ତୁମ୍ଭର ଶରୀର ଯାହା ଧୂଳିରୁ ଆସିଥିଲା, ତୁମ୍ଭେ ମଲା ପ ରେ ପୁଣି ଧୂଳିକୁ ଫରେିୟିବ। ଏବଂ ତୁମ୍ଭର ଆତ୍ମା ପରମେଶ୍ବରଙ୍କ ନିକଟକୁ ଫରେିୟିବ।
Cross references
ଏହାପରେ ସଦାପ୍ରଭୁ ପରମେଶ୍ବର ଭୂମିରୁ ଧୂଳି ନଇେ ମନୁଷ୍ଯ ସୃଷ୍ଟି କଲେ। ସଦାପ୍ରଭୁ ତା'ର ନାସିକା ରନ୍ଧ୍ର ରେ ଫୁଙ୍କ ଦଇେ ପ୍ରାଣ ବାୟୁ ପ୍ରବେଶ କରାଇଲେ। ତହିଁରେ ମନୁଷ୍ଯ ଜୀବିତପ୍ରାଣୀ ହେଲା।
ତୁମ୍ଭେ ମରିବା ପର୍ୟ୍ଯନ୍ତ ମୂଖର ଝାଳ ରେ ଆହାର କରିବ, ତୁମ୍ଭେ ଖାଦ୍ୟ ପାଇବା ପାଇଁ କଠିନ ପରିଶ୍ରମ କରିବ। ତୁମ୍ଭେ ଧୂଳିରୁ ନିଆୟାଇଛ, ଏଣୁ ଧୂଳି ରେ ଫରେିୟିବ।
ଏହାପରେ ଅବ୍ରହାମ କହିଲେ, ସଦାପ୍ରଭୁ ତୁମ୍ଭ ତୁଳନା ରେ ମୁଁ କବଳେ ଧୂଳି ଓ ପାଉଁଶ। କିନ୍ତୁ ମାେତେ କ୍ଷମା କର ମୁଁ ଏତେ ସାହାସୀ ହାଇେ ଆଉ ଏକ ପ୍ରଶ୍ନ ପଚାରୁଅଛି।
ତହୁଁ ସମାନେେ ମୁହଁ ମାଡି ପଡି କହିଲେ, ହେ ପରମେଶ୍ବର, ତୁମ୍ଭେ ଜାଣ ସମସ୍ତ ଲୋକମାନେ କଣ ଚିନ୍ତା କରୁଛନ୍ତି, ଯଦି ମଣ୍ତଳିର କହେି ପାପ କରେ, ସମସ୍ତ ମଣ୍ତଳିକୁ ଉତ୍ପିଡୀନ କରିବା ଉଚିତ୍ କି?
ସଦାପ୍ରଭୁ ପ୍ରେତ୍ୟକକ ପ୍ରାଣୀସମାଜର ଚିନ୍ତାଧାରା ଜାଣନ୍ତି। ହେ ସଦାପ୍ରଭୁ, ମୁଁ ବିନଯ କରୁଛି ଏହି ମଣ୍ତଳୀ ପ୍ରତି ଏକ ପ୍ରତିନିଧି ନିୟୁକ୍ତ କରନ୍ତୁ।
ନିଶ୍ଚିତ ରୂପେ ମନୁଷ୍ଯମାନେ ଅଧିକ ଖରାପ। ସମାନେେ ମାଟି ଘ ରେ ବାସ କରନ୍ତି। ସମାନଙ୍କେର ପ୍ରାରମ୍ଭ ଧୂଳିରୁ, ସମାନେେ ଦଳିତ ହାଇେ ପକ୍ଷୟୁକ୍ତ ପୋକ ମରିବାଠାରୁ ଅଧିକ ସହଜ ରେ ମରିୟାନ୍ତି।
କାହିଁକି ତୁମ୍ଭେ ମାେତେ କ୍ଷମା କରୁ ନାହଁ, ଯଦି ମୁଁ କିଛି ଅଧର୍ମ କରିଥାଏ ? କାହିଁକି ମାରେ କୌଣସି ପାପ କ୍ଷମା କରୁନାହଁ ?
ଯେତବେେଳେ ସେ ୟୁବକ ଥିଲା, ତା'ର ହାଡ ଶକ୍ତ ଥିଲା। କିନ୍ତୁ ତା'ର ଶରୀରର ଅନ୍ଯାନ୍ଯ ଅଙ୍ଗଭଳି ସେ ମଧ୍ଯ ଶୀଘ୍ର ମାଟି ରେ ମିଶିୟିବ।
ଯଦି ପରମେଶ୍ବର ସ୍ଥିର କରନ୍ତି ଲୋକମାନଙ୍କ ଜୀବନ ଶରୀରରୁ ତାଙ୍କର ଆତ୍ମା ଓ ନିଶ୍ବାସ ପ୍ରଶ୍ବାସକୁ କାଢ଼ି ନବେେ।
ତବେେ ପୃଥିବୀର ସମସ୍ତ ଲୋକେ ମୃତ୍ଯୁବରଣ କରିବେ। ସବୁ ଲୋକ ପୁଣି ଧୂଳି ରେ ପରିଣତ ହବେେ।
ଯେଉଁମାନେ ମିଥ୍ଯା ଦବଦୋଙ୍କୁ ପୂଜା କରନ୍ତି ମୁଁ ସମାନଙ୍କେୁ ଘୃଣା କରେ। ମୁଁ କବଳେ ସଦାପ୍ରଭୁଙ୍କୁ ନିର୍ଭର କରେ।
ତୁମ୍ଭେ ଲୋକମାନଙ୍କୁ ପୃଥିବୀକୁ ଆଣିଛ ଏବଂ ପରିଶଷେରେ ତୁମ୍ଭେ ସମାନଙ୍କେୁ ଧୂଳିରେ ପରିଣତ କରିଛ।
ଲୋକମାନେ ମରନ୍ତି ଓ କବର ନିଅନ୍ତି। ଆଉ ସହେିଦିନ, ସମାନଙ୍କେର ଯୋଜନା ସବୁ ମଧ୍ଯ ମରିୟାଏ।
ମୃତ ମନୁଷ୍ଯ ଓ ପଶୁର ଶରୀର ଏକା ପ୍ରକାର ରେ ବିନାଶ ହୁଏ। ସମାନେେ ଏହି ପୃଥିବୀରୁ ଆସିଥିଲେ ଓ ଏହି ପୃଥିବୀ ରେ ମିଶିଗଲେ।
ଆମ୍ଭେ ସର୍ବଦା ବିରୋଧ କରିବା ନାହିଁ କିମ୍ବା ନିରନ୍ତର କୋର୍ଧ କରିବା ନାହିଁ। ଯଦି କରିବା ତାହା ହେଲେ ମାନବର ଆତ୍ମା ଓ ଆମ୍ଭ ନିର୍ମିତ ପ୍ରାଣୀସକଳ ଆମ୍ଭ ସମ୍ମୁଖ ରେ କ୍ଷୀଣ ହବେେ।
ତହୁଁ ସଦିକିଯ ରାଜା ଗୋପନ ରେ ଯିରିମିୟଙ୍କ ନିକଟରେ ଶପଥ କରି କହିଲେ, ଆମ୍ଭମାନଙ୍କର ଏହି ଜୀବାତ୍ମାର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ନାମ ରେ ଶପଥ କରି କହୁଛି, ମୁଁ ତୁମ୍ଭକୁ ବଧ କରିବି ନାହିଁ କିଅବା ତୁମ୍ଭ ପ୍ରାଣନାଶକାରୀ ଏହି ଅଧିପତିମାନଙ୍କ ହସ୍ତ ରେ ସମର୍ପଣ କରିବି ନାହିଁ।
ପୁଣି ଯେଉଁମାନେ ମୃତ ଓ କବର ପ୍ରାପ୍ତ ସମାନଙ୍କେ ମଧ୍ଯରୁ ଅନକେ ଜାଗି ଉଠିବେ। କେତକେ ଅନନ୍ତ ଜୀବନ, କେତକେ ଲଜ୍ଜା ଓ କେତକେ ଚିର ଅପମାନ ଭୋଗ ପାଇଁ ଉଠିବେ।
ଏକ ସ୍ବର୍ଗୀଯ ବାଣୀ, ଇଶ୍ରାୟେଲ ବିଷଯ ରେ ସଦାପ୍ରଭୁଙ୍କର ଏହି ବାର୍ତ୍ତା। ଏହା ହେଉଛି ସଦାପ୍ରଭୁଙ୍କର ବାର୍ତ୍ତା ୟିଏକି ସ୍ବର୍ଗକୁ ବିସ୍ତାର କରିଅଛନ୍ତି ଏବଂ ପୃଥିବୀକୁ ସ୍ଥାପନ କରିଅଛନ୍ତି। ସେ ହେଉଛନ୍ତି ଜଣେ ୟିଏକି ମନୁଷ୍ଯମାନଙ୍କ ମଧିଅରେ ନିଶ୍ବାସ ପ୍ରଶ୍ବାସ ସ୍ଥାପନ କରିଅଛନ୍ତି।
ଏହି ପୃଥିବୀ ରେ ଆମ୍ଭ ସମସ୍ତଙ୍କର ବାପାମାନେ ଥିଲେ ଓ ସମାନେେ ଆମ୍ଭମାନଙ୍କୁ ଦଣ୍ଡ ଦେଲେ। ତଥାପି ଆମ୍ଭେ ଆମ୍ଭ ବାପାମାନଙ୍କୁ ସମ୍ମାନ ଦଖାଇେଲୁ। ଅତଏବ ଏହା ଅଧିକ ଗୁରୁତ୍ବପୂର୍ଣ୍ଣ ଯେ ଆମ୍ଭେ ଆମ୍ଭ ଆତ୍ମାଗୁଡ଼ିକର ପିତାଙ୍କଠାରୁ ଦଣ୍ଡ ଗ୍ରହଣ କରିବା ଉଚିତ୍। ଏପରି କଲେ ଆମ୍ଭେ ଜୀବନ ପାଇବା।
ତୁମ୍ଭମାନେେ ପରମେଶ୍ବରଙ୍କ ପ୍ରଥମଜାତ325 ସନ୍ତାନମାନଙ୍କ ମିଳନ ସ୍ଥଳ ରେ ଆସି ପହଞ୍ଚିଛି। ସମାନଙ୍କେ ନାମ ସ୍ବର୍ଗ ରେ ଲଖାେ ରହିଛି। ସବୁଲୋକଙ୍କର ବିଚାରପତି ପରମେଶ୍ବରଙ୍କ ନିକଟକୁ ତୁମ୍ଭମାନେେ ଆସିଛ। ଯେଉଁ ଲୋକମାନେ ସିଦ୍ଧ ହାଇେ ସାରିଛନ୍ତି, ସହେିଭଳି ଭଲ ଲୋକମାନଙ୍କ ଆତ୍ମାମାନଙ୍କ ପାଖକୁ ତୁମ୍ଭମାନେେ ଆସିଛ।