Home Bibles ଉପଦେଶକ 7:20 · ଓଡ଼ିଆ ବାଇବେଲ
ଉପଦେଶକ 7:20 · ଓଡ଼ିଆ ବାଇବେଲ

ୟିଏ ପାପ ନ କରି କବଳେ ସତ୍କର୍ମ କରିଛି, ଏପରି ଜଣେ ଧାର୍ମିକ ପୃଥିବୀ ରେ ନିଶ୍ଚଯ ନାହିଁ।

Cross references

ଲେବୀୟ ପୁସ୍ତକ 13:39

ତବେେ ଯାଜକ ସହେି ଛଉ ଦେଖିବ, ଯଦି ସମାନଙ୍କେ ଶରୀରର ଚର୍ମ ରେ ସହେି ଚିକ୍କଣ ଚିହ୍ନ ଅଳ୍ପ ମଳିନ ଶ୍ବତବେର୍ଣ୍ଣ ହୁଏ, ତବେେ ତାହା ଚର୍ମରୁ ଉତ୍ପନ୍ନ କ୍ଷତିବିହୀନ ୟାଦୁ ରୋଗ ବୋଲି ବିବଚେିତ ହବେ ଓ ସହେି ଲୋକ ଶୁଚି।

ପ୍ରଥମ ଶାମୁୟେଲ 20:34

ଯୋନାଥନ ବହକ୍ସ୍ଟତ ରାଗିଗଲା ଓ ଖାଇବା ଟବେକ୍ସ୍ଟଲ ପାଖରକ୍ସ୍ଟ ଉଠିଗଲା। ଯୋନାଥନ ତାଙ୍କ ପିତାଙ୍କ ଉପରେ ରାଗିଗଲା ଓ ଦ୍ବିତୀୟଦିନ ଭୋଜି ରେ କିଛି ଖାଇଲା ନାହିଁ। ଯୋନାଥନ ରାଗିଲେ କାରଣ ଶାଉଲ ତାଙ୍କୁ ଅପମାନିତ କଲେ ଆଉ ମଧ୍ଯ ଶାଉଲ ଦାଉଦଙ୍କକ୍ସ୍ଟ ମାରିବାକକ୍ସ୍ଟ ଗ୍ଭହକ୍ସ୍ଟଁଥିଲେ।

ପ୍ରଥମ ରାଜାବଳୀ 8:46

ତୁମ୍ଭର ଲୋକମାନେ ସମୟ ସମୟରେ ତୁମ୍ଭ ବିରୁଦ୍ଧ ରେ ପାପ କରିବେ। ମୁଁ ଏହା ଜାଣେ କାରଣ ପ୍ରେତ୍ୟକକ ଲୋକ ପାପ କରନ୍ତି। ତୁମ୍ଭେ ସମାନଙ୍କେ ଉପରେ କୋରଧାନ୍ବିତ ହବେ ଓ ସମାନଙ୍କେୁ ଶତୃମାନଙ୍କ ଦ୍ବାରା ପରାଜିତ କରାଇବ। ସମାନଙ୍କେର ଶତୃ ସମାନଙ୍କେୁ ବନ୍ଦୀକରି ଦୂର ଦେଶକୁ ନଇେଯିବେ।

ଦିତୀୟ ବଂଶାବଳୀ 6:36

ଲୋକମାନେ ତୁମ୍ଭ ବିରୁଦ୍ଧ ରେ ପାପ କରିବେ - ଏପରି ବ୍ଯକ୍ତି କହେି ନାହିଁ, ଯେ ପାପ କରେ ନାହିଁ। ଆଉ ତୁମ୍ଭେ ସମାନଙ୍କେ ଉପରେ କୋରଧ କରିବ। ତୁମ୍ଭେ ଜଣେ ଶତୃଦ୍ବାରା ସମାନଙ୍କେୁ ପରାଜିତ କରାଇବ, ଆଉ ସମାନଙ୍କେୁ ବନ୍ଦୀ କରାଇ ଦୂରବର୍ତ୍ତୀ କିଅବା ନିକଟବର୍ତ୍ତୀ କୌଣସି ଏକ ଦେଶକୁ ବଳପୂର୍ବକ ୟିବାକୁ ହବେ।

ଆୟୁବ ପୁସ୍ତକ 15:14

ମନୁଷ୍ଯ କ'ଣ ସତ ରେ ଶୁଦ୍ଧ ହାଇପୋରିବ ? ଜଣେ ସ୍ତ୍ରୀ ଲୋକଠାରୁ ଜନ୍ମ ହାଇେଥିବା କହେି ଧାର୍ମିକ ହାଇପୋରିବ କି ?

ଗୀତସଂହିତା 14:1

ଏକ ମୂର୍ଖ ଲୋକ ନିଜ ହୃଦଯରେ କ ହେ, ପରମେଶ୍ବର ନାହାଁନ୍ତି। ସହେି ମୂର୍ଖମାନେ ଭ୍ରଷ୍ଟ ଓ ସମାନେେ ଘୃଣା ୟୋଗ୍ଯ କାର୍ୟ୍ଯ କରନ୍ତି। ସମାନଙ୍କେ ମଧ୍ୟରେ ଉତ୍ତମ କାର୍ୟ୍ଯ କରିଥିବା ଲୋକ କହେି ନାହାଁନ୍ତି।

ଗୀତସଂହିତା 14:3

କିନ୍ତୁ ପ୍ରେତ୍ୟକକ ମଣିଷ ଆଜି ପରମେଶ୍ବରଙ୍କଠାରୁ ଦୂରଇେ ୟାଇଛନ୍ତି। ସବୁ ମଣିଷ ଆଜି ଦୁଷ୍ଟ ମଣିଷରେ ପରିଣତ ହାଇେଛନ୍ତି। ଜଣେ ବି କହେି ଆଜି ଭଲ କାର୍ୟ୍ଯ କରୁଥିବା ଲୋକ ନାହାଁନ୍ତି।

ଗୀତସଂହିତା 130:3

ହେ ସଦାପ୍ରଭୁ, ତୁମ୍ଭେ ୟଦି ସମସ୍ତ ଲୋକଙ୍କୁ ସମାନଙ୍କେର ପାପ ପାଇଁ ଦଣ୍ଡିତ କର, ତବେେ କହେି ବଞ୍ଚିବେ ନାହିଁ।

ଗୀତସଂହିତା 143:2

ମାେତେ ବିଚାର କର ନାହିଁ, ତୁମ୍ଭର ନିଜ ଦାସ। କାରଣ କହେି ଜୀବିତ ମଣିଷ ତୁମ୍ଭ ଆଖିରେ ଧାର୍ମିକ ବୋଲି ବିଚାରରେ ଆସିପାରିବ ନାହିଁ।

ହିତୋପଦେଶ 20:9

ଆମ୍ଭେ ଆପଣା ମନ ନିର୍ମଳ କରିଅଛୁ, ଆମ୍ଭେ ଆପଣା ପାପରୁ ପରିଷ୍କୃତ ଅଟୁ, ଏହା କହେି କହିପାରିବେ ନାହିଁ।

ଯିଶାଇୟ 53:6

ମାତ୍ର ଆମ୍ଭମାନେେ ସମସ୍ତେ ମଷେପଲ ସଦୃଶ ବିପଥରେ ବୁଲିଲୁ। ଆମ୍ଭମାନେେ ପ୍ରେତ୍ୟକକ ନିଜ ନିଜ ପଥରେ ୟାଇଅଛୁ। ଆମ୍ଭ ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ପାପର ବୋଝ ମୁଣ୍ଡ ରେ ନଇେ ୟାଇଛନ୍ତି।

ଯିଶାଇୟ 64:6

ଆମ୍ଭମାନେେ ସମସ୍ତେ ପାପ ରେ ଅପବିତ୍ର ଓ ଆମ୍ଭମାନଙ୍କର ଧର୍ମକର୍ମ ସବୁ ଅଶୁଚି ବସ୍ତ୍ର ସଦୃଶ ଅଟେ। ଆମ୍ଭମାନେେ ଝଡ଼ିଲା ପତ୍ର ସଦୃଶ ଓ ଆମ୍ଭମାନଙ୍କର ପାପଗୁଡ଼ିକ ବାଯୁ ତୁଳ୍ଯ ଆମ୍ଭମାନଙ୍କୁ ଉଡ଼ାଇ ନିଏ।

ରୋମୀୟଙ୍କ ପ୍ରତି ପତ୍ର 3:23

ସମସ୍ତେ ପାପ କରିଛନ୍ତି ଓ ପରମେଶ୍ବରଙ୍କ ମହିମା ପାଇବା ରେ ଉଣା ପଡ଼ିଛନ୍ତି।

ଯାକୁବଙ୍କ ପତ୍ 3:2

ଆମ୍ଭେ ସମସ୍ତେ ଅନକେ ଭୁଲ କରୁ। ଯଦି ଜଣେ ଲୋକ କୌଣସି ଭୁଲ କଥା କହି ନାହିଁ, ତା ହେଲେ ସେ ଜଣେ ସିଦ୍ଧ ମଣିଷ ଅଟେ। ସେ ନିଜ ସମସ୍ତ ଶରୀରକୁ ମଧ୍ଯ ସଂୟତ କରିପାରିବ।

ଯୋହନଙ୍କ ପ୍ରଥମ ପତ୍ର 1:8

ଯଦି ଆମ୍ଭେ କହୁ, ଆମ୍ଭମାନଙ୍କର କିଛି ପାପ ନାହିଁ, ତବେେ ଆମ୍ଭେ ନିଜେ ନିଜକୁ ଠକୁଛୁ ଏବଂ ଆମ୍ଭଠା ରେ ସତ୍ଯ ନାହିଁ।

Interlinear

Choose Theme