ଆହୁରି ସମାନେେ ଉଚ୍ଚସ୍ଥାନ ବିଷଯ ରେ ଭୟ କରିବେ ଓ ପଥରେ ତ୍ରାସ ହବେେ। ଆଉ ତୁମ୍ଭର ବାଳ ବାଦାମ ବୃକ୍ଷର ପୁଷ୍ପ ତୁଲ୍ଯ ଧଳା ଗତି ରେ ପରିଣତ କରିବ। ତୁମ୍ଭର ଗତି ଝିଣ୍ଟିକାର ଗତି ସଦୃଶ ହବେ ଓ ତୁମ୍ଭେ ତୁମ୍ଭର ବଞ୍ଚିବାର ଇଚ୍ଛା ହରାଇବ। ଏବଂ ତା'ପ ରେ ତୁମ୍ଭେ ତୁମ୍ଭର ଚିରନିବାସକୁ (କବରକୁ) ଗମନ କରିବ। ଶାେକକାରୀମାନେ ଏକତ୍ରୀତ ହାଇେ ତୁମ୍ଭର ମୃତ ଶରୀରକୁ କବର ସ୍ଥାନକୁ ନବେେ।
Cross references
କିନ୍ତୁ ଯାକୁବ ତାଙ୍କୁ କହିଲେ, ମୁଁ ବିନ୍ଯାମୀନକୁ ତୁମ୍ଭ ସହିତ ଛାଡ଼ିବି ନାହିଁ। ତା'ର ଭାଇ ମରିୟାଇଛି। ସେ ଜଣେ କବଳେ ରହିୟାଇଛି। ଯଦି ସେ ତୁମ୍ଭ ସହିତ ମିଶରକୁ ୟାଏ ଏବଂ ରାସ୍ତା ରେ କିଛି ଗୋଟିଏ ହାଇୟୋଏ, ତବେେ ତୁମ୍ଭେ ମାେତେ ଶାେକରେ ମାରେ ଏହି ପକ୍ବ କେଶ ରେ କବରକୁ ପଠଇେ ଦବେ।
ଯଦି ତୁମ୍ଭେ ମାରେ ଆର ପୁତ୍ରକୁ ମାେ ଠାରୁ ଦୂ ରଇେ ନିଅ। ଏବଂ ଯଦି ତା'ର କିଛି ହୁଏ, ତବେେ ମୁଁ ଦୁଃଖ ରେ ମରିୟିବି।'
ଆମ୍ଭର ପିତା ଏକ ଦୁଃଖି ବୃଦ୍ଧ ଲୋକ, ସେ ଯେତବେେଳେ ଦେଖିବେ ବିନ୍ଯାମୀନ ଆମ୍ଭ ସହିତ ନାହିଁ। ଏବଂ ଏହା ଆମ୍ଭର ଦୋଷ ହବେ। ଆମ୍ଭ ଯୋଗୁଁ ସେ ଦୁଃଖି ମଣିଷ ପରି ମୃତ୍ଯୁବରଣ କରିବେ।
ମିଶରୀଯ ଲୋକମାନେ ତାଙ୍କ ପାଇଁ ସତୁରି ଦିନୟାଏ ଶାେକ କଲେ। ଶରୀର ସଂସ୍କାର ନିମନ୍ତେ ପ୍ରସ୍ତୁତ ଚାଳିଶ ଦିନ ରେ ଶଷେ ହେଲା। ସଂପୂର୍ଣ୍ଣ ଶୋକପରେ ଯୋଷଫେ ଫାରୋଙ୍କ ନିକଟକୁ ଗଲେ।
ବୃଦ୍ଧ ଲୋକଙ୍କୁ ସମ୍ମାନ ଦିଅ। ସମାନେେ ତୁମ୍ଭ ପାଖକୁ ଆସିଲେ ଛିଡା ହାଇୟୋଅ, ଛିଡା ହାଇେ ଥିଲେ ତାଙ୍କୁ ସମାଦର କରିବ। ତୁମ୍ଭମାନେେ ତୁମ୍ଭମାନଙ୍କର ପରମେଶ୍ବରଙ୍କୁ ଭୟ କରିବା ଉଚିତ୍। ମୁଁ ନିତ୍ଯ ସଦାପ୍ରଭୁ ଅଟେ।
ସହେି ପାଚିଲାବାଳିଆ ଓ ବୃଦ୍ଧ ଲୋକଗୁଡ଼ିକ ଆମ୍ଭମାନଙ୍କ କଥା ରେ ଏକମନ ହବେେ, ଏପରିକି ତୁମ୍ଭର ପିତାଙ୍କଠାରୁ ଆହୁରି ବୃଦ୍ଧ ଲୋକମାନେ ମଧ୍ଯ ଆମ୍ଭ ସହିତ ଅଛନ୍ତି।
ମୁଁ ହୁଏତ କବରକୁ ମାରେ ନୂଆ ଘର ବୋଲି ଆଶା କରିବି। ମୁଁ ଆଶା କରୁଛି, ମାରେ ବିଛଣା ଅନ୍ଧକାର ବିବରଣ କରିବି।
ମୁଁ ଜାଣେ ତୁମ୍ଭେ ମୃତ୍ଯୁ ଆଡ଼କୁ କଢ଼ାଇ ଦବେ। ପ୍ରେତ୍ୟକକ ଜୀବିତ ବ୍ଯକ୍ତି ନିଶ୍ଚଯ ମରିବେ।
ଦେଖ !ବୁଦ୍ଧିମାନ୍ ଲୋକମାନେ ମୃତ୍ଯୁବରଣ କରନ୍ତି, ୟମେିତିକି ମୂର୍ଖ ଓ ନିର୍ ବୋଧ ଲୋକମାନେ ମୃତ୍ଯୁବରଣ କରନ୍ତି ଓ ନିଜର ସମ୍ପତ୍ତି ଅନ୍ୟ ପାଇଁ ଛାଡ଼ି ୟାଆନ୍ତି।
ବର୍ତ୍ତମାନ ମୁଁ ବୃଦ୍ଧ ଓ ମାରେ ବାଳ ପାଚିୟାଇଛି। ମାେତେ ପରିତ୍ଯାଗ କର ନାହିଁ, ପରମେଶ୍ବର। ମାେ ସାଙ୍ଗରେ ରୁହ, ମୁଁ ୟପରେି ତୁମ୍ଭର ଶକ୍ତି ଏବଂ ମହାନତା ବିଷଯରେ ଭବିଷ୍ଯତ ବଂଶଧରଙ୍କ ଆଗରେ କହିପାରିବି।
ପାଚିଲା କେଶ ଶାେଭାଜନକ ମୁକୁଟ। ତାହା ଧର୍ମ ପଥରେ ପ୍ରାପ୍ତ ହୁଏ।
ୟୁବକମାନଙ୍କ ବଳ ସମାନଙ୍କେର ଭୂଷଣ। ବୃଦ୍ଧମାନଙ୍କର ପକ୍ବ କେଶ ସମାନଙ୍କେର ଶାେଭା।
ତୁମ୍ଭେ କୌଣସି କାର୍ୟ୍ଯ କର, ତାହା ଆପଣା ସମସ୍ତ ଶକ୍ତି ସହିତ କର। କାରଣ ତୁମ୍ଭେ ଯେଉଁ କବରକୁ ଯାଉଅଛ, ସଠାେ ରେ କିଛି କାର୍ୟ୍ଯ, ଯୋଜନା, ବୁଦ୍ଧି, ଜ୍ଞାନ ନାହିଁ।
ତୁମ୍ଭର ଜନ୍ମ ସମୟରେ ଆମ୍ଭେ ବହନ କରିଥିଲୁ। ପୁଣି ବାର୍ଦ୍ଧକ୍ଯ ପର୍ୟ୍ଯନ୍ତ ତୁମ୍ଭକୁ ବହନ କରିବୁ। ପକ୍ବକେଶ ହବୋ ପର୍ୟ୍ଯନ୍ତ ଆମ୍ଭେ ବହନ କରିବୁ। କାରଣ ଆମ୍ଭେ ତୁମ୍ଭକୁ ସୃଷ୍ଟି କରିଛୁ। ତେଣୁ ଆମ୍ଭେ ବହନ କରିବା ଓ ତୁମ୍ଭକୁ ଉଦ୍ଧାର କରିବା।
ଏହାପ ରେ ସଦାପ୍ରଭୁଙ୍କର ଏହି ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ଯଥା, ହେ ଯିରିମିୟ, ତୁମ୍ଭେ କଅଣ ଦେଖୁଅଛ ?
ସମାନେେ କିଅବା ସମାନଙ୍କେର ପୂର୍ବପୁରୁଷ ଜାଣି ନ ଥିବା ଦେଶୀଯମାନଙ୍କ ମଧିଅରେ ସମାନଙ୍କେୁ ଛିନ୍ନଭିନ୍ନ କରିବା। ସମାନଙ୍କେୁ ସଂହାର ନ କରିବା ୟାଏ ସମାନଙ୍କେ ପଛ ରେ ଖଡ୍ଗ ପଠାଇବା।
ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭମାନେେ ବିବଚେନା କର ଓ ବିଳାପକାରିଣୀ ସ୍ତ୍ରୀମାନଙ୍କୁ ଆସିବା ପାଇଁ ଡ଼ାକ ଓ ନିପୁଣା ସ୍ତ୍ରୀମାନଙ୍କର ଆସିବା ପାଇଁ ଲୋକ ପଠାଅ।
ସମାନେେ ଯିହୂଦୀ ସମାଜ ଗୃହର ଅଧିକାରୀଙ୍କ ଘରକୁ ଗଲେ। ସେ ସଠାେରେ ଲୋକମାନଙ୍କୁ ଉଚ୍ଚ ସ୍ବର ରେ ବିଳାପ କରୁଥିବାର ଦେଖିଲେ। ସଠାେରେ ବହୁତ କୋଳାହଳ ହେଉଥିଲା।
ପ୍ରେତ୍ୟକକ ଲୋକ ଥରେ ମରିବା ଦରକାର। ଜଣେ ମଲାପରେ ତାହାର ବିଚାର ହୁଏ।