Home Bibles ଉପଦେଶକ 2:11 · ଓଡ଼ିଆ ବାଇବେଲ
ଉପଦେଶକ 2:11 · ଓଡ଼ିଆ ବାଇବେଲ

ତହୁଁ ମାହେର ହସ୍ତ ଯେଉଁ ସମସ୍ତ କାର୍ୟ୍ଯ କରିଥିଲା ଓ ଯେଉଁ ପରିଶ୍ରମ ମୁଁ କରିଥିଲି, ତହିଁ ପ୍ରତି ମୁଁ ଦୃଷ୍ଟିପାତ କଲି ଏବଂ ଦେଖିଲି ଯେ, ସବୁ ଅସାର ଓ ପବନକୁ ଧରିବା ପାଇଁ ଚେଷ୍ଟା କରିବା ପରି ଏବଂ ସୂର୍ୟ୍ଯ ତଳେ କୌଣସି ଲାଭ ନ ଥିଲା।

Cross references

ଆଦି ପୁସ୍ତକ 1:31

ପରମେଶ୍ବର ଆପଣା ନିର୍ମିତ ସମସ୍ତ ବସ୍ତୁ ପ୍ରତି ଦୃଷ୍ଟି ଦେଲେ। ଏହା ପରମେଶ୍ବରଙ୍କ ଦୃଷ୍ଟି ରେ ଅତି ଉତ୍ତମ ଦିଶିଥିଲା।

ଯାତ୍ରା ପୁସ୍ତକ 39:43

ମାଶାେ ସହେି ସମସ୍ତ କର୍ମ ପ୍ରତି ଦୃଷ୍ଟି ନିକ୍ଷପେ କଲେ। ସେ ଦେଖିଲେ ସଦାପ୍ରଭୁଙ୍କ ନିର୍ଦ୍ଦେଶିତ କାମଗୁଡିକ ଠିକ୍ ଭାବରେ ହାଇେଥିଲା। ତେଣୁ ମାଶାେ ସମାନଙ୍କେୁ ଆଶୀର୍ବାଦ କଲେ।

ଉପଦେଶକ 1:3

ମନୁଷ୍ଯ ସୂର୍ୟ୍ଯ ତଳେ, ଯାହା କିଛି ପରିଶ୍ରମ କରେ ସେଥିରୁ ସେ କ'ଣ ଲାଭ ପାଏ?

ଉପଦେଶକ 1:14

ସୂର୍ୟ୍ଯ ତଳେ ଘଟୁଥିବା ସମସ୍ତ କାର୍ୟ୍ଯ ମୁଁ ନୀରିକ୍ଷଣ କରିଅଛି। ଆଉ ଦେଖ ସବୁ ଅସାର, ପବନକୁ ଧରିବା ପରି।

ଉପଦେଶକ 1:17

ତା'ପ ରେ ମୁଁ ଜ୍ଞାନ ଓ ବୁଦ୍ଧି, ପାଗଳାମି ଓ ବୋକାମି ବିଷଯ ରେ ଅଭିଜ୍ଞତା ହାସଲ କରିବା ପାଇଁ ନିଷ୍ପତ୍ତି ନଲେି। ଏବଂ ଏହାହିଁ ପବନର ପଶ୍ଚାତ୍ଧାବନ ବୋଲି ମୁଁ ଜାଣିଲି।

ଉପଦେଶକ 2:17

ସେଥିପାଇଁ ମୁଁ ଜୀବନକୁ ଘୃଣା କଲି। ସେଥି ନିମନ୍ତେ ମୁଁ ଅନୁଭବ କଲି, ସୂର୍ୟ୍ଯତଳେ ସମସ୍ତ ବିଷଯ ମନ୍ଦ। କାରଣ ଅର୍ଥହୀନ ଏବଂ ପବନକୁ ଧରିବା ପାଇଁ ଚେଷ୍ଟା କରିବା ପରି।

ଉପଦେଶକ 2:19

କହେି ଜଣେ ସବୁକିଛି ନିଯନ୍ତ୍ରଣ କରିବ, ଯାହା ପାଇଁ ମୁଁ ପରିଶ୍ରମ କରିଛି। ଏଇ ଜୀବନ ରେ ମୁଁ ଜ୍ଞାନ ବଳ ରେ ସବୁକିଛି ପାଇଛି। ସେ ଲୋକ ଜ୍ଞାନୀ କିଅବା ମୂର୍ଖ ହବେ, ଏହା ମୁଁ ଜାଣେ ନାହିଁ। ଏହା ମଧ୍ଯ ଅସାର ଅଟେ।

ଉପଦେଶକ 2:22

ସୂର୍ୟ୍ଯ ତଳେ ଜଣେ ମନୁଷ୍ଯ ପରିଶ୍ରମ କରି ଓ ହୃଦଯକୁ ଦୁଃଖ ଦଇେ କ'ଣ ପାଏ ?

ହବକକୂକ 2:13

ସର୍ବଶକ୍ତିମାନ ସଦାପ୍ରଭୁ ସ୍ଥିର କରିଛନ୍ତି ଯେ ଅଗ୍ନି ସବୁ ଜିନିଷକୁ ପୋଡି଼ଦବେ ଯାହାସବୁ ଲୋକମାନେ ନିର୍ମାଣ କରିଥିଲେ। ସମାନଙ୍କେର ସହେି ସବୁ କାର୍ୟ୍ଯ ନିଷ୍ଫଳ ହବେ।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 6:6

ଯଦି ଜଣେ ଲୋକ ତା ପାଖ ରେ ଯାହା ଅଛି, ସତେିକି ରେ ସନ୍ତୁଷ୍ଟ ରହେ, ତା ହେଲେ ପ୍ରକୃତ ରେ ପରମେଶ୍ବରଙ୍କ ସବୋ ଦ୍ବାରା ସହେି ଲୋକ ବହୁତ ଧନୀ ହାଇଯୋଏ।

ଯୋହନଙ୍କ ପ୍ରଥମ ପତ୍ର 2:16

ସଂସାରର ଏହି ବିଷୟଗୁଡ଼ିକ ମନ୍ଦ ଅଟେ। ଯଥା :

Interlinear

Choose Theme