ପରମେଶ୍ବରଙ୍କ ଲୋକମାନେ ତାଙ୍କର ସବୋ କରିବା ପାଇଁ ଓ ଖ୍ରୀଷ୍ଟଙ୍କ ଶରୀରକୁ ସୁଦୃଢ଼ କରିବା ପାଇଁ ପ୍ରସ୍ତୁତ ହବେେ ବୋଲି ଖ୍ରୀଷ୍ଟ ଏହି ଅନୁଗ୍ରହ ଦାନ ସମାନଙ୍କେୁ ଦେଲେ। ଏହା ଦ୍ବାରା ଖ୍ରୀଷ୍ଟଙ୍କ ଶରୀରସ୍ବରୂପ ଆମ୍ଭମାନେେ ମଧ୍ଯ ଦୃଢ଼ ଓ ବଳବାନ ହବୋ।
Cross references
ମୁଁ ପ୍ରାର୍ଥନା କରିଛି ଯେ ତୁମ୍ଭର ବିଶ୍ବାସ ଲୋପ ନ ହେଉ। ତୁମ୍ଭମାନେେ ମାେପାଖକୁ ଫରେି ଆସିବା ସମୟରେ ନିଜ ଭାଇମାନଙ୍କୁ ବିଶ୍ବାସ ରେ ଦୃଢ ହବୋ ପାଇଁ ସାହାୟ୍ଯ କର।
ସମାନେେ ଖାଇବା ପରେ ଯୀଶୁ ଶିମାନେ ପିତରଙ୍କୁ କହିଲେ, ଯୋହନଙ୍କର ପୁତ୍ର ଶିମାନେ। ତୁମ୍ଭେ କ'ଣ ମାେତେ ଏମାନଙ୍କ ଅପେକ୍ଷା ଅଧିକ ପ୍ ରମେ କର?
ୟିହୂଦା ଆମ୍ଭ ଦଳ ରେ ଥିଲା ଓ ଆମ୍ଭ ସହିତ ଏକତ୍ର ସବୋ କାର୍ୟ୍ଯ କରିଥିଲା, ପବିତ୍ରଆତ୍ମା କହିଥିଲେ ଯେ ଯେଉଁ ଲୋକମାନେ ଯୀଶୁଙ୍କୁ ବନ୍ଦୀ କରିବାକୁ ଯିବେ ୟିହୂଦା ସମାନଙ୍କେର ନେତା ହବେ।
ସହେି ପଦ ରେ ପ୍ ରରେିତ ହବୋ ନିମନ୍ତେ ତୁମ୍ଭେ ଏହି ଦୁଇ ଜଣଙ୍କ ମଧ୍ଯରୁ କାହାକୁ ପସନ୍ଦ କରିଛ, ତାହା ଆମ୍ଭମାନଙ୍କୁ ଦଖାଇଦେିଅ।
ଏହାଦ୍ବାରା ୟିହୂଦା, ଶମିରୋଣ ଓ ଗାଲିଲୀର ମଣ୍ଡଳୀ ରେ ଶାନ୍ତି ଥିଲା ଓ ଏହା ଶକ୍ତିଶାଳୀ ହେଉଥିଲା। ବିଶ୍ବାସୀମାନଙ୍କ ସଂଖ୍ଯା ବଢ଼ିବା ରେ ଲାଗିଲା। ପ୍ରଭୁଙ୍କ ଭୟ ଓ ପବିତ୍ର ଆତ୍ମାର ସହାୟତା ପାଇ ସମାନେେ ରହୁଥିଲେ।
ବର୍ଣ୍ଣବ୍ବା ସଠାେରେ ପହଞ୍ଚି ସହେି ଲୋକମାନଙ୍କୁ ପରମେଶ୍ବର ଦଇେଥିବା ଆଶୀର୍ବାଦ ଦେଖି ବହୁତ ଖୁସି ହେଲେ। ସେ ସମାନଙ୍କେୁ ଆହୁରି ଉତ୍ସାହିତ କଲେ। ସେ ସମାନଙ୍କେୁ କହିଲେ, ତୁମ୍ଭର ବିଶ୍ବାସ କଦାପି ହରାଅ ନାହିଁ, ସର୍ବାନ୍ତଃକରଣ ରେ ପ୍ରଭୁଙ୍କର ବାଧ୍ଯ ହୁଅ।
ସମାନେେ ସେ ସ୍ଥାନଗୁଡ଼ିକରେ ଶିଷ୍ଯମାନଙ୍କ ଆତ୍ମାକୁ ସବଳ କଲେ ଓ ବିଶ୍ବାସ ରେ ବୃଦ୍ଧିପାଇବା ପାଇଁ ଉତ୍ସାହିତ କଲେ। ସମାନେେ କହିଲେ, ପରମେଶ୍ବରଙ୍କ ରାଜ୍ଯ ରେ ପ୍ରବେଶ କରିବା ନିମନ୍ତେ ଆମ୍ଭକୁ ଅନକେ ଦୁଃଖ କଷ୍ଟ ଭୋଗ କରିବାକୁ ପଡ଼ିବ।
କିନ୍ତୁ, ମୁଁ ପ୍ରଭୁ ଯୀଶୁଙ୍କଠାରୁ ପରମେଶ୍ବରଙ୍କ ଅନୁଗ୍ରହଜନକ ସୁସମାଚ଼ାର ଘାଷେଣା କରିବାର ଯେଉଁ କାର୍ୟ୍ଯ ଓ ସବୋ ପଦ ପାଇଅଛି, ତାହା ସମ୍ପୂର୍ଣ୍ଣ କରିବା ନିମନ୍ତେ ପ୍ରାଣପଣେ ଚେ଼ଷ୍ଟା କରୁଛି। ଏଥିପାଇଁ ମାେ ନିଜର ଜୀବନକୁ ନିତାନ୍ତ ମୂଲ୍ଯହୀନ ମଣୁଅଛି।
ତେଣୁ ତୁମ୍ଭମାନେେ ସମସ୍ତେ ନିଜେ ନିଜେ ସାବଧାନ ରୁହ। ପୁଣି ପବିତ୍ର ଆତ୍ମା ଯେଉଁ ମଷେପଲ ଉପରେ ତୁମ୍ଭମାନଙ୍କୁ ମଷେପାଳକ ରୂପେ ନିୟୁକ୍ତ କରିଅଛନ୍ତି, ସମାନଙ୍କେ ବିଷୟ ରେ ସତର୍କ ରୁହ; ଓ ଯେଉଁ ମଣ୍ଡଳୀକୁ ପରମେଶ୍ବର ଆପଣା ରକ୍ତ ରେ କ୍ରୟ କରିଅଛନ୍ତି ତାହାର ଯତ୍ନ ନିଅ।
ଯଦି କାହାକୁ ସବୋ କରିବା ପାଇଁ ଅନୁଗ୍ରହ ଦାନ ମିଳିଛି ତବେେ ସେ ନିଜକୁ ସବୋ ପାଇଁ ଅର୍ପଣ କରୁ। ଯଦି କାହାକୁ ଶିକ୍ଷା ବା ଉପଦେଶ ଦବୋ ଅନୁଗ୍ରହ ଦାନ ମିଳିଛି, ତା ହେଲେ ସେ ନିଜକୁ ପ୍ରଚ୍ଭାର କାର୍ୟ୍ଯ ରେ ଲଗାଇ ଦେଉ।
ଅତଏବ ଆସ, ଆମ୍ଭେ ଶାନ୍ତି ଆଣୁଥିବା କାର୍ୟ୍ଯଗୁଡିକ ପରିଶ୍ରମ ପୂର୍ବକ କରିବା। ପରସ୍ପରକୁ ସାହାୟ୍ଯ ପ୍ରଦାନ କରୁଥିବା କାର୍ୟ୍ଯମାନ କରିବା।
ଆମ୍ଭେ ଅନ୍ୟ ଲୋକମାନଙ୍କୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟା କରିବା ଉଚିତ। ସମାନଙ୍କେ ବିଶ୍ବାସକୁ ବଳବାନ କରିବା ଓ ବଢାଇବା ଦୃଷ୍ଟିରୁ ଆମ୍ଭେ ସମାନଙ୍କେ ପାଇଁ କଣ ଭଲ ତାହା ଭାବିବା ଉଚିତ।
ମାେ ଭାଇ ଓ ଭଉଣୀମାନେ! ମୁଁ ଜାଣେ ଯେ ତୁମ୍ଭେ ମାନେ ଭଲ ଗୁଣ ରେ ପରିପୂର୍ଣ। ତୁମ୍ଭମାନଙ୍କର ପ୍ରଚୁର ଜ୍ଞାନ ଅଛି ଓ ତୁମ୍ଭେ ମାନେ ପରସ୍ପରକୁ ଶିକ୍ଷା ଦଇେ ପାରିବ।
ମୁଁ ଜାଣେ ଯେ, ଯେତବେେଳେ ମୁଁ ତୁମ୍ଭମାନଙ୍କ ପାଖକୁ ଆସିବି, ସେତବେେଳେ ଖ୍ରୀଷ୍ଟଙ୍କର ସମ୍ପୂର୍ଣ ଆଶୀର୍ବାଦ ନଇେ ଆସିବି।
ଆମ୍ଭ ବିଷୟ ରେ ଲୋକମାନଙ୍କର ଭାବିବା ଦରକାର ଯେ, ଆମ୍ଭେ ଖ୍ରୀଷ୍ଟଙ୍କର ସବେକ। ପରମେଶ୍ବର ନିଜର ଗୋପନୀୟ ସତ୍ଯଗୁଡ଼ିକୁ ଆମ୍ଭ ନିକଟରେ ଭରସା ରଖି ଜଣାଇ ଅଛନ୍ତି।
ପ୍ରେତ୍ୟକକ ଲୋକଠା ରେ ଆତ୍ମାର ବିଶଷେ ଗୁଣ ଗୁଡ଼ିକ ଦେଖିବାକୁ ମିଳେ।
ତୁମ୍ଭମାନେେ ଖ୍ରୀଷ୍ଟଙ୍କର ଶରୀର ଅଟ। ତୁମ୍ଭମାନେେ ପ୍ରେତ୍ୟକକ ସହେି ଶରୀରର ଅଙ୍ଗ।