ମୁଁ ତୁମ୍ଭକୁ ପରାମର୍ଶ ଦେଉଛି ତୁମ୍ଭେ ସର୍ବଦା ରାଜାଆଜ୍ଞା ପାଳନ କର। ତୁମ୍ଭେ ଏପରି କର କାରଣ ତୁମ୍ଭେ ପରମେଶ୍ବରଙ୍କଠା ରେ ତାହା କରିବାକୁ ପ୍ରତିଜ୍ଞା କରିଅଛ।
Cross references
ତବେେ ସେ ପ୍ରତିବେଶୀର ଦ୍ରବ୍ଯ ରେ ହସ୍ତ ଦଇେଅଛି କି ନାହିଁ, ଏ ବିଷଯ ରେ ଉଭୟଙ୍କ ମଧିଅରେ ସଦାପ୍ରଭୁଙ୍କର ଶପଥ ହବେ। ପଶୁର ମାଲିକ ସହେି ଶପଥ ଗ୍ରହଣ କରିବ। ପୁଣି ସେ ପରିଶାଧେ କରିବ ନାହିଁ।
ସମାନେେ ମହକ୍ସ୍ଟଫଣୋ ପାଖକକ୍ସ୍ଟ ଗଲେ କିନ୍ତୁ ଖାଇଲେ ନାହିଁ। ସମାନେେ ସମାନଙ୍କେର ପ୍ରତିଜ୍ଞା ଭାଙ୍ଗିୟିବା ରେ ଭୟଥିଲା
ମାତ୍ର ଶାଉଲଙ୍କର ପୌତ୍ର, ଯୋନାଥନର ପକ୍ସ୍ଟତ୍ର ମଫୀବୋଶତକକ୍ସ୍ଟ ରାଜା ରକ୍ଷା କଲେ। ଯେ ହତେକ୍ସ୍ଟ ସମାନଙ୍କେ ମଧିଅରେ ଅର୍ଥାତ୍ ଦାଉଦ ଓ ଶାଉଲଙ୍କର ପକ୍ସ୍ଟତ୍ର ଯୋନାଥନ ମଧିଅରେ ସଦାପ୍ରଭୁଙ୍କ ଶପଥ ଥିଲା।
ତୁମ୍ଭେ ସଦାପ୍ରଭୁଙ୍କ ପ୍ରତିଜ୍ଞା ଓ ମାରେ ଆଜ୍ଞା କାହିଁକି ପାଳନ କଲ ନାହିଁ?
ସମସ୍ତ ନେତାଗଣ, ସୈନ୍ଯଗଣ ଓ ରାଜା ଦାଉଦଙ୍କର ପୁତ୍ରଗଣ ଶଲୋମନଙ୍କୁ ରାଜାରୂପେ ସ୍ବୀକାର କଲେ ଓ ତାଙ୍କର ବାଧ୍ଯ ହେଲେ।
ହେ ମାରେ ପୁତ୍ର, ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ଭୟ କର। ସହେି ଲୋକମାନଙ୍କ ସହିତ ଜଡିତ ହୁଅ ନାହିଁ। ଯେଉଁମାନେ ସମାନଙ୍କେର ବିପକ୍ଷ ରେ ଅଛନ୍ତି।
ଏବଂ ସେ ଏକ ରାଜସ୍ବ ନଇେ ତାକୁ ଶପଥ କରାଇ ତା' ସହିତ ଏକ ଚୁକ୍ତି କଲେ ଏବଂ ସେ ମହତ୍ତ୍ବପୂର୍ଣ୍ଣ ଲୋକମାନଙ୍କୁ ନଇଗେଲେ।
ପ୍ରେତ୍ୟକକ ଲୋକର ସରକାରୀ ଶାସକମାନଙ୍କ ଅଧୀନତା ସ୍ବୀକାର କରିବା ଉଚିତ୍। କାରଣ ସମାନଙ୍କେ ଏହି କ୍ଷମତା ପରମେଶ୍ବରଙ୍କ ଦ୍ବାରା ଦିଆଯାଇଛି ଏବଂ ବର୍ତ୍ତମାନ ଯେଉଁ ମାନେ ଅଧିକାରୀ , ପରମେଶ୍ବରଙ୍କ ଦ୍ବାରା ସମାନଙ୍କେୁ ଏହି କ୍ଷମତା ପ୍ରଦାନ କରା ଯାଇଛି।
ଲୋକମାନଙ୍କୁ ସର୍ବଦା ଏହିଗୁଡ଼ିକ କରିବା ପାଇଁ ମନେ ରଖିବାକୁ କୁହ : ସମାନେେ ସରକାରୀ ଅଧିକାରୀମାନଙ୍କ ଅଧୀନ ରେ ରୁହନ୍ତୁ, ସମାନଙ୍କେ ଆଜ୍ଞା ପାଳନ କରନ୍ତୁ ଓ ଭଲ କାମ କରିବା ପାଇଁ ପ୍ରସ୍ତୁତ ଥାଆନ୍ତୁ ;
ଏହି ଜଗତ ରେ କ୍ଷମତାପ୍ରାପ୍ତ ଲୋକଙ୍କ ଆଜ୍ଞା ପାଳନ କର। ପ୍ରଭୁଙ୍କ ଲାଗି ଏହା କର। ସର୍ବୋଚ୍ଚ ଶାସନକର୍ତ୍ତା ରାଜାଙ୍କ ଆଜ୍ଞା ପାଳନ କର।