ଏଫିସୀୟଙ୍କ ପ୍ରତି ପତ୍ର 1:2 · ଓଡ଼ିଆ ବାଇବେଲ
ତୁମ୍ଭମାନଙ୍କୁ ଆମ୍ଭର ପରମପିତା ପରମେଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ମିଳୁ।
Cross references
ରୋମୀୟଙ୍କ ପ୍ରତି ପତ୍ର 1:7
ତୁମ୍ଭମାନେେ ପରମେଶ୍ବରଙ୍କ ପବିତ୍ର ଲୋକ ବୋଲି ବଛା ଯାଇ ଥିବାରୁ, ମୁଁ ତୁମ୍ଭମାନଙ୍କୁ ଏହି ପତ୍ର ଲେଖୁଛି। ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତ ପ୍ରପ୍ତ ହେଉ। ଆମ୍ଭ ପରମପିତା ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କର ଅନୁଗ୍ରହ ଓ ଶାନ୍ତ ତୁମ୍ଭମାନଙ୍କୁ ମିଳୁ।
କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:2
ଆମ୍ଭର ପିତା ପରମେଶ୍ବର ଓ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତି ମିଳୁ।
ଗାଲାତୀୟଙ୍କ ପ୍ରତି ପତ୍ର 1:3
ମୁଁ ପ୍ରାର୍ଥନା କରେ ଯେ, ଆମ୍ଭ ପରମପିତା ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କୁ ମିଳୁ।
ତୀତସଙ୍କ ପ୍ରତି ପତ୍ର 1:4
ଏହି ପତ୍ର ତୀତସଙ୍କୁ ଲଖାଯାେଉଛି। ତୁମ୍ଭେ ସମବିଶ୍ବାସ ରେ ମାରେ ପ୍ରକୃତ ପୁତ୍ର ଭଳି। ଆମ୍ଭର ପରମପିତା ପରମେଶ୍ବର ଖ୍ରୀଷ୍ଟ ଯୀଶୁ, ଆମ୍ଭର ତ୍ରାଣକର୍ତ୍ତାଙ୍କଠାରୁ ତୁମ୍ଭକୁ ଅନୁଗ୍ରହ ଓ ଶାନ୍ତି ମିଳୁ।