Home Bibles ☰ Books ଉପଦେଶକ 12:3 · ଓଡ଼ିଆ ବାଇବେଲ
ଉପଦେଶକ 12:3 · ଓଡ଼ିଆ ବାଇବେଲ

ସହେି ଦିନ ଗୃହ ରକ୍ଷକମାନେ ଥରହର ହବେେ ଓ ବଳବାନ ଲୋକେ ଆପେ ନତ ହବେେଓ ପଷେିକାମାନେ ଅଳ୍ପ ସଂଖ୍ଯକ ଦବୋରୁ ନିବୃତ ହବେେ। ପୁଣି ସହେିମାନେ ଯେଉଁମାନେ ଝରକାରୁ ଉଙ୍କିମାରି ଦେଖନ୍ତି, ସମାନେେ ଅନ୍ଧ ହବେେ।

Cross references

ଆଦି ପୁସ୍ତକ 27:1

ଇସ୍ହାକ ବୃଦ୍ଧ ହେଲାପରେ ତାଙ୍କ ଆଖିକୁ ଭଲ ଦଖାେ ଗଲା ନାହିଁ। ଦିନେ ସେ ତାଙ୍କର ବଡ଼ପୁତ୍ର ଏଷୌକୁ ପାଖକୁ ଡ଼ାକି ଇସ୍ହାକ କହିଲେ, ହେ ପୁତ୍ର ଏଷୌ! ସେ ଉତ୍ତର ଦେଲେ, ମୁଁ ଏହିଠା ରେ,

ଆଦି ପୁସ୍ତକ 48:10

ଇଶ୍ରାୟେଲ ବହୁତ ବୃଦ୍ଧ ହାଇେଥିବାରୁ ତାଙ୍କୁ ଭଲ ଦଖାେ ଯାଉ ନଥିଲା। ତେଣୁ ଯୋଷଫେ ତାଙ୍କର ପୁତ୍ରମାନଙ୍କୁ ଇଶ୍ରାୟେଲଙ୍କ ନିକଟକୁ ନେଲେ। ଇଶ୍ରାୟେଲ ସମାନଙ୍କେୁ ଚୁମ୍ବନ ଦେଲେ ଓ କୋଳାଇ ନେଲେ।

ପ୍ରଥମ ଶାମୁୟେଲ 3:2

ଏହି ସମୟରେ ଏଲିଙ୍କର ଚକ୍ଷକ୍ସ୍ଟ ଧକ୍ସ୍ଟନ୍ଦକ୍ସ୍ଟଳା ହବୋକକ୍ସ୍ଟ ଲାଗିଲା। ଏଣୁ ସେ ଦେଖି ପାରିଲେ ନାହିଁ, ଏକ ଦିନ ସେ ଆପଣା ସ୍ଥାନ ରେ ଶାଇେଥିଲେ।

ଦିତୀୟ ଶାମୁୟେଲ 21:15

ଏହାପରେ ପଲେଷ୍ଟୀୟମାନଙ୍କର ଇଶ୍ରାୟେଲ ସହିତ ପକ୍ସ୍ଟନର୍ବାର ୟକ୍ସ୍ଟଦ୍ଧ ହେଲା। ଦାଉଦ ଓ ତାଙ୍କ ସହିତ ତାଙ୍କର ଲୋକମାନେ ୟାଇ ପଲେଷ୍ଟୀୟମାନଙ୍କ ସହିତ ୟକ୍ସ୍ଟଦ୍ଧ କଲେ, କିନ୍ତୁ ଦାଉଦ ଦୁର୍ବଳ ଓ କ୍ଲାନ୍ତ ହେଲେ।

ଗୀତସଂହିତା 90:9

ତୁମ୍ଭର କୋର୍ଧ ଆମ୍ଭମାନଙ୍କ ଜୀବନକୁ ଶଷେ ଦିନ କରିଦଇେ ଆଣିଛି। ଆମ୍ଭେ ଆମ୍ଭର ବର୍ଷ ଅତିଶୀଘ୍ର ସମାପ୍ତ କରୁଥାଉ।

ଗୀତସଂହିତା 102:23

ମାରେ ଜୀବନର ମଝିରେ ସଦାପ୍ରଭୁ ମାରେ ବଳକୁ ହ୍ରାସ କରି, ସେ ମାରେ ଆଯୁ ଊଣା କରିଛନ୍ତି।

ଯିଖରିୟ 8:4

ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ବୃଦ୍ଧ ଓ ବୃଦ୍ଧାମାନେ ପୁନର୍ବାର ୟିରୁଶାଲମର ଖାେଲା ସ୍ଥାନ ରେ ବସ। ପ୍ରେତ୍ୟକକଙ୍କ ହାତ ରେ ଏକ ଆଶାବାଡି ରହିବ କାରଣ ସମାନଙ୍କେର ବୃଦ୍ଧାବସ୍ଥା ପାଇଁ।

Interlinear

Choose Theme