Home Bibles ☰ Books ଉପଦେଶକ 12:10 · ଓଡ଼ିଆ ବାଇବେଲ
ଉପଦେଶକ 12:10 · ଓଡ଼ିଆ ବାଇବେଲ

ଉପଦେଶକ ସଠିକ୍ ଶବ୍ଦ ଖାଜେିବା ପାଇଁ ଚେଷ୍ଟା କଲେ। ଏବଂ ଯେଉଁ ଶବ୍ଦଗୁଡ଼ିକ ପୁରାପୁରି ସତ୍ଯ ଓ ସିଦ୍ଧ, ସଗେୁଡ଼ିକ ଲେଖିଲେ।

Cross references

ହିତୋପଦେଶ 1:1

ଏହି ହିତାପଦେେଶଗୁଡ଼ିକ ହେଉଛି, ଦାଉଦଙ୍କର ପୁତ୍ର ଶଲୋମନଙ୍କର। ଶଲୋମନ ଇଶ୍ରାୟେଲର ରାଜା ଥିଲେ।

ହିତୋପଦେଶ 1:3

ଏହି ଉପଦେଶ ଲୋକମାନଙ୍କର ନିର୍ଦ୍ଦେଶ ଠିକ୍ ବାଟରେ କରିବ। ଏହାଦ୍ବାରା ଲୋକମାନେ ସଚ୍ଚୋଟତା, ସାଧୁତା ଓ ନ୍ଯାଯ ଶିକ୍ଷା କରିବେ।

ହିତୋପଦେଶ 8:6

ଶୁଣ, କାରଣ ମୁଁ ତୁମ୍ଭକୁ ଉତ୍କୃଷ୍ଟ ବିଷଯ କହିବି। ଏବଂ ମୁଁ ତୁମ୍ଭମାନଙ୍କୁ ଉଚିତ୍ କଥା କହିବି। ଯାହା ମାେ ପାଟିରୁ ବାହାରିବ।

ହିତୋପଦେଶ 15:23

ଉତ୍ତମ ଉତ୍ତର ଦଇେ ଜଣେ ଆନନ୍ଦ ପାଏ, କିନ୍ତୁ କେତେ ଭଲ ୟଥୋଚିତ କଥା ୟଥୋଚିତ ସମୟରେ ଅଟେ।

ହିତୋପଦେଶ 15:26

ଦୁଷ୍ଟ ଲୋକର ଚିନ୍ତାଧାରାଗୁଡ଼ିକ ସଦାପ୍ରଭୁଙ୍କର ନିକଟରେ ଘୃଣ୍ଯ ଅଟେ। ମାତ୍ର ସ୍ବଳ୍ପ କଥା ଆନନ୍ଦ ଦାୟକ।

ହିତୋପଦେଶ 16:21

କିଏ ଜ୍ଞାନୀ ବା ବୁଦ୍ଧିମାନ, ଲୋକମାନେ ଜାଣିପାରିବେ। ବାକ୍ଯର ମିଷ୍ଟତା ପାଣ୍ଡିତ୍ଯ ବଢ଼ାଏ।

ହିତୋପଦେଶ 16:24

ଦୟାପୂର୍ଣ୍ଣ କଥା ମହୁପରି ଅଟେ। ଏହାକୁ ଗ୍ରହଣ କରିବା ସହଜ ଏବଂ ସ୍ବାସ୍ଥ୍ଯ ପାଇଁ ଉତ୍ତମ।

ହିତୋପଦେଶ 22:17

ଆପଣା କର୍ଣ୍ଣ ଡ଼ରେି ଜ୍ଞାନବାନମାନଙ୍କ କଥା ଶୁଣ, ମୁଁ ଯାହା ଶିକ୍ଷା ଦିଏ ଆପଣା ମନ ଲଗାଅ।

ହିତୋପଦେଶ 25:11

ଯଥା ସମୟରେ ଉଚିତ୍ କଥା କହିବା ଠିକ୍। ଏକ ସୁବର୍ଣ୍ଣର ସହେି ରୂପାର ରଚାଇ ରଖିବା ପରି।

ଉପଦେଶକ 1:1

ଏହି ବାକ୍ଯଗୁଡ଼ିକ ହେଉଛି ଉପଦେଶକମାନଙ୍କର। ଉପଦେଶକ ହେଉଛନ୍ତି ୟିରୁଶାଲମର ରାଜା ଦାଉଦଙ୍କର ପୁତ୍ର,

ଉପଦେଶକ 1:12

ମୁଁ ଉପଦେଶକ ୟିରୁଶାଲମ ରେ ଇଶ୍ରାୟେଲର ଉପ ରେ ରାଜା ଥିଲି।

ଯୋହନଲିଖିତ ସୁସମାଚାର 3:11

ମୁଁ ତୁମ୍ଭକୁ ସତ୍ଯ କହୁଛି, ତୁମ୍ଭେ ଯାହା ସବୁ ଜାଣୁ ତାହା ସବୁ କହୁଛୁ, ଆମ୍ଭେ ଯାହା ଦେଖିଛୁ ତାହା ତୁମ୍ଭକୁ କହୁଛୁ, କିନ୍ତୁ ଆମ୍ଭେ ତୁମ୍ଭମାନଙ୍କୁ ଯାହା କହୁଛୁ, ତୁମ୍ଭମାନେେ ତାହା ଗ୍ରହଣ କରୁନାହଁ।

କଲସୀୟଙ୍କ ପ୍ରତି ପତ୍ର 1:5

ତୁମ୍ଭମାନଙ୍କର ଭରସା ହତେୁ ତୁମ୍ଭମାନେେ ଖ୍ରୀଷ୍ଟଙ୍କୁ ବିଶ୍ବାସ ଓ ସାଧୁମାନଙ୍କୁ ପ୍ ରମେ କରୁଛ। ତୁମ୍ଭେ ଯେଉଁ ବିଷୟଗୁଡ଼ିକ ପାଇଁ ଭରସା କରୁଛ, ତାହା ସ୍ବର୍ଗ ରେ ତୁମ୍ଭ ପାଇଁ ସୁରକ୍ଷିତ ଅଛି। ତୁମ୍ଭମାନେେ ଯେତବେେଳେ ସତ୍ଶିକ୍ଷା ବା ସୁସମାଚାର ଶୁଣିଥିଲ, ସେତବେେଳେ ଏହି ଭରସା ବିଷୟ ରେ ଜାଣିଥିଲ।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 1:15

ମୁଁ ଯାହା କହୁଛି ତାହା ସତ୍ଯ ଓ ତୁମ୍ଭେ ଏହାକୁ ପୂର୍ଣ୍ଣ ଭାବରେ ଗ୍ରହଣ କରିବା ଉଚିତ ଯେ ପାପୀମାନଙ୍କୁ ଉଦ୍ଧାର କରିବା ପାଇଁ ଖ୍ରୀଷ୍ଟ ଯୀଶୁ ଜଗତକୁ ଆସିଥିଲେ। ମୁଁ ସମାନଙ୍କେ ମଧିଅରେ ସବୁଠାରୁ ଜଘନ୍ଯ ପାପୀ।

Interlinear

Choose Theme