ପାତାଳ ରେ ଥିବା ଜଳ ରେ କମ୍ପି ଉଠନ୍ତି।

ଆୟୁବ ପୁସ୍ତକ 26:14

ଏହି କେତକେ ଆଶ୍ଚର୍ୟ୍ଯ ବିଷଯ ପରମେଶ୍ବର କରନ୍ତି। ତାଙ୍କ ବିଷଯ ରେ ଆମ୍ଭେ କବଳେ ଗୋଟିଏ ମୃଦୁ ଶବ୍ଦ ଶୁଣୁ। ସମ୍ଭବତଃ କିଏ ତାଙ୍କର ବଜ୍ରନାଦର ଶକ୍ତି ବୁଝିପାରିବ।

ଆୟୁବ ପୁସ୍ତକ 36:24

ମନରେଖ, ପରମେଶ୍ବରଙ୍କ କାର୍ୟ୍ଯ ପାଇଁ ତାଙ୍କୁ ପ୍ରଶଂସା କର। ବହୁତ ଲୋକେ ପରମେଶ୍ବରଙ୍କୁ ପ୍ରଶଂସା କରି ଅନକେ ଗୀତ ଲେଖିଛନ୍ତି।

ଆୟୁବ ପୁସ୍ତକ 37:23

ସର୍ବଶକ୍ତିମାନ ପରମେଶ୍ବର ମହାନ ଅଟନ୍ତି। ଆମ୍ଭେ ପରମେଶ୍ବରଙ୍କୁ ବୁଝିପାରିବା ନାହିଁ। ସେ ପରମ ଶକ୍ତିଶାଳୀ କିନ୍ତୁ ସେ ଆମ୍ଭମାନଙ୍କ ପାଇଁ ବିଚାରବନ୍ତ ଓ ଧାର୍ମିକ। ସେ ଆମ୍ଭମାନଙ୍କୁ ଆଘାତ ଦବୋକୁ ଚାହାଁନ୍ତି ନାହିଁ।

ଆୟୁବ ପୁସ୍ତକ 38:4

ଆୟୁବ, ତୁମ୍ଭେ କେଉଁଠା ରେ ଥିଲ, ଯେତବେେଳେ ମୁଁ ଏ ପୃଥିବୀକୁ ସୃଷ୍ଟି କଲି ? ଯଦି ତୁମ୍ଭେ ଏତେ ବୁଦ୍ଧିମାନ ମାେତେ ଉତ୍ତର ଦିଅ।

ଗୀତସଂହିତା 40:5

ହେ ସଦାପ୍ରଭୁ, ଆମ୍ଭମାନଙ୍କର ପରମେଶ୍ବର, ତୁମ୍ଭେ ଅନକେ ଆଶ୍ଚର୍ୟ୍ଯଜନକ କାର୍ୟ୍ଯ କରିଛ। ତୁମ୍ଭେ ଆମ୍ଭମାନଙ୍କ ପାଇଁ ଅନକେ ଆଶ୍ଚର୍ୟ୍ଯ ଯୋଜନାମାନ ରଖିଛ। କୌଣସି ବ୍ଯକ୍ତି ତାହା କବେେ ଗଣି ପାରିବ ନାହିଁ। ମୁଁ ବାରମ୍ବାର ସହେିସବୁ କଥା କହିବି ୟାହାକୁ ଗଣିବା ଅସମ୍ଭବ।

ଗୀତସଂହିତା 92:5

ହେ ସଦାପ୍ରଭୁ, ତୁମ୍ଭର କର୍ମସବୁ ମହତ୍। ତୁମ୍ଭର ବିଚାରଧାରା ବୁଝିବା ଆମ୍ଭ ପକ୍ଷେ କଷ୍ଟକର।

ଗୀତସଂହିତା 104:24

ସଦାପ୍ରଭୁ, ତୁମ୍ଭେ କେତେ ଜିନିଷ ତିଆରି କରିଅଛ। ପୃଥିବୀ ତୁମ୍ଭ ସୃଷ୍ଟି ବସ୍ତୁରେ ପରିପୂର୍ଣ୍ଣ ଅଛି। ଜ୍ଞାନ ବଳରେ ତୁମ୍ଭେ ସେସବୁ ଜିନିଷ ତିଆରି କରିଅଛ।

ଗୀତସଂହିତା 139:13

ସଦାପ୍ରଭୁ ତୁମ୍ଭେ ମାରେ ସମଗ୍ର ଅଂଶକୁ ତିଆରି କଲ। ତୁମ୍ଭେ ମାେତେ ମାେ ମାତୃ ଗର୍ଭରେ ସମସ୍ତ ଶରୀର ସହିତ ରଖିଲ।

ଉପଦେଶକ 1:6

ପବନ ଦକ୍ଷିଣ ଦିଗକୁ ବ ହେ, ପବନ ଉତ୍ତର ଦିଗକୁ ବ ହେ। ପବନ ନିଜ ପଥରେ ଘୁ ରେ ଓ ପବନ ଆପଣା ଚକ୍ରକୁ ପୁନର୍ବାର ଫେ ରେ।

ଉପଦେଶକ 3:11

ପରମେଶ୍ବର ଏହା ଠିକ୍ ସମୟରେ ପ୍ରେତ୍ୟକକ ଜିନିଷ ସୁନ୍ଦର କରନ୍ତି। ସେ ମଧ୍ଯ ଲୋକମାନଙ୍କ ମନ ରେ ଅନନ୍ତକାଳର ଧାରଣା ରଖନ୍ତି, କିନ୍ତୁ ସମାନେେ କବେେ ହେଲେ ପୁରାପୁରି ବୁଝିପାରନ୍ତି ନାହିଁ ଯେ, ପ୍ରେତ୍ୟକକ ଜିନିଷ ପରମେଶ୍ବର କରିଅଛନ୍ତି।

ଉପଦେଶକ 7:24

ସବୁ କିଛି ଆମ୍ଭର ବୁଝାମଣାର ବାହା ରେ, ଏସବୁ କିଏ ବୁଝିପାରିବ ?

Interlinear

Choose Theme