ଯେପରି ସମାନଙ୍କେର ପ୍ ରମେ, ଠିକ୍ ସହେିପରି ସମାନଙ୍କେର ଘୃଣା ଓ ଇର୍ଷା ନଷ୍ଟ ହୁଏ। ଏବଂ ସୂର୍ୟ୍ଯ ତଳେ ଯାହା କିଛି କରାୟାଏ, ତହିଁରେ ଅନନ୍ତକାଳ ସମାନଙ୍କେର କୌଣସି ଅଂଶ ନ ଥାଏ।
Cross references
ଏହାପରେ ଜଣେ ନୂତନ ରାଜା ମିଶର ରେ ରାଜୁତି କଲେ। ସହେି ରାଜା ଜାଣଙ୍କ ଯୋଷଫଙ୍କେୁ ଜାଣି ନଥିଲେ।
ଦୁଷ୍ଟଲୋକମାନେ କବର ମଧିଅରେ କାହାକୁ ଅସୁବିଧା ରେ ପକାନ୍ତି ନାହିଁ ଏବଂ ଲୋକେ କ୍ଲାନ୍ତ ହେଲେ କବର ରେ ବିଶ୍ରାମ ନିଅନ୍ତି।
ସାହାୟ୍ଯ ପାଇଁ ଅଧିପତିମାନଙ୍କ ଉପରେ ନିର୍ଭର ରଖ ନାହିଁ। ଲୋକମାନଙ୍କ ପ୍ରତି ଭରସା କର ନାହିଁ। କାରଣ ଲୋକମାନେ ତୁମ୍ଭକୁ ରକ୍ଷା କରିପାରିବେ ନାହିଁ।
ଲୋକମାନେ ମରନ୍ତି ଓ କବର ନିଅନ୍ତି। ଆଉ ସହେିଦିନ, ସମାନଙ୍କେର ଯୋଜନା ସବୁ ମଧ୍ଯ ମରିୟାଏ।
ଧାର୍ମିକ ଲୋକମାନେ ଆଶା କରୁଥିବା ଆନନ୍ଦ ଆଣିଦିଏ, କିନ୍ତୁ ଦୁଷ୍ଟ ଲୋକମାନଙ୍କର ଆଶା ଧ୍ବଂସ ପାଇବ।
ସୂର୍ୟ୍ଯତଳେ ମୁଁ ୟହିଁ ରେ ପରିଶ୍ରାନ୍ତ ହଲିେ, ମାହେର ସେସବୁ ପରିଶ୍ରମକୁ ମୁଁ ଘୃଣା କଲି, କାରଣ ମାରେଉତ୍ତରାଧିକାରୀ ପାଇଁ ତାହା ସବୁ ଛାଡ଼ି ୟିବାକୁ ହବେ।
କିଏ ଜାଣେ ସମାନଙ୍କେ ଏହି କ୍ଷଣସ୍ଥାଯୀ ଜୀବନ ରେ, ମନୁଷ୍ଯ ଅଧିକ ଲାଭକରି କ'ଣ କରିପା ରେ? କାରଣ ସମାନଙ୍କେର ଦିନଗୁଡ଼ିକ ଛାଇ ପରି ଚାଲିୟିବ। କିଏ ଲୋକମାନଙ୍କୁ କହିପାରିବ, ସୂର୍ୟ୍ଯତଳେ ଭବିଷ୍ଯତ ରେ ଏଇ ପୃଥିବୀ ରେ କ'ଣ ହବେ?
ତେଣୁ ମୁଁ କହିଲି, ମୁଁ ସଦାପ୍ରଭୁଙ୍କୁ ଜୀବିତମାନଙ୍କ ଦେଶ ରେ ଦେଖିବି ନାହିଁ। ପୁଣି ଏ ଜଗତ ରେ ଜୀବିତମାନଙ୍କୁ ମଧ୍ଯ ଦେଖିବି ନାହିଁ।
ଦୂତ କହିଲେ, ଉଠ, ପିଲାଟିକୁ ଓ ତା ମାଆକୁ ନଇେ ଇସ୍ରାଯାଲ ଦେଶକୁ ଯାଅ। କାରଣ ଯେଉଁମାନେ ପିଲାଟିକୁ ମାରିଦବୋକୁ ଚେଷ୍ଟା କରୁଥିଲେ, ସମାନେେ ଏବେ ମରିଗଲଣେି।