ପ୍ରସ୍ତର ପକାଇବାର ସମୟ ଅଛି ଓ ପ୍ରସ୍ତର ସଂଗ୍ରହ କରିବାର ମଧ୍ଯ ସମୟ ଅଛି। ଆଲିଙ୍ଗନ ପାଇଁ ସମୟ ଅଛି ଓ ଆଲିଙ୍ଗନରୁ ନିବୃତ୍ତ ହବୋର ମଧ୍ଯ ସମୟ ଅଛି।
Cross references
ଏହାପରେ ମାଶାେ ଲୋକମାନଙ୍କୁ କହିଲେ, ତୃତୀୟ ଦିନ ରେ ପ୍ରସ୍ତୁତ ହୁଅ। ତୁମ୍ଭମାନେେ ସ୍ତ୍ରୀ ଲୋକଙ୍କ ସଂସ୍ପର୍ଶ ରେ ଆସିବ ନାହିଁ।
ଏହିପରି ଭାବେ ସମାନଙ୍କେୁ ଆଦେଶ ଦିଅ: ଯେଉଁଠା ରେ ଯାଜକଗଣ ନଦୀ ମଝି ରେ ଛିଡା ହାଇେଥିଲେ ବାରଟି ଶିଳାଖଣ୍ତ ସଂଗ୍ରହ କର। ତକ୍ସ୍ଟମ୍ଭ ସହିତ ସହେି ବାରଟି ଶିଳାଖଣ୍ତକକ୍ସ୍ଟ ବହିନିଅ। ତୁମ୍ଭେ ଯେଉଁଠା ରେ ରାତି କଟାଇବାକକ୍ସ୍ଟ ଯୋଜନା କରିଛ, ସଗେକ୍ସ୍ଟଡିକ ସଠାେରେ ରଖ।
ପକ୍ସ୍ଟଣି ସୂର୍ୟ୍ଯାସ୍ତ ସମୟରେ ଯିହାଶୂେୟ ଆଜ୍ଞା ଦଲୋପରେ ଲୋକମାନେ ସହେି ବୃକ୍ଷମାନଙ୍କରକ୍ସ୍ଟ ସମାନଙ୍କେୁ ତଳକକ୍ସ୍ଟ ନେଲେ ଓ ଯେଉଁ ଗକ୍ସ୍ଟମ୍ଫା ରେ ସମାନେେ ନିଜକକ୍ସ୍ଟ ଲକ୍ସ୍ଟଗ୍ଭଇ ଥିଲେ, ତାହା ଭିତରକକ୍ସ୍ଟ ଫୋପାଡି ଦେଲେ ଓ ସହେି ଗକ୍ସ୍ଟମ୍ଫା ମକ୍ସ୍ଟହଁ ରେ ବଡ ବଡ ପଥର ଦଇେ ବନ୍ଦ କଲେ ଏବଂ ଯାହାକି ଆଜିୟାଏ ଅଛି।
ତକ୍ସ୍ଟମ୍ଭ ପାଖ ରେ ବର୍ତ୍ତମାନ କି ଖାଦ୍ୟ ଅଛି? ମାେତେ ବର୍ତ୍ତମାନ ପାଞ୍ଚପଟ ରୋଟୀ ଦିଅ କିମ୍ବା ଯାହାକିଛି ଅଛି ମାେତେ ଖାଇବାକକ୍ସ୍ଟ ଦିଅ।
ତା'ପରେ ଯୋୟାବର ଲୋକମାନେ ଅବଶା ଲୋମର ମୃତ ଶରୀରକକ୍ସ୍ଟ ଆଣିଲେ। ଏବଂ ଜଙ୍ଗଲର ଏକ ଗର୍ତ୍ତ ରେ ଫିଙ୍ଗି ଦେଲେ। ଏବଂ ସେ ଗର୍ତ୍ତକକ୍ସ୍ଟ ପଥର ପକଇେ ପୋତି ଦେଲେ।
ଇଶ୍ରାୟେଲର ସନୋ ନଗରଟିକୁ ଧ୍ବଂସ କରି ଦେଲେ। ପ୍ରେତ୍ୟକକ ଉତ୍ତମ ଭୂମିଖଣ୍ତ ରେ ପ୍ରସ୍ତରଦ୍ବାରା ପୂର୍ଣ୍ଣ କଲେ। ସମାନେେ ଜଳ ନିର୍ଝରଗୁଡିକୁ ବୁଜି ଦେଲେ। ଉତ୍ତମ ବୃକ୍ଷଗୁଡିକୁ କାଟି ପକାଇଲେ, ଇଶ୍ରାୟେଲୀୟମାନେ କୀର୍ ହରେସରୁର ସମସ୍ତ ପଥରେ ୟୁଦ୍ଧ କଲେ। ସମାନେେ ଏହାର ଚତୁର୍ଦ୍ଦିଗ ରେ ଘରେିଗଲେ ଓ ଏହା ଉପରେ ମଧ୍ଯ ଆକ୍ରମଣ କଲେ।
ତାହାଙ୍କ ବାମହସ୍ତ ମାେ ମସ୍ତକ ତଳେ ଅଛି। ତାହାଙ୍କ ଦକ୍ଷିଣ ହସ୍ତ ମାେତେ ଆଲିଙ୍ଗନ କରେ।
ସବୁ ଲୋକଙ୍କୁ ଏକତ୍ରୀତ କର। ସ୍ବତନ୍ତ୍ର ସଭାର ଆଯୋଜନ କର। ବୃଦ୍ଧ, ପିଲା, ଶିଶୁ ଓ ଦୁଗ୍ଧପୋଷ୍ଯ ଶିଶୁମାନଙ୍କୁ ଏକତ୍ରୀତ କର। ନବ ବିବାହିତ ବର କନ୍ଯା ନିଜ ଶଯନକକ୍ଷରୁ ବାହାରକୁ ଆସନ୍ତୁ।
ନିଜର ଅଧିକାରରୁ ପରସ୍ପରକୁ ବଞ୍ଚିତ କର ନାହିଁ। କିନ୍ତୁ ତୁମ୍ଭେ ଦୁ ହେଁ ପ୍ରାର୍ଥନା ରେ ନିଜକୁ ଉତ୍ସର୍ଗ କରିବା ପାଇଁ ଏକମତ ହାଇେ ଅଳ୍ପ ସମୟ ପାଇଁ ପୃଥକ ହୁଅ। ତା' ପରେ ପୁନର୍ବାର ଏକାଠି ହୁଅ, ଯା'ଦ୍ବାରା ଶୟତାନ ତୁମ୍ଭମାନଙ୍କ ଦୁର୍ବଳତାର ସୁଯୋଗ ନଇେ ତୁମ୍ଭମାନଙ୍କୁ ପ୍ରଲୋଭିତ କରିପାରିବ ନାହିଁ।