ମୁଁ ନିଜେ ମନେ ମନେ ଲୋକମାନଙ୍କ ବିଷଯ ରେ ଭାବିଲି, ମୁଁ ନିଜକୁ ନିଜେ ଚିନ୍ତା କଲି, ପରମେଶ୍ବର ସମାନଙ୍କେୁ ଦଖାଇେ ଦବୋକୁ ଚାହାନ୍ତି ଯେ, ସମାନେେ ପଶୁ ତୁଲ୍ଯ।
Cross references
ଏହାପର ସଦାପ୍ରଭୁ ପରମେଶ୍ବର ମନୁଷ୍ଯକୁ କହିଲେ, ମୁଁ ତୁମ୍ଭକୁ ସହେି ବୃକ୍ଷର ଫଳ ନ ଖାଇବା ପାଇଁ ନିର୍ଦ୍ଦେଶ ଦଇେଥିଲି କିନ୍ତୁ ତୁମ୍ଭେ ତୁମ୍ଭର ସ୍ତ୍ରୀଙ୍କ କଥା ଶୁଣିଲ ଏବଂ ସହେି ଫଳ ଖାଇଲ। ତେଣୁ ତୁମ୍ଭ ଯୋଗୁଁ ଭୂମି ଶାପଗ୍ରସ୍ଥ ହେଲା, ତୁମ୍ଭେ ତୁମ୍ଭର ୟାବଜ୍ଜୀବନ କ୍ଲେଶ ରେ ତହିଁରୁ ଭକ୍ଷ କରିବ।
ଆମ୍ଭମାନେେ ସମସ୍ତେ ମନୁଷ୍ଯ। ଆମ୍ଭର ଜୀବନ ଅଳ୍ପାଯୁ ତଥା ନାନା ବିପଦ ରେ ପୂର୍ଣ୍ଣ।
ମନୁଷ୍ଯମାନେ ଆହୁରି ତା'ଠାରୁ ଖରାପ। ମନୁଷ୍ଯ ଅତି ଅପରିଷ୍କାର ଓ ଭ୍ରଷ୍ଟ ମଧ୍ଯ। ସେ ଅଧର୍ମକୁ ଜଳପରି ପାନ କରେ।
ଆୟୁବ, ତୁମ୍ଭେ କ'ଣ ଭାବୁଛ ମୁଁ ନ୍ଯାଯୀ ନୁହେଁ ? ତୁମ୍ଭେ କହୁଛ ମୁଁ ଅପରାଧୀ ଭୁଲ କାମ କରି ୟଦ୍ବାରା ତୁମ୍ଭେ ନିରୀହ ପ୍ରମାଣିତ ହବେ।
ଲୋକମାନେ ବିତ୍ତଶାଳୀ ହାଇେ ପାରନ୍ତି। କିନ୍ତୁ ସମାନେେ ଏଠାରେ ଚିରଦିନ ରହିପାରିବେ ନାହିଁ। ସମାନେେ ପଶୁ ତୁଲ୍ଯ ମୃତ୍ଯୁବରଣ କରିବେ।
ସହେି ଲୋକମାନେ ମଷେମାନଙ୍କ ପରି ଅଟନ୍ତି। ସମାନେେ ଶଷେରେ ସହେି କବରରେ ପତିତ ହବେେ ଓ ମୃତ୍ଯୁ ସମାନଙ୍କେ ମଷେପାଳକ ହବେ। ତା'ପରେ ସହେି ସକାଳେ ଉତ୍ତମ ବ୍ଯକ୍ତିଗଣ ବିଜଯୀ ହବେେ। ସହେି ଦୁଷ୍ଟ ଲୋକମାନଙ୍କର ଶରୀର କବର ମଧ୍ୟରେ ଧୀରେ ଧୀରେ ନଷ୍ଟ ହବୋକୁ ଲାଗିବ, ସମାନଙ୍କେର ନିଜ ସୁଶୋଭିତ ଗୃହଠାରୁ ବହୁତ ଦୂରରେ ହବେ।
ଶଷେରେ କିନ୍ତୁ ସମୟ ଆସିବ ତାକୁ ମରିବାକୁ ପଡ଼ିବ ଓ ତାକୁ ତା'ର ପୂର୍ବପୁରୁଷଙ୍କ ନିକଟକୁ ୟିବାକୁ ପଡ଼ିବ ଓ ସେ କବେେ ଆଉ ଦିନର ଆ ଲୋକ ଦେଖିପାରିବ ନାହିଁ।
ହେ ପରମେଶ୍ବର, ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି ଓ ତୁମ୍ଭେ ନିଜେ ମୁଁ ତାହାହିଁ କରିଛି ୟାହା ତୁମ୍ଭ ଦୃଷ୍ଟିରେ ଭୁଲ୍। ତୁମ୍ଭେ ଠିକ୍ କୁହ, ଯେତବେେଳେ ମାରେ ବିଚାର ଓ ନ୍ଯାଯ ସେତବେେଳେ ମାେତେ ଦୋଷୀ ବୋଲି କୁହ।
ହେ ପରମେଶ୍ବର, ତୁମ୍ଭେ ନିଶ୍ଚିତରେ ସହେି ଲୋକମାନଙ୍କୁ ଏକ ବିପଦପୂର୍ଣ୍ଣ ଅବସ୍ଥାରେ ରଖିଛ। ତୁମ୍ଭେ ସମାନଙ୍କେୁ ଧ୍ବଂସ ମୁଖରୁ ପଲେି ଦିଅ।
ପରମେଶ୍ବର ମୁଁ ତୁମ୍ଭ ଉପରେ ରାଗି ନିର୍ ବୋଧ ପଶୁ ପରି ବ୍ଯବହାର କରିଛି।
ତୁମ୍ଭେ ସମାନଙ୍କେର ଜୀବନକୁ ଉଚ୍ଛଦେ କରିଛ, ୟାହା ମୃତ୍ଯୁରେ ଶୋଇ ଥିବା ପରି। ପ୍ରଭାତରେ ସମାନେେ ଗୁଜୁରିବା ତୃଣପରି।
କବେେ ନୁହେଁ। ଯଦି ପ୍ରେତ୍ୟକକ ଲୋକ ଅସତ୍ ହୁଅନ୍ତି, ତବେେ ମଧ୍ଯ ପରମେଶ୍ବର ସତ୍ଯ ହାଇେ ରହିବେ। ଶାସ୍ତ୍ର ରେ ଲଖାେ ଅଛି ଯେ:
ପରମେଶ୍ବର ତାହାଙ୍କର ଦୟାପାତ୍ର ମାନଙ୍କୁ ନିଜ ମହିମାର ଧନ ଦଖାଇବୋ ଲାଗି ର୍ଧୈୟ୍ଯପୂର୍ବକ ଅପେକ୍ଷା କରିଥୀଲେ।
ପ୍ରେତ୍ୟକକ ଲୋକ ଥରେ ମରିବା ଦରକାର। ଜଣେ ମଲାପରେ ତାହାର ବିଚାର ହୁଏ।
ଶାସ୍ତ୍ର କୁ ହେ :
କିନ୍ତୁ ଏହି ଭଣ୍ଡ ଶିକ୍ଷକମାନ ନିଜେ ବୁଝି ନ ଥିବା ବିଷୟଗୁଡ଼ିକ ସମ୍ବନ୍ଧ ରେ ମନ୍ଦକଥା କୁହନ୍ତି। ଏହି ଭଣ୍ଡ ଶିକ୍ଷକମାନେ ଚିନ୍ତା କରିବାର ଶକ୍ତି ନ ଥିବା ପଶୁ ଭଳି ଆଚରଣ କରନ୍ତି, ପୁଣି ବନ୍ଯ ପଶୁମାନଙ୍କ ପରି ଧରାଯାଇ ମରା ୟିବା ନିମନ୍ତେ ଜନ୍ମ ହାଇେଛନ୍ତି। ସହେି ପଶୁମାନଙ୍କ ଭଳି ଏହି ଭଣ୍ଡଶିକ୍ଷକମାନେ ମଧ୍ଯ ନଷ୍ଟ ହବେେ।