ମୁଁ ଏହିସବୁ ବିଷଯ ରେ ମନୋନିବେଶ କରି ଅନୁସନ୍ଧାନ କଲି। ଧାର୍ମିକ ଓ ଜ୍ଞାନୀ, ଆଉ ସମାନଙ୍କେ କାର୍ୟ୍ଯ ପରମେଶ୍ବରଙ୍କ ହାତ ରେ। କହେି ଜାଣେ ନାହିଁ, ତାକୁ ପ୍ ରମେ କରାୟିବ କି ଘୃଣା କରାୟିବ। ଏସବୁ ଭବିଷ୍ଯତ ଉପ ରେ ନିର୍ଭର କରେ। ଏପରିକି ସମାନଙ୍କେର ପ୍ ରମେ ଓ ଘୃଣା ପରମେଶ୍ବରଙ୍କ ହାତ ରେ ଅଛି।
Cross references
ହଁ, ସେ ଲୋକମାନଙ୍କୁ ପ୍ ରମେ କରନ୍ତି। ତାଙ୍କର ସମସ୍ତ ପବିତ୍ର ଲୋକ ତୁମ୍ଭର ହସ୍ତଗତ ଓ ସମାନେେ ତୁମ୍ଭର ଚରଣ ତଳେ ବସିଲେ। ପ୍ରେତ୍ୟକକ ଲୋକ ତକ୍ସ୍ଟମ୍ଭ ବାକ୍ଯ ଗ୍ରହଣ କରିବେ।
ସଦାପ୍ରଭୁ ତାଙ୍କର ପବିତ୍ର ଭକ୍ତମାନଙ୍କୁ ସକ୍ସ୍ଟରକ୍ଷା କରନ୍ତି। ସେ ସମାନଙ୍କେୁ ଝକ୍ସ୍ଟଣ୍ଟିବାରକ୍ସ୍ଟ ରକ୍ଷା କରନ୍ତି। କିନ୍ତୁ ମନ୍ଦ ଲୋକମାନେ ଅନ୍ଧକାର ରେ ଝକ୍ସ୍ଟଣ୍ଟିପଡନ୍ତି ଓ ଧ୍ବଂସ ହକ୍ସ୍ଟଅନ୍ତି। ସମାନଙ୍କେର ଶକ୍ତି ସମାନଙ୍କେୁ ରକ୍ଷା କରିବା ପାଇଁ ସାହାୟ୍ଯ କରେ ନାହିଁ।
ରାଜା ଦାଉଦ ସାଦୋକକକ୍ସ୍ଟ କହିଲେ, ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ଯିରୁଶାଲମକୁ ଫରୋଇ ନିଅ। ଯଦି ସଦାପ୍ରଭୁ ମାେ ଉପରେ ପ୍ରତି ହକ୍ସ୍ଟଅନ୍ତି, ତବେେ ସଦାପ୍ରଭୁ ମାେତେ ଯିରୁଶାଲମକୁ ଫରୋଇ ଆଣିବେ ଓ ତାଙ୍କର ମନ୍ଦିର ଦେଖିବାର ସକ୍ସ୍ଟ ଯୋଗ ମାେତେ ଦବେେ।
କିନ୍ତୁ ଆୟୁବ ମୁଁ ଯଦି ତୁମ୍ଭ ଜାଗା ରେ ଥାନ୍ତି ନିଶ୍ଚଯ ପରମେଶ୍ବରଙ୍କୁ ଡ଼ାକି ନିଜର ସମସ୍ତ ଦୁଃଖ ତାଙ୍କୁ ଜଣାନ୍ତି।
ପ୍ରେତ୍ୟକକ ଜୀବନ୍ତ ପ୍ରାଣୀ ଓ ନିଶ୍ବାସ ନଇେ ବଞ୍ଚୁଥିବା ମଣିଷସବୁ ପରମେଶ୍ବରଙ୍କ ଶକ୍ତିର ଅଧୀନ ରେ।
ତୁମ୍ଭେ ନିଜ ଆଖି ରେ ପରମେଶ୍ବରଙ୍କ ଶକ୍ତି ଦେଖିଛ। ତେଣୁ କାହିଁକି ତୁମ୍ଭେ ସହେି ବାଜେ କଥା କହୁଛ ?
ହେ ସଦାପ୍ରଭୁ, ନିଶ୍ଚଯ ତୁମ୍ଭେ ସହେି ନଷ୍ଠୁର ଲୋକମାନଙ୍କ କାର୍ୟ୍ଯ ଦେଖୁଅଛ। ଥରେ ସହେି ମନ୍ଦକାର୍ୟ୍ଯକୁ ଚାହଁ, ଓ କିଛି କର। ଯେଉଁମାନେ ବିପଦରେ ପଡ଼ନ୍ତି, ନିଶ୍ଚଯ ତୁମ୍ଭ ନିକଟକୁ ସାହାୟ୍ଯ ପାଇଁ ଆସନ୍ତି। ହେ ସଦାପ୍ରଭୁ ତୁମ୍ଭେ ହେଉଛ ଏକମାତ୍ର, ୟିଏକି ସହେି ପିତୃହୀନ ମାନଙ୍କୁ ସାହାୟ୍ଯ କରିପାର।
ହେ ସଦାପ୍ରଭୁ, ତୁମ୍ଭେ ପରମେଶ୍ବର ୟାହାଙ୍କୁ ଆମ୍ଭେ ବିଶ୍ବାସ କରିପାରିବୁ। ମୁଁ ମାରେ ପ୍ରାଣକୁ ତୁମ୍ଭ ହସ୍ତରେ ଅର୍ପଣ କରୁଛି। ମାେତେ ରକ୍ଷା କର।
ସଦାପ୍ରଭୁଙ୍କ ଉପରେ ନିର୍ଭର ରଖ। ତାଙ୍କୁ ବିଶ୍ବାସ କର ଓ ସେ ନିଶ୍ଚଯ ୟାହା କରିବା କଥା ସଫଳ କରିବେ।
ମୁଁ ଗର୍ବୀ ଓ ଲୋକମାନଙ୍କ ପ୍ରତି ଇର୍ଷାପରାଯଣ ହାଇଗଲିେ, ଯେତବେେଳେ ସମାନେେ କୃତକାର୍ୟ୍ଯ ହେଉଥିବାର ଦେଖିଲି।
ସହେି ଦୁଷ୍ଟ ଲୋକମାନେ କହନ୍ତି, ପରମେଶ୍ବର ଜାଣି ନାହାଁନ୍ତି ଆମ୍ଭେ ୟାହା କରୁଛୁ। ସର୍ବୋପରିସ୍ଥ ପରମେଶ୍ବର ଏହା ଜାଣନ୍ତି ନାହିଁ!
ସଦାପ୍ରଭୁଙ୍କଠା ରେ ତୁମ୍ଭର ସମସ୍ତ କାର୍ୟ୍ଯ ସମର୍ପଣ କର। ତବେେ ତୁମ୍ଭେ ସବୁ କାର୍ୟ୍ଯ ରେ ଜଯୟୁକ୍ତ ହବେ।
ତା'ପ ରେ ମୁଁ ଜ୍ଞାନ ଓ ବୁଦ୍ଧି, ପାଗଳାମି ଓ ବୋକାମି ବିଷଯ ରେ ଅଭିଜ୍ଞତା ହାସଲ କରିବା ପାଇଁ ନିଷ୍ପତ୍ତି ନଲେି। ଏବଂ ଏହାହିଁ ପବନର ପଶ୍ଚାତ୍ଧାବନ ବୋଲି ମୁଁ ଜାଣିଲି।
ମାରେ ଅର୍ଥହୀନ ଜୀବନ କାଳ ମଧିଅରେ, ମୁଁ ଏହିସବୁ ଜିନିଷ ଦେଖିଅଛି। କେତବେେଳେ ଜଣେ ଧାର୍ମିକ ଲୋକ ଆପଣା ଧାର୍ମିକତା ସତ୍ତ୍ବେ ବି ବିନଷ୍ଟ ହୁଏ, ଯେଉଁଠିକି ଏକ ପୁଣି ଦୁଷ୍ଟ ଲୋକ ତା'ର ଦୁଷ୍ଟାମୀ ସତ୍ତ୍ବେ ଦୀର୍ଘଜୀବି ହୁଏ।
ମାେ ହୃଦଯ ରେ ମୁଁ ଜାଣିବାକୁ ପରୀକ୍ଷା କରିବାକୁ ଏବଂ ଜ୍ଞାନର ପଶ୍ଚାତ୍ଧାବନ କରିବାକୁ ଏବଂ ଏହାର ଉତ୍ତର ପାଇବାକୁ ମୁଁ ଚାହିଁଲି। ମୁଁ ମଧ୍ଯ ଦୁଷ୍ଟତା ଓ ବୋକାମୀକୁ ଓ ମୂର୍ଖର ପାଗଳାମିକୁ ଜାଣିବା ପାଇଁ ଚାହିଁଲି।
ଏବଂ ସେ ଜାଣେ ନାହିଁ କ'ଣ ଘଟିବାକୁ ଯାଉଛି। କାରଣ କହେି କହି ପାରିବେ ନାହିଁ ଭବିଷ୍ଯତ ରେ କ'ଣ ହବେ।
ପୃଥିବୀ ରେ ଏହି ଗୋଟିଏ ଅସାରତା ସାଧିତ ହୁଏ। କବେେ କବେେ ଧାର୍ମିକମାନଙ୍କୁ ଏପରି ବ୍ଯବହାର କରାୟାଏ, ସତେ ଯେପରି ସମାନେେ ଦୁଷ୍ଟ ଭାବରେ କାର୍ୟ୍ଯ କରିଛନ୍ତି। ସମୟ ସମୟରେ ଦୁଷ୍ଟ ଲୋକମାନଙ୍କୁ ଏମିତି ବ୍ଯବହାର କରାୟାଏ, ସତେ ଯେପରି ସମାନେେ ନ୍ଯାଯୋଚିତ କାର୍ୟ୍ଯ କରିଛନ୍ତି। ତା'ପ ରେ ମୁଁ କହିଲି, ଏହା ଅସାର ଅଟେ।
ଯେତବେେଳେ ମୁଁ ଜ୍ଞାନର ତତ୍ତ୍ବ ଜାଣିବାକୁ ଓ ପୃଥିବୀ ରେ ଘଟୁଥିବା କାର୍ୟ୍ଯ ଦେଖିବାକୁ ମନୋୟୋଗ କଲି। ଏଇ ଦିନ ରେ ମୁଁ ନ ଶାଇେ ଦିନରାତି କାମ କଲି।
ମୂର୍ଖ ବହୁ କଥା କ ହେ। ତଥାପି କ'ଣ ହବେ ମନୁଷ୍ଯ ଜାଣେ ନାହିଁ। ଆଉ ତା'ପ ରେ କ'ଣ ଘଟିବ, କହେି ତାକୁ ଜଣାଇ ପାରିବ ନାହିଁ।
ଉପଦେଶକ ଜ୍ଞାନବାନ ହବୋରୁ ଲୋକମାନଙ୍କୁ ନିତ୍ଯ ଜ୍ଞାନ ଶିକ୍ଷା ମିଳିଲା। ପୁଣି ସେ ଅନୁଧ୍ଯାନ କରି ଓ ଅନୁସନ୍ଧାନ କରି ଅନକେ ହିତାପଦେେଶ ସଂଗ୍ରହ କଲେ।
ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ପାଇଁ ସକଳ କାର୍ୟ୍ଯ ସାଧନ କରିଅଛ। ତେଣୁ ଆମ୍ଭମାନଙ୍କୁ ଶାନ୍ତି ପ୍ରଦାନ କର।
ହେ ଦ୍ବୀପ ସମୂହର ଲୋକମାନେ ମାେ କଥା ଶୁଣ। ହେ ଦୂରସ୍ଥ ଗୋଷ୍ଠୀ ସମୂହର ଲୋକମାନେ, ମାେ କଥାକୁ ଅବଧାନ କର। ମୁଁ ମାତୃ ଗର୍ଭରୁ ଭୂମିଷ୍ଠ ହବୋ ପୂର୍ବରୁ ସଦାପ୍ରଭୁ ତାଙ୍କର ସବୋ ପାଇଁ ମାେତେ ଆହ୍ବାନ କରିଛନ୍ତି। ମୁଁ ମାତୃଗର୍ଭ ରେ ଥିବା କାଳରୁ ସେ ମାରେ ନାମ ଉଲ୍ଲେଖ କରିଛନ୍ତି।
କାରଣ ଦେଖ, ଆଜି ତୁମ୍ଭକୁ ଆମ୍ଭେ ସମଗ୍ର ଦେଶ, ଯିହୁଦାର ରାଜଗଣ, ତହିଁର ଅଧିପତିଗଣ, ତହିଁର ଯାଜକଗଣ ଓ ଦେଶସ୍ଥ ଲୋକମାନଙ୍କ ବିରୁଦ୍ଧ ରେ ଏକ ଦୃଢ଼ ନଗର, ଲୌହସ୍ତମ୍ଭ ଓ ପିତ୍ତଳର ପ୍ରାଚୀର ସ୍ବରୂପ କଲୁ।
ଆମ୍ଭମାନେେ ଚିନ୍ତା କରୁଛୁ ଗର୍ବୀ ଲୋକମାନେ ସୁଖୀ। ଦୁଷ୍ଟାଗ୍ଭରୀମାନେ କୃତକାର୍ୟ୍ଯ ହୁଅନ୍ତି। ସମାନେେ ପରମେଶ୍ବରଙ୍କ ର୍ଧୌୟ୍ଯ ପରୀକ୍ଷା କରିବାକୁ ମନ୍ଦ କାର୍ୟ୍ଯ କରି ଗ୍ଭଲନ୍ତି ଏବଂ ସମାନେେ କିଛି ଦଣ୍ତ ପାଆନ୍ତି ନାହିଁ।
ମାେ ସ୍ବର ମାେ ମଷେମାନେ ଶୁଣନ୍ତି। ମୁଁ ସମାନଙ୍କେୁ ଜାଣେ ଓ ସମାନେେ ମାେତେ ଅନୁସରଣ କରନ୍ତି।
ଆପଲ୍ଲ କ'ଣ ବିଶିଷ୍ଟ ଲୋକ ଅଟନ୍ତି ନା! ପାଉଲ ମହାନ୍ ଅଟନ୍ତି ? ନା! ଆମ୍ଭେ କବଳେ ପ୍ରଭୁଙ୍କର ସବେକ ଅଟୁ। ଆମ୍ଭେ ତାହାଙ୍କଠା ରେ ବିଶ୍ବାସ କରିବା ରେ ତୁମ୍ଭମାନଙ୍କୁ ସାହାୟ୍ଯ କରିଛୁ। ପ୍ରଭୁଙ୍କ ଦ୍ବାରା ଦିଆଯାଇଥିବା କାମ ହିଁ ଆମ୍ଭେ ସମ୍ପୂର୍ଣ୍ଣ କରିଛୁ।
ସହେି ସୁସମାଚାର କହିଥିବାରୁ ଏବେ ମୁଁ କଷ୍ଟ ପାଉଛି। କିନ୍ତୁ ମୁଁ ଲଜ୍ଜିତ ନୁହେଁ। ମୁଁ ଯାହାଙ୍କୁ ବିଶ୍ବାସ କରିଛି, ତାହାଙ୍କୁ ମୁଁ ଜାଣେ। ମାରେ ପୂର୍ଣ୍ଣ ଆଶା ଅଛି ଯେ, ସେ ସହେି ବିଷୟଗୁଡ଼ିକ ସହେିଦିନ296 ପର୍ୟ୍ଯନ୍ତ ରକ୍ଷା କରିବେ, ଯେଉଁଗୁଡ଼ିକର ଦାଯିତ୍ବ ସେ ମାେ ଉପରେ ନ୍ଯସ୍ତ କରିଥିଲେ।
ତୁମ୍ଭର ପରିତ୍ରାଣର ସମୟ ନ ଆସିବା ପର୍ୟ୍ଯନ୍ତ ତୁମ୍ଭ ବିଶ୍ବାସ ମାଧ୍ଯମ ରେ ପରମେଶ୍ବରଙ୍କ ଶକ୍ତି ତୁମ୍ଭକୁ ରକ୍ଷା କରିବ। ସହେି ପରିତ୍ରାଣ ତୁମ୍ଭ ପାଇଁ ପ୍ରସ୍ତୁତ ହାଇେ ରହିଛି ଏବଂ ୟୁଗର ଶଷେ ରେ ତୁମ୍ଭେ ଏହା ପାଇବ।