Home Bibles ଉପଦେଶକ 4:11 · ଓଡ଼ିଆ ବାଇବେଲ
ଉପଦେଶକ 4:11 · ଓଡ଼ିଆ ବାଇବେଲ

ଆହୁରି ଦୁଇଜଣ ଏକତ୍ର ଶଯନ କଲେ ଉଷ୍ମ ହୁଅନ୍ତି ମାତ୍ର ଜଣେ କିରୂପେ ଉଷ୍ମ ହାଇପୋରିବ।

Cross references

ପ୍ରଥମ ରାଜାବଳୀ 1:1

ରାଜା ଦାଉଦ ଅତ୍ଯନ୍ତ ବୃଦ୍ଧ ହେଲ। ତାଙ୍କର ପରିଗ୍ଭରକଗଣ ତାଙ୍କୁ ଉଷ୍ଣ କରିବା ପାଇଁ ବହୁତ କମ୍ବଳ ଓ ବହୁ ବସ୍ତ୍ର ରେ ଆଚ୍ଛାଦାନ କଲେ। କିନ୍ତୁ ସେ କିଛି ଉଷ୍ଣତା ପାଇଲେ ନାହିଁ।

ପ୍ରଥମ ରାଜାବଳୀ 1:2

ତେଣୁ ତାଙ୍କର ଦାସମାନେ ତାଙ୍କୁ କହିଲ, ଆମ୍ଭମାନେେ ଆପଣଙ୍କ ସବୋ ନିମନ୍ତେ ଏକ ୟୁବତୀ କନ୍ଯା ଖାଜେି ଆଣିବୁ। ସେ ଆପଣଙ୍କୁ ଉଷ୍ଣତା ଦବୋକୁ ଆପଣଙ୍କ କୋଳ ରେ ଶଯନ କରିବ।

Interlinear

Choose Theme