ପୂର୍ବବର୍ତ୍ତୀ ସମୟର ଲୋକମାନଙ୍କୁ ଏହି ଗୁପ୍ତ ସତ୍ଯ ବିଷୟ ରେ କୁହାୟାଇ ନ ଥିଲା। କିନ୍ତୁ ପରମେଶ୍ବର ଏବେ ନିଜର ପବିତ୍ର ପ୍ ରରେିତ ଓ ଭବିଷ୍ଯଦ୍ବକ୍ତାମାନଙ୍କ ନିକଟରେ ପବିତ୍ର ଆତ୍ମାଙ୍କ ମାଧ୍ଯମ ରେ ସହେି ଗୁପ୍ତ ସତ୍ଯଟି ପ୍ରକାଶ କରିଛନ୍ତି।
Cross references
ମୁଁ ତୁମ୍ଭକୁ ସତ୍ଯ କହୁଛି। ତୁମ୍ଭେ ଏବେ ଯାହା ଦେଖୁଛ, ତାହା ଦେଖିବାକୁ କେତେ ଭବିଷ୍ଯଦ୍ବକ୍ତା ଓ ସାଧୂମାନେ ଗ୍ଭହିଁଥିଲେ। କିନ୍ତୁ ସମାନେେ ତାହା ଦେଖି ପାରି ନଥିଲେ। ତୁମ୍ଭେ ଏବେ ଯାହା ଶୁଣୁଛ, ତାହା ଶିଣିବା ପାଇଁ ସମାନେେ ଗ୍ଭହିଁଥିଲେ, କିନ୍ତୁ ସମାନେେ ତାହା ଶୁଣି ପାରି ନଥିଲେ।
ସମାନେେ କହିଲେ, 'ଆମ୍ଭକୁ କହେି ମଜିରୀ ଦଇେ କାମ କରିବାକୁ ଡ଼ାକି ନାହିଁନ୍ତି।' ଜମିଦାର ଜଣକ ସମାନଙ୍କେୁ କହିଲେ, 'ତୁମ୍ଭମାନେେ ମଧ୍ଯ ଯାଇ ମାରେ ଦ୍ରାକ୍ଷା ବଗିଚ଼ା ରେ କାମ କର।'
ତେଣୁ ମୁଁ ତୁମ୍ଭକୁ ଏହା କରୁଛି: ମୁଁ ତୁମ୍ଭକୁ ଭବିଷ୍ଯଦ୍ବକ୍ତାମାନଙ୍କ ଜ୍ଞାନୀଲୋକ ଓ ଗୁରୁମାନଙ୍କ ପାଖକୁ ପଠାଉଛି। ତୁମ୍ଭେ ସମାନଙ୍କେ ମଧ୍ଯରୁ କେତକଙ୍କେୁ ମାରିବ, କୃଶ ରେ ଚ଼ଢ଼ାଇ ତୁମ୍ଭେ କେତକଙ୍କେୁ ହତ୍ଯା କରିବ। ତୁମ୍ଭର ସମାଜ ଗୃହ ରେ ତୁମ୍ଭେ କେତକଙ୍କେୁ ହତ୍ଯା କରିବ। ତୁମ୍ଭର ସମାଜଗୃହ ରେ ତୁମ୍ଭେ କେତକଙ୍କେୁ କୋରଡ଼ା ମାରିବ। ସହରରୁ ସହର ତୁମ୍ଭମାନେେ ସମାନଙ୍କେର ପେଛ ପେଛ ଯାଇ କେତକଙ୍କେୁ ତାଡ଼ନା କରିବ।
ପବିତ୍ର ଆତ୍ମା ତାହାଙ୍କୁ କହି ଦଇେଥିଲେ ଯେ, ସେ ପ୍ରଭୁ ପରମେଶ୍ବରଙ୍କଠାରୁ ଆଗତ ଖ୍ରୀଷ୍ଟଙ୍କ ଦର୍ଶନ ନକରିବା ପୂର୍ବରୁ ତାହାଙ୍କର ମୃତ୍ଯୁ ହବେନାହିଁ।
ମୁଁ ତୁମ୍ଭମାନଙ୍କୁ କହୁଛି, ତୁମ୍ଭମାନେେ ଏବେ ଯାହା ଦେଖୁଛ, ତାହା ଦେଖିବା ପାଇଁ ଅନକେ ଭବିଷ୍ଯଦ୍ବକ୍ତା ଓ ରାଜା ଚାହିଁଥିଲେ। କିନ୍ତୁ ସମାନେେ ଏସବୁ ଦେଖି ପରିନଥିଲେ। ତୁମ୍ଭମାନେେ ଏବେ ଯା ହେ ଶୁଣୁଛ, ତାହା ଶୁଣିବା ପାଇଁ ଅନକେ ଭବିଷ୍ଯଦ୍ବକ୍ତା ଓ ରାଜା ଚାହିଁଥିଲେ। କିନ୍ତୁ ସମାନେେ ଏସବୁ ଶୁଣି ପାରନଥିଲେ।
ଏଥିପାଇଁ ପରମେଶ୍ବରଙ୍କ ଜ୍ଞାନ କ ହେ, 'ମୁଁ ଭବିଷ୍ଯଦ୍ବକ୍ତା ଓ ପ୍ ରରେିତମାନଙ୍କୁ ସମାନଙ୍କେ ପାଖକୁ ପଠାଇବି। କେତକଙ୍କେୁ ସମାନେେ ମାରି ପକାଇବେ ଓ ଆଉ କେତକଙ୍କେୁ ବହୁତ ଖରାପ ବ୍ଯବହାର ଦଖାଇବେେ।'
କିନ୍ତୁ ତୁମ୍ଭକୁ ସାହାର୍ୟ୍ଯକାରୀ ସବୁ ଶିକ୍ଷା ଦବେେ। ମୁଁ ତୁମକୁ କହିଥିବା ସମସ୍ତ କଥା ମନେ ରଖିବା ପାଇଁ ସେ ସାହାୟ୍ଯ ମଧ୍ଯ କରିବେ। ଏହି ସାହାୟ୍ଯକାରୀ ହେଉଛନ୍ତି ପବିତ୍ରଆତ୍ମା, ଯାହାଙ୍କୁ ପରମପିତା ମାେ ନାମ ରେ ପଠାଇବେ।
କିନ୍ତୁ ଯେତବେେଳେ ସତ୍ଯମୟ ଆତ୍ମା ଆସିବେ, ସେତବେେଳେ ସେ ତୁମକୁ ସମସ୍ତ ସତ୍ଯ ପଥରେ କଢାଇନବେେ। ସେ ତାହାଙ୍କ ନିଜର କଥା କହିବେ ନାହିଁ। ସେ କବଳେ ଯାହା ଶୁଣିବେ, ତାହା କହିବେ। ସେ ତୁମକୁ ଭବିଷ୍ଯତର ଘଟଣା ବିଷୟ ରେ କହିବେ।
ସପେର୍ୟ୍ଯନ୍ତ ପିତର ସହେି ଦର୍ଶନ ବିଷୟ ରେ ଚି଼ନ୍ତା କରୁଥିଲେ। ସହେି ସମୟରେ ପବିତ୍ର ଆତ୍ମା ତାହାଙ୍କୁ କହିଲେ, ଶୁଣ, ତିନିଜଣ ଲୋକ ତୁମ୍ଭକୁ ଖାଜେୁଛନ୍ତି।
ସେ ସମାନଙ୍କେୁ କହିଲେ, ତୁମ୍ଭମାନେ ଜାଣିଛ ଯେ, କୌଣସି ଯିହୂଦୀ ଅନ୍ୟ ସହିତ ମିଶିବା ବା ଅନ୍ୟ ଜାତିର ଲୋକଙ୍କ ଘରକୁ ୟିବା ଯିହୂଦୀ ବ୍ଯବସ୍ଥା ବିରୁଦ୍ଧ। କିନ୍ତୁ କୌଣସି ଲୋକକୁ 'ଅପବିତ୍ର' ଓ 'ଅପରିଚ୍ଛନ୍ନ' ନ କହିବା ପାଇଁ ପରମେଶ୍ବର ମାେତେ ଦଖାଇେଛନ୍ତି।
ପରମେଶ୍ବର ହିଁ ତୁମ୍ଭକୁ ଦୃଢ କରି ପାରନ୍ତି। ମୁଁ ତୁମ୍ଭମାନଙ୍କୁ ଦୃଢ ଦବୋ ପାଇଁ ଯେଉଁ ସମାଗ୍ଭର ପ୍ରଗ୍ଭର କରୁଛି ସହେି ସତ୍ଯ ସୃଷ୍ଟି ଆରମ୍ଭରୁ ଗୁପ୍ତ ଭାବରେ ଥିଲା।
ଏଗୁଡ଼ିକ ଅନ୍ୟମାନଙ୍କ ଭଲ ପାଇଁ ଦିଆ ଯାଇଛି। ଜଣେ ଲୋକକୁ ଆତ୍ମାଙ୍କ ଦ୍ବାରା ବୁଦ୍ଧି ରେ କଥା କହିବାକୁ ଦକ୍ଷତା ଦିଆ ହାଇେଛି, ଓ ଅନ୍ୟ ଜଣକୁ ସହେି ଆତ୍ମାଙ୍କ ଦ୍ବାରା ଜ୍ଞାନର କଥା କହିବାକୁ ଯୋଗ୍ଯତା ଦିଆ ହାଇେଛି।
ପରମେଶ୍ବରଙ୍କ ମଣ୍ଡଳୀ ରେ ପ୍ରଥମେ ପ୍ ରରେିତମାନଙ୍କୁ, ଦ୍ବିତୀୟ ରେ ଭବିଷ୍ଯଦ୍ ବକ୍ତାମାନଙ୍କୁ, ତୃତୀୟ ରେ ଶିକ୍ଷକମାନଙ୍କୁ, ସ୍ଥାନ ଦଇେଛନ୍ତି। ତା'ପରେ, ଆଶ୍ଚର୍ୟ୍ଯ କାର୍ୟ୍ଯ କରୁଥିବା ଲୋକଙ୍କୁ, ତା'ପରେ ପରୋପକାରୀଙ୍କୁ ତା'ପରେ ନତେୃତ୍ବ ନେଉଥିବା ବ୍ଯକ୍ତିଙ୍କୁ, ତା'ପରେ ବିଭିନ୍ନ ଭାଷା କହି ପାରୁଥିବା ଲୋକଙ୍କୁ ସ୍ଥାନ ଦଇେଛନ୍ତି।
ପ୍ ରରେିତ ଓ ଭବିଷ୍ଯଦ୍ବକ୍ତାମାନଙ୍କ ମୂଳଦୁଆ ଉପରେ ତୁମ୍ଭେ ନିଜେ ଏକ ଭବନ ହାଇେ ଠିଆ ହାଇେଛ। ପରମେଶ୍ବର ତା'ର ମାଲିକ ଅଟନ୍ତି। ଖ୍ରୀଷ୍ଟ ଯୀଶୁ ସହେି ଭବନର କଣର ପ୍ରଧାନ ପଥର ଅଟନ୍ତି।
ପରମେଶ୍ବରଙ୍କ ଗୁପ୍ତ ସତ୍ଯକୁ ସମସ୍ତଙ୍କୁ କହିବା ଦାଯିତ୍ବ ପରମେଶ୍ବର ମାେତେ ପ୍ରଦାନ କଲେ। ଏହି ନିଗୂଢ଼ ସତ୍ଯ ସୃଷ୍ଟିର ଆରମ୍ଭରୁ ସମସ୍ତ ପଦାର୍ଥର ସୃଷ୍ଟିକର୍ତ୍ତା ପରମେଶ୍ବରଙ୍କ ଭିତ ରେ ଗୁପ୍ତ ରହିଥିଲା।
ଏବଂ ସହେି ଖ୍ରୀଷ୍ଟ ଲୋକମାନଙ୍କୁ ଦାନ ଦେଲେ ଅର୍ଥାତ୍ କେତକେ ଲୋକଙ୍କୁ ସେ ପ୍ ରରେିତ ହବୋ ପାଇଁ, କେତକଙ୍କେୁ ଭବିଷ୍ଯତ୍ବକ୍ତା ହବୋ ପାଇଁ, କେତକଙ୍କେୁ ସୁସମାଚାର କହିବା ପାଇଁ ଓ କେତକଙ୍କେୁ ପରମେଶ୍ବରଙ୍କ ଲୋକମାନଙ୍କର ଯତ୍ନ ନବୋ ପାଇଁ ଓ ଶିକ୍ଷା ଦବୋ ପାଇଁ।
ସହେି ଅନୁଗ୍ରହ ବର୍ତ୍ତମାନ ସମୟ ପର୍ୟ୍ଯନ୍ତ ଆମ୍ଭକୁ ଦଖାଯାେଉ ନ ଥିଲା। ଆମ୍ଭର ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଆସିବା ପରେ ତାହା ଆମ୍ଭଠା ରେ ପ୍ରକାଶିତ ହେଲା। ଖ୍ରୀଷ୍ଟ ଯୀଶୁ ମୃତ୍ଯୁକୁ ନଷ୍ଟ କଲେ ଓ ଆମ୍ଭକୁ ଜୀବନ ପାଇବାର ପଥ ଦଖାଇେଲେ। ସୁସମାଚାର ମାଧ୍ଯମ ରେ ସେ ଆମ୍ଭକୁ ଅନନ୍ତ ଜୀବନ ପାଇବା ପାଇଁ ମାର୍ଗ ଦଖାଇେଲେ।
ପରମେଶ୍ବରଙ୍କ ସବେକ, ଓ ଯୀଶୁଖ୍ରୀଷ୍ଟଙ୍କ ପ୍ ରରେିତ ପାଉଲଙ୍କଠାରୁ ପତ୍ର। ପରମେଶ୍ବରଙ୍କ ମନୋନୀତ ଲୋକମାନଙ୍କ ବିଶ୍ବାସ ରେ ସାହାୟ୍ଯ କରିବା ପାଇଁ ମାେତେ ପଠାଯାଇଛି। ସତ୍ଯ ଜାଣିବା ପାଇଁ ସହେି ଲୋକମାନଙ୍କୁ ସାହାୟ୍ଯ କରିବା ପାଇଁ ମାେତେ ପଠାଯାଇଛି। ପରମେଶ୍ବରଙ୍କୁ ଲୋକେ କିପରି ସବୋ କରିବେ, ତାହା ସହେି ସତ୍ଯ ଦଖାଇେ ଥାଏ।
ଏହି ସମସ୍ତ ଲୋକମାନେ ନିଜର ବିଶ୍ବାସ ପାଇଁ ଜଣା ଶୁଣା। କିନ୍ତୁ ଏମାନଙ୍କ ଭିତରୁ କହେି ହେଲ ପରମେଶ୍ବରଙ୍କ ମହାନ୍ ପ୍ରତିଜ୍ଞା ପାଇପାରି ନ ଥିଲେ।
ଭବିଷ୍ଯଦ୍ ବକ୍ତାମାନେ ମନୋୟୋଗ ସହକା ରେ ଅଧ୍ଯୟନ କରି ଏହି ଉଦ୍ଧାର ବିଷୟ ରେ ଜାଣିବା ପାଇଁ ଚେଷ୍ଟା କଲେ। ସହେି ଭବିଷ୍ଯଦ୍ ବକ୍ତାମାନେ ତୁମ୍ଭ ପ୍ରତି ଆଗତ ଅନୁଗ୍ରହ ବିଷୟ ରେ କହିଥିଲେ।
ପବିତ୍ର ଭବିଷ୍ଯଦ୍ ବକ୍ତାମାନେ ଅତୀତ ରେ ଯାହା କିଛି କହି ଯାଇଛନ୍ତି ମୁଁ ଚା ହେଁ ଯେ, ସଗେୁଡ଼ିକୁ ତୁମ୍ଭମାନେେ ମନେ ପକାଅ। ଆମ୍ଭର ପ୍ରଭୁ ଓ ତ୍ରାଣକର୍ତ୍ତା ଯେଉଁ ଆଜ୍ଞା ଦଇେଛନ୍ତି, ସଗେୁଡ଼ିକୁ ମଧ୍ଯ ମନେ ପକାଅ। ତୁମ୍ଭମାନଙ୍କ ପ୍ ରରେିତମାନଙ୍କ ମାଧ୍ଯମ ରେ ସେ ଆମ୍ଭକୁ ଏହି ଆଜ୍ଞା ଦଇେଥିଲେ।
ପ୍ରିୟ ବନ୍ଧୁମାନେ, ଆମ୍ଭମାନଙ୍କର ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କର ପ୍ ରରେିତମାନେ ତୁମ୍ଭମାନଙ୍କୁ ପୂର୍ବରୁ ଯେଉଁ ସବୁ କଥା କହିଛନ୍ତି, ତାହା ସ୍ମରଣ କର।