Home Bibles ☰ Books ଏଫିସୀୟଙ୍କ ପ୍ରତି ପତ୍ର 3:12 · ଓଡ଼ିଆ ବାଇବେଲ
ଏଫିସୀୟଙ୍କ ପ୍ରତି ପତ୍ର 3:12 · ଓଡ଼ିଆ ବାଇବେଲ

ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ ଦ୍ବାରା, ନିର୍ଭୟ ରେ ପରମେଶ୍ବରଙ୍କ ସମ୍ମୁଖକୁ ୟିବା ପାଇଁ ଆମର ସ୍ବାଧୀନତା ଅଛି।

Cross references

ଯୋହନଲିଖିତ ସୁସମାଚାର 14:6

ଯୀଶୁ ଉତ୍ତର ଦେଲେ, ମୁଁ ପଥ। ମୁଁ ସତ୍ଯ ଓ ଜୀବନ। ପରମପିତାଙ୍କ ପାଖକୁ ୟିବା ପାଇଁ ମୁଁ ହେଉଛି ଏକମାତ୍ର ପଥ।

ରୋମୀୟଙ୍କ ପ୍ରତି ପତ୍ର 5:2

ଏବେ ଆମ୍ଭେ ଏହି ଅନୁଗ୍ରହ ରେ ରହିଛୁ ଓ ଆମ୍ଭେ ପରମେଶ୍ବରଙ୍କ ଏହି ମହିମା ରେ ଭାଗୀଦର ହାଇେଥିବା ଆଶା ରେ ଆନନ୍ଦିତ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 3:4

ଯୀଶୁ ଖ୍ରୀଷ୍ଟଙ୍କ ହତେୁ ପରମେଶ୍ବରଙ୍କ ଠା ରେ ଆମ୍ଭର ନିଶ୍ଚିତ ଭରସା ଥିବାରୁ ଆମ୍ଭେ ଏହା କହି ପାରୁ।

ଏଫିସୀୟଙ୍କ ପ୍ରତି ପତ୍ର 2:18

କାରଣ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ହିଁ, ଏକ ଆତ୍ମା ହାଇେ ପରମପିତା ପାଖକୁ ୟିବାର ଅଧିକାର ଆମ୍ଭକୁ ମିଳିଲା।

ଏବ୍ରୀ 4:14

ପୁତ୍ର ପ୍ରଭୁ ଯୀଶୁ ପରମେଶ୍ବରଙ୍କ ସହିତ ରହିବା ପାଇଁ ସ୍ବର୍ଗକୁ ଯାଇଛନ୍ତି। ସେ ହେଉଛନ୍ତି ଆମ୍ଭର ପ୍ରଧାନ ମହାୟାଜକ।

ଏବ୍ରୀ 10:19

ଅତଏବ ହେ ଭାଇ ଓ ଭଉଣୀମାନେ, ଆମ୍ଭେ ମହାପବିତ୍ର ସ୍ଥାନ ରେ ପ୍ରବେଶ କରିବା ପାଇଁ ପୂର୍ଣ୍ଣ ସ୍ବାଧୀନ ପାଇଛୁ। ଯୀଶୁଙ୍କର ରକ୍ତ କାରଣରୁ ଆମ୍ଭେ ନିର୍ଭୟ ରେ ଏପରି କରିପାରିବା।

Interlinear

Choose Theme