ପରମେଶ୍ବର ନିଜ ଯୋଜନା ଓ ଇଚ୍ଛା ଅନୁସାରେ ସମସ୍ତ ଘଟଣା ଘଟାନ୍ତି। ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରୁଥିବା ହତେୁ ପରମେଶ୍ବର ଆମ୍ଭକୁ ତାହାଙ୍କର ଲୋକ ହବୋ ପାଇଁ ବାଛିଲେ। ଏକଥା ସେ ନିଜ ଇଚ୍ଛାନୁସା ରେ ଅନାଦି କାଳରୁ ଠିକ୍ କରି ରଖିଥିଲେ।
Cross references
କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଏକ ଲକ୍ସ୍ଟହା ତରଳା ଯାଉଥିବା ଚକ୍ସ୍ଟଲ୍ଲାରକ୍ସ୍ଟ କାଢି ଆଣିବା ତକ୍ସ୍ଟଲ୍ଯ, ମିଶରରକ୍ସ୍ଟ ବାହାର କରି ଆଣିଛନ୍ତି। ଏବଂ ସେ ତୁମ୍ଭମାନଙ୍କୁ ତାଙ୍କର ମୂଲ୍ଯବାନ ଲୋକ ହବୋ ପାଇଁ ଆଣିଛନ୍ତି, ତୁମ୍ଭମାନେେ ଯେପରି ଆଜି ହାଇେଛ।
କିନ୍ତୁ ଜ୍ଞାନ ଓ ଶକ୍ତି ପରମେଶ୍ବରଙ୍କଠା ରେ ଅଛି। ସଦୁପଦେଶ ଓ ବୁଝିବା ଶକ୍ତି ତାଙ୍କର ଅଛି।
ସଦାପ୍ରଭୁ ସର୍ବଦା ସିଦ୍ଧ ଲୋକମାନଙ୍କୁ ସାହାୟ୍ଯ ଓ ସମାନଙ୍କେର ସାରା ଜୀବନ ରକ୍ଷା କରନ୍ତି। ସମାନଙ୍କେର ଅଧିକାର ଅନନ୍ତକାଳ ସ୍ଥାଯୀ ରୁ ହେ।
ମନ୍ତ୍ରଣା ଓ ତତ୍ତ୍ବଜ୍ଞାନ ମାଠାେ ରେ ଥାଏ। ମୁଁ ହିଁ 'ସୁବିବଚେନା' ମାଠାେ ରେ ବଳ ଅଛି।
ସସହିସଲାକମାଲନ କୁହନ୍ତି, ଆମ୍ଲଭମାଲନ ଇଚ୍ଛା କରୁଛୁସଯ ପରଲମଶ୍ବର ତାଙ୍କରସଯାଜନାମୂଳକ କାର୍ୟ୍ଯ ତ୍ବରାନ୍ବିତ କରନ୍ତୁ। ତା'ପସର ଆମ୍ଲଭମାଲନ କ'ଣ ଘଟିବ ଜାଣିବୁ। ଆମ୍ଲଭମାଲନ ଆଶା କରୁ ପରଲମଶ୍ବରଙ୍କ ଇଚ୍ଛା ତୁରନ୍ତ ଘଟୁ। ତାହାସହଲଲ ତାଙ୍କର ଇଚ୍ଛା କ'ଣ ଆମ୍ଲଭମାଲନ ଜାଣିପାରିବୁ।
ସର୍ବଶକ୍ତିମାନ ସଦାପ୍ରଭୁଙ୍କଠାରୁ ଏହି ଶିକ୍ଷା ମିଳିଥାଏ। ସେ ଆଶ୍ଚର୍ୟ୍ଯ ଜନକ ମନ୍ତ୍ରଣା ଦିଅନ୍ତି ଓ ପ୍ରକୃତ ରେ ସେ ଜ୍ଞାନ ରେ ମହାନ୍।
କହେି ସଦାପ୍ରଭୁଙ୍କ ଆତ୍ମାକୁ ଆଦେଶ ଦଇେଅଛି କି ? ପୁଣି ମନ୍ତ୍ରୀ ହାଇେ କହେି ତାଙ୍କୁ ନିର୍ଦ୍ଦଶେ ଦଇେଅଛି କି ?
ଶଷେ ରେ କ'ଣ ଘଟିବ ଆମ୍ଭେ ଆଦ୍ଯରୁ କହିଥାଉଁ। ପୁଣି ଯାହା ଘଟି ନାହିଁ ତାହା ଆମ୍ଭେ ପ୍ରାଚୀନ କାଳରୁ ଜଣାଇଥାଉ ଓ କହୁ। ଆମ୍ଭର ଉଦ୍ଦେଶ୍ଯ ସାଧିତ ହବେ ଓ ଆମ୍ଭେ ନିଜର ସକଳ ମନୋରଥ ସିଦ୍ଧ କରିବୁ।
ମାତ୍ର କୌଣସି ଭବିଷ୍ଯଦବକ୍ତା ସ୍ବର୍ଗୀଯ ସଭା ରେ ସଦାପ୍ରଭୁଙ୍କର ବାକ୍ଯ ପ୍ରତ୍ଯକ୍ଷ ଭାବରେ ଶୁଣିବାକୁ ତାଙ୍କ ସମ୍ମୁଖ ରେ ଠିଆ ହାଇେ ନାହିଁ। କହେି ତାଙ୍କର ବାକ୍ଯ ମନୋୟୋଗ ସହକା ରେ ଶୁଣି ନାହିଁ।
ତୁମ୍ଭର ମନ୍ତ୍ରଣା ଓ କ୍ରିଯା ମହାନ୍। ତୁମ୍ଭେ ପ୍ରେତ୍ୟକକଙ୍କର କାର୍ୟ୍ଯକଳାପ ଲକ୍ଷ୍ଯ କର। ତୁମ୍ଭେ କ୍ରିଯାନୁସା ରେ ସମୁଚିତ ଫଳ ସମାନଙ୍କେୁ ପ୍ରଦାନ କର। ସୁକର୍ମ କରୁଥିବା ବ୍ଯକ୍ତି ପୁରସ୍କୃତ ଓ ଅଧର୍ମ କରୁଥିବା ବ୍ଯକ୍ତି ଦଣ୍ଡିତ ହୁଏ।
ସେ ନିଶ୍ଚିତ ଭାବରେ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବେ ଓ ମହିମା ପ୍ରାପ୍ତ ହବେେ। ସେ ମଧ୍ଯ ଆପଣା ସିଂହାସନ ରେ ବସିବେ ଓ ରାଜତ୍ବ କରିବେ। ଆଉ ମଧ୍ଯ ଜଣେ ଯାଜକ ତାଙ୍କ ସିଂହାସନ ରେ ବସି ଯାଜକ ହବେେ। ସହେି ଦୁଇଜଣ ମଧିଅରେ ଶାନ୍ତିର ନତେୃତ୍ବ ହବେ।'
ତୁମ୍ଭମାନେେ ସମସ୍ତେ ଏସବୁ ଦିଖିଛ ଓ ଏସବୁ ଯେ ନିରାଟ ସତ୍ଯ ତାହା ଜାଣିଛ। ଏହି ଯୀଶୁଙ୍କୁ ଇଶ୍ବର ନିଶ୍ଚିତ ଯୋଜନା ଓ ପୂର୍ବ ଜ୍ଞାନ ଅନୁସାରେ ତୁମ୍ଭମାନଙ୍କୁ ସମର୍ପି ଦିଆ ଯାଇଥିଲା। କିନ୍ତୁ ତୁମ୍ଭମାନେେ ଦୁଷ୍ଟମାନଙ୍କ ସାହାୟ୍ଯ ରେ ତାହାଙ୍କୁ କୃଶ ରେ ଚ଼ଢ଼ଇେ କଣ୍ଟା ବାଡ଼ଇେ ହତ୍ଯା କରିଦଲେ।