Home Bibles ଉପଦେଶକ 9:15 · ଓଡ଼ିଆ ବାଇବେଲ
ଉପଦେଶକ 9:15 · ଓଡ଼ିଆ ବାଇବେଲ

ଏପରି ସମୟରେ ତହିଁ ମଧିଅରେ ଏକ ଦରିଦ୍ର ଜ୍ଞାନୀ ଲୋକ ଦଖାଗେଲା। ପୁଣି ସେ ଆପଣା ଜ୍ଞାନ ଦ୍ବାରା ନଗର ରକ୍ଷା କଲା। ତଥାପି ସହେି ଦରିଦ୍ର ଲୋକଙ୍କୁ କହେି ସ୍ମରଣ କଲା ନାହିଁ।

Cross references

ଆଦି ପୁସ୍ତକ 40:23

ତଥାପି ପ୍ରଧାନ ପାନପାତ୍ର ବାହକ ଯୋଷଫଙ୍କେୁ ସ୍ମରଣ କଲା ନାହିଁ। ସେ ଯୋଷଫଙ୍କେ କଥା ଭୁଲି ୟାଇଥିଲା।

ଦିତୀୟ ଶାମୁୟେଲ 20:22

ତା'ପରେ ସେ ନଗରର ସମସ୍ତ ଲୋକମାନଙ୍କୁ ବିଜ୍ଞତାର ସହିତ କହିଲା। ଲୋକମାନେ ବିଖ୍ରିର ପକ୍ସ୍ଟତ୍ର ଶବେଃର ମକ୍ସ୍ଟଣ୍ତ କାଟି ପ୍ରାଚୀର ଉପର ଦଇେ ଯୋୟାବ ନିକଟକକ୍ସ୍ଟ ଫୋପାଡି ଦେଲେ।

ଏଷ୍ଟର ବିବରଣ 6:2

ତହିଁରେ ଏହି ଲିଖିତ କଥା ଦଖାଗେଲା, ରାଜାଙ୍କର ନଫୁସକ ବିଗ୍ଥନ୍ ଓ ତରେଶ ନାମ ରେ ଦୁଇଜଣ ଦ୍ବାରପାଳ ଅକ୍ଷଶ୍ବରେଶ ରାଜାଙ୍କୁ ବଧ କରିବାକୁ ଚେଷ୍ଟା କରିଥିବାରୁ ମର୍ଦ୍ଦଖଯ ତହିଁର ସମ୍ବାଦ ଦଇେଥିଲା।

ଉପଦେଶକ 2:16

ଯେପରି ମୂର୍ଖର, ସହେିପରି ଜ୍ଞାନବାନ ଲୋକର ସ୍ମରଣ ସର୍ବଦା ନ ଥାଏ। କାରର ଭବିଷ୍ଯତ ରେ, ସମସ୍ତେ ବିସ୍ମୃତ ହାଇେ ୟାଇଥିବେ। କଣେ ଜ୍ଞାନୀ ଲୋକକୁ କିପରି ମୂର୍ଖ ଲୋକ ପରି ମରିବା ପାଇଁ ଅନୁମତି ଦିଆୟିବ?

ଉପଦେଶକ 4:13

ଯେଉଁ ବୃଦ୍ଧ ଓ ନିର୍ ବୋଧ ରାଜା ଆଉ କୌଣସି ପରାମର୍ଶ ଗ୍ରହଣ ନ କରିବାକୁ ଚା ହେଁ। ତାହା ଅପେକ୍ଷା ଦରିଦ୍ର ଓ ଜ୍ଞାନବାନ୍ ୟୁବା ଲୋକ ଭଲ।

ଉପଦେଶକ 7:19

ନଗର ରେ ଥିବା ଦଶଜଣ ଶାସନକର୍ତ୍ତା ଅପେକ୍ଷା ଜ୍ଞାନ, ଜ୍ଞାନୀ ବ୍ଯକ୍ତିକୁ ଅଧିକ ଶକ୍ତି ଦିଏ।

Interlinear

Interlinear data is unavailable for this verse.

Choose Theme