ଏବଂ ମୁଁ ଦେଖିଲି, ମୂର୍ଖ ସ୍ତ୍ରୀ (ନାରୀ) ମୃତ୍ଯୁ ଅପେକ୍ଷା ତିକ୍ତ ଅଟେ। ସେ ଏକ ଶିକାରୀ ଜାଲ ପରି ଏବଂ ତା'ର ହୃଦଯ ଏକ ୟନ୍ତାପରି। ତା'ର ହସ୍ତଦ୍ବଯ ଶୃଙ୍ଖଳ ଅଟେ। ଯେ କହେି ପରମେଶ୍ବରଙ୍କୁ ସନ୍ତୁଷ୍ଟ କରେ, ସେ ତାହାଠାରୁ ରକ୍ଷା ପାଇବ। ମାତ୍ର ପାପୀ ତାହାଦ୍ବାରା ଧରାୟିବ।
Cross references
ତେଣୁ ସହେି ରାତି ରେ ସେ ଦୁ ହେଁ ମିଶି ତାଙ୍କର ପିତାଙ୍କୁ ମଦ୍ଯପାନ କରାଇଲେ। ତା'ପରେ ତାଙ୍କର ସାନଝିଅ ୟାଇ ତାଙ୍କ ସହିତ ସହବାସ କଲା। ଆଉଥରେ ଲୋଟ ଅତ୍ଯଧିକ ମଦ୍ଯପାନ କରିଥିବାରୁ ତାଙ୍କ ଝିଅ କେତବେେଳେ ଆସି କେତବେେଳେ ସହବାସ କରି ୟାଇଛି ସେ ଜାଣିପାରି ନଥିଲେ।
ଏହି ଗୃହ ରେ ସେ ମାେତେ ତାଙ୍କ ସହିତ ସମାନ କରିଛନ୍ତି। ମୁଁ ତାଙ୍କ ସ୍ତ୍ରୀ ସହିତ ଶଯନ କରି ପାରିବି ନାହିଁ। ଏହା ଭୁଲ ଅଟେ, ଏହା ପରମେଶ୍ବରଙ୍କ ବିରୁଦ୍ଧ ରେ ପାପ ତୁଲ୍ଯ।
ଦଲୀଲା ଦେଖିଲା ଶାମ୍ଶୋନ୍ ତାଙ୍କୁ ସମସ୍ତ ଗକ୍ସ୍ଟଲ୍ଗ କଥା ଜଣାଇ ଦେଲେ। ତେଣୁ ସେ ପଲେଷ୍ଟୀୟ ନତେୃବର୍ଗମାନଙ୍କୁ ଜଣାଇ ଦଲୋ। ସେ କହିଲା, ଏହି ଥର ଆସ, କାରଣ ଶାମ୍ଶାେନ୍ ମାେତେ ତାଙ୍କର ସମସ୍ତ ରହସ୍ଯ କହିଦଇେଛନ୍ତି। ତେଣୁ ନତେୃବର୍ଗ ଦଲୀଲା ନିକଟକକ୍ସ୍ଟ ଆସିଲେ ଏବଂ ମକ୍ସ୍ଟଦ୍ରା ଆଣିଲେ।
ଦଲୀଲା ତାଙ୍କୁ ନିଜର କୋଳ ରେ ଶକ୍ସ୍ଟଆଇ ଦଲୋ ଏବଂ ତା'ପରେ ତାଙ୍କର ସାତାଟେି ବଣେୀକକ୍ସ୍ଟ କ୍ଷିଅର କରିବା ପାଇଁ, ଭିତ ରେ ଥିବା ଲୋକଟିକକ୍ସ୍ଟ ସେ ଡିକିଲା। ତା'ପରେ ଆଉ ଜଣେ ଲୋକ ଡକାଇ ତା'ର ମକ୍ସ୍ଟଣ୍ତରକ୍ସ୍ଟ ସାତବଣେୀ କଟାଇଲା। ଏହିପରି ସେ ଶାମ୍ଶୋନ୍ଙ୍କକ୍ସ୍ଟ କଷ୍ଟ ଦବୋକକ୍ସ୍ଟ ଆରମ୍ଭ କଲା ଓ ଶାମ୍ଶାେନ୍ର ସାମର୍ଥ୍ଯ ଗ୍ଭଲିଗଲା।
ଜ୍ଞାନ ତୁମ୍ଭକୁ ପର ସ୍ତ୍ରୀ ଓ ୟିଏ ବ୍ଯଭିଚାରୀ ଚାଟୁବାଦିନୀ ଲୋକଠାରୁ ମଧ୍ଯ ରକ୍ଷା କରିବ।
ଯେଉଁ ରାସ୍ତା ତାହାର ଘର ଆଡ଼କୁ, ତାହାର ମୃତ୍ଯୁ ଆଡ଼କୁ ଗଡ଼ଇବେ। ତୁମ୍ଭେ ଯଦି ତାକୁ ଅନୁସରଣ କର ସେ ତୁମ୍ଭକୁ କବରଖାନାକୁ ଆଗଇେ ନବେ।
ସେ ନିଜେ ଏକ କବରପରି, ଯେଉଁମାନେ ତା'ର ନିକଟକୁ ୟାଆନ୍ତି ସମାନେେ ସମାନଙ୍କେର ଜୀବନ ହରାଇବେ, ସମାନେେ ଫରେି ପାରିବେ ନାହିଁ।
ପର ସ୍ତ୍ରୀ ସୁନ୍ଦର ହାଇପୋ ରେ, ତା'ର ମୁଖରୁ ମଧୁର ବାକ୍ଯ ଶୁଣାୟାଏ।
ସେ ହେଉଛି ମୃତ୍ଯୁର ପଥ, ସେ ତୁମ୍ଭକୁ ସିଧା କବର ପାଖକୁ ନଇୟିବେ।
ସହେି ସ୍ତ୍ରୀ ଜଣକ ଏପରି ମଧୁର ଭାଷା କହି ତାଙ୍କର ମନ ହରଣ କଲା। ତା'ର ଚାଟୁ ବାକ୍ଯ ରେ ତାକୁ ଟାଣି ନଲୋ।
ସହେି ମୂର୍ଖ ଲୋକମାନେ ଜାଣନ୍ତି ନାହିଁ ଯେ ମୃତ ପ୍ ରତାେତ୍ମା ତା'ର ଗୃହ ରେ ଅଛି ବୋଲି, ଏବଂ ତା'ର ନିମନ୍ତ୍ରିତଗଣ ପାତାଳର ଗଭୀର ସ୍ଥାନ ରେ ଅଛନ୍ତି ବୋଲି।
ପର ସ୍ତ୍ରୀର ମୁଖ ଗଭୀର ଗାତ ଅଟେ, ସଦାପ୍ରଭୁଙ୍କର ଘୃଣିତ ଲୋକ ତହିଁରେ ପଡ଼ିବ।
ବେଶ୍ଯା ହେଉଛି ଗଭୀର ଖାତ ତୁଲ୍ଯ। ଜଣେ ବ୍ଯଭିଚାରୀଣି ଏକ ସଂକୀର୍ଣ୍ଣ କୂପ ତୁଲ୍ଯ ଅଟେ।
ଜଣେ ଖରାପ ସ୍ତ୍ରୀ ଲୋକ ଚୋର ପରି ଆକସ୍ମିକ ଆକ୍ରମଣ କରେ, ସେ ମନୁଷ୍ଯମାନଙ୍କ ମଧିଅରେ ଅବିଶ୍ବାସୀମାନଙ୍କର ସଂଖ୍ଯା ବଢ଼ାଏ।
ପରମେଶ୍ବର ଯାହା ପ୍ରତି ତୁଷ୍ଟ ହୁଅନ୍ତି, ପରମେଶ୍ବର ତାହାକୁ ଜ୍ଞାନ, ବିଦ୍ଯା ଓ ଆନନ୍ଦ ଦିଅନ୍ତି। ମାତ୍ର ପାପୀକୁ ପରମେଶ୍ବର ସଂଗ୍ରହ କରିବାର ଓ ଗଚ୍ଛିତ କରିବାର ଦାଯିତ୍ବ ଦିଅନ୍ତି, ଯେଉଁସବୁକୁ ସେ ପ୍ରସନ୍ନ ଥିବା ଲୋକମାନଙ୍କୁ ହିଁ ଦିଅନ୍ତି। ଏହା ହିଁ ଅସାର ଓ ଏହା ବାଯୁକୁ ଧରିବା ପରି।