ଉପଦେଶକ 6:5 · ଓଡ଼ିଆ ବାଇବେଲ
ସେ ସୂର୍ୟ୍ଯ ଦେଖି ନାହିଁ କି ସେ ବିଷଯ ରେ ଜାଣି ନାହିଁ। ସେ ଲୋକ ଅପେକ୍ଷା ବରଂ ଏ ଶିଶୁଟି ଅଧିକ ବିଶ୍ରାମ ପାଏ।
Cross references
ଆୟୁବ ପୁସ୍ତକ 3:10
କାହିଁକି ? କାରଣ ସହେି ରାତ୍ରିଟି ମାରେ ଜନ୍ମ ମୁହୂର୍ତ୍ତକୁ ଅଟକାଇ ପାରିଲା ନାହିଁ। ସହେି ରାତ୍ରିଟି ମାେତେ ଏଭଳି ଦୁଃଖ ଦେଖିବାରୁ ବଞ୍ଚିତ କରିପାରିଲା ନାହିଁ।
ଆୟୁବ ପୁସ୍ତକ 3:11
ମୁଁ ଜନ୍ମ ସମୟରେ କାହିଁକ ନ ମଲି ? ମୁଁ କାହିଁକି ନ ମରି ବଞ୍ଚିଛି ?
ଆୟୁବ ପୁସ୍ତକ 14:1
ଆମ୍ଭମାନେେ ସମସ୍ତେ ମନୁଷ୍ଯ। ଆମ୍ଭର ଜୀବନ ଅଳ୍ପାଯୁ ତଥା ନାନା ବିପଦ ରେ ପୂର୍ଣ୍ଣ।
ଗୀତସଂହିତା 58:8
ଶାମୁକା ଗତି କଲା ବେଳେ ତରଳି ୟିବା ପରି ସମାନେେ ତରଳି ୟାଆନ୍ତୁ। ସୂର୍ୟ୍ଯା ଲୋକ ଦେଖି ନ ଥିବା ମୃତବସ୍ଥାରେ ଜନ୍ମଲାଭ କରିଥିବା ସନ୍ତାନ ପରି ହୁଅନ୍ତୁ।
ଗୀତସଂହିତା 90:7
ହେ ପରମେଶ୍ବର, ତୁମ୍ଭ କୋର୍ଧରେ ଆମ୍ଭମାନେେ କ୍ଷଯ ହେଉ। ପୁଣି ତୁମ୍ଭ କୋର୍ଧ ଆମ୍ଭଙ୍କୁ ଭୟଭୀତ କରେ।
ଉପଦେଶକ 4:3
ଏବଂ ୟିଏ ଆଜି ପର୍ୟ୍ଯନ୍ତ ଜନ୍ମ ହାଇନୋହିଁ, ସେ ଅନ୍ୟତର ସମାନଙ୍କେଠାରୁ ଭଲ ରେ ଅଛି, ଯେ ହତେୁ ସେ ସୂର୍ୟ୍ଯତଳେ ଯେଉଁ ସମସ୍ତ ଅମଙ୍ଗଳ ଘଟିଛି, ତାହା ଦେଖି ନାହିଁ।