Home Bibles ଉପଦେଶକ 3:9 · ଓଡ଼ିଆ ବାଇବେଲ
ଉପଦେଶକ 3:9 · ଓଡ଼ିଆ ବାଇବେଲ

ଜଣେ ବ୍ଯକ୍ତି ତା'ର ସମସ୍ତ ପରିଶ୍ରମରୁ କ'ଣ ଲାଭ ପାଏ?

Cross references

ହିତୋପଦେଶ 14:23

ପ୍ରେତ୍ୟକକ କଠିନ ପରିଶ୍ରମର ପୁରସ୍କାର ଅଛି, କିନ୍ତୁ ଯଦି ଜଣେ ବ୍ଯକ୍ତି କବଳେ କଥା କହିବା ଚାଲୁରେଖ, ଏହା ତାକୁ ଦରିଦ୍ରତା ଆଡ଼କୁ ଆଗଇେ ନିଏ।

ଉପଦେଶକ 1:3

ମନୁଷ୍ଯ ସୂର୍ୟ୍ଯ ତଳେ, ଯାହା କିଛି ପରିଶ୍ରମ କରେ ସେଥିରୁ ସେ କ'ଣ ଲାଭ ପାଏ?

ଉପଦେଶକ 2:11

ତହୁଁ ମାହେର ହସ୍ତ ଯେଉଁ ସମସ୍ତ କାର୍ୟ୍ଯ କରିଥିଲା ଓ ଯେଉଁ ପରିଶ୍ରମ ମୁଁ କରିଥିଲି, ତହିଁ ପ୍ରତି ମୁଁ ଦୃଷ୍ଟିପାତ କଲି ଏବଂ ଦେଖିଲି ଯେ, ସବୁ ଅସାର ଓ ପବନକୁ ଧରିବା ପାଇଁ ଚେଷ୍ଟା କରିବା ପରି ଏବଂ ସୂର୍ୟ୍ଯ ତଳେ କୌଣସି ଲାଭ ନ ଥିଲା।

ଉପଦେଶକ 2:22

ସୂର୍ୟ୍ଯ ତଳେ ଜଣେ ମନୁଷ୍ଯ ପରିଶ୍ରମ କରି ଓ ହୃଦଯକୁ ଦୁଃଖ ଦଇେ କ'ଣ ପାଏ ?

ଉପଦେଶକ 5:16

ତାହା ଅତ୍ଯନ୍ତ ଦୁଃଖ ଦାୟକ। ସେ ପୃଥିବୀରୁ ଫରେିବ ଠିକ୍ ଯେପରି ଆସିଥିଲା। ଏବଂ ସେ କଠିନ ପରିଶ୍ରମ କରି ପବନକୁ ଧରିବା ପାଇଁ ଚେଷ୍ଟା କରି କ'ଣ ପାଇଛି ?

ମାଥିଉଲିଖିତ ସୁସମାଚାର 16:26

ଯଦି ଜଣେ ଲୋକ ନିଜ ଆତ୍ମାକୁ ହ ରଇେ ସାରା ସଂସାର ପାଏ, ତବେେ ସେଥି ରେ ତାହାର କି ଲାଭ ହବେ? ନିଜର ଆତ୍ମାକୁ ଥରେ ହ ରଇେ ପୁଣି ଥରେ କିଣିବା ପାଇଁ କହେି କବେେ ହେଲେ । ୟଥେଷ୍ଟ ଧନ ଦଇେ ପାରିବନାହିଁ।

Interlinear

Choose Theme