ସମାନେେ କିଛି ବୁଝନ୍ତି ନାହିଁ କି କିଛି ଜାଣନ୍ତି ନାହିଁ, କାରଣ ସମାନେେ ବୁଝିବା ପାଇଁ ମନା କରନ୍ତି। ସେଥିପାଇଁ ପରମେଶ୍ବର ପ୍ରଦତ୍ତ ଜୀବନ ସମାନେେ ପାଇ ପାରିବେ ନାହିଁ।
Cross references
ଓଟପକ୍ଷୀ, ତାମସପକ୍ଷୀ, ସମୁଦ୍ର ଚିଲ ଓ ବିଭିନ୍ନ ଜାତିର ଛଞ୍ଚାଣ,
ଆମ୍ଭମାନଙ୍କ ଚୁକ୍ତି ପୂରଣ କର। ଏହି ଭୂମିର ଅନ୍ଧକାର ସ୍ଥାନସବୁ ଦୌରାତ୍ମ୍ଯରେ ପରିପୂର୍ଣ୍ଣ ହେଲା।
ଅନ୍ୟ ଜାତିଗଣର ଦବଗେଣ ସମାନଙ୍କେ ହସ୍ତକୃତ ସୁନା ଓ ରୂପାର ନିର୍ମିତ ପ୍ରତିମା ଅଟନ୍ତି। ଏହି ପ୍ରତିମାଗୁଡ଼ିକ ମନୁଷ୍ଯମାନଙ୍କ ହସ୍ତରେ ତିଆରି ହାଇେଥିଲେ।
ସସହିସଲାକମାଲନ କ'ଣ କରୁଛନ୍ତି ଜାଣନ୍ତି ନାହିଁ କି ବିଚାର କରନ୍ତି ନାହିଁ।ସସମାଲନସଯପରିସଦଖି ନ ପାରିଲବ ଏଥିପାଇଁସସମାନଙ୍କର ଚକ୍ଷୁ ଓସସମାଲନସଯପରି ବୁଝି ନ ପାରିଲବ, ଏଥିପାଇଁସସମାନଙ୍କର ଚିତ୍ତସସ ମୁଦ୍ରିତ କରିଛନ୍ତି।
ତୁମ୍ଭେ ଆମ୍ଭକୁ କାହା ସହିତ ତୁଳନା କରି ପାରିବ କି ? ନା, କାରଣ କୌଣସି ଲୋକ ଆମ୍ଭ ସହିତ ସମାନ ନୁହେଁ। ତୁମ୍ଭେ ଆମ୍ଭ ବିଷଯ ରେ ସମ୍ପୂର୍ଣ୍ଣ ଅଜ୍ଞ। ଆମ୍ଭ ସଦୃଶ କହେି ନାହିଁ।
ମୁଁ ଏହା କରିବି, ଇଶ୍ରାୟେଲୀୟମାନଙ୍କୁ ବୁଝିପାରିବା ପାଇଁ ସମାନଙ୍କେ ଉପ ରେ ସହେି, ସମାନଙ୍କେର କଳୁଷିତ ମୂର୍ତ୍ତିଗୁଡ଼ିକ ମାଠାରୁେ ଉଚ୍ଛିନ୍ନ ରହିବେ।'
କିନ୍ତୁ ନବୂଖଦ୍ନିତ୍ସର ଗର୍ବୀ ଏବଂ ଜିଦ୍ଖୋର ହେଲେ। ତେଣୁ ତାଙ୍କର ରାଜ୍ଯ ତାଙ୍କଠାରୁ ନିଆଗଲା। ତା'ପ ରେ ତାଙ୍କୁ ଲୋକମାନଙ୍କ ଗହଣରୁ ତଡି ନିଆଗଲା।
କାରଣ ସମାନଙ୍କେର (ଲୋକମାନଙ୍କର) ହୃଦୟ କଠାେର ହାଇେ ଯାଇଛି। ସମାନଙ୍କେର କାନ ଅଛି କିନ୍ତୁ ଶୁଣନ୍ତି ନାହଁ ଏବଂ ସତ୍ଯକୁ ଦେଖିବା ପାଇଁ ମନା କରି ଦଇେଛନ୍ତି। ଫଳ ରେ ସମାନେେ ତାହାଙ୍କ ଆଖି ରେ କିଛି ଦେଖି ପାରିବେ ନାହିଁ। କିମ୍ବା ତାହାଙ୍କ କାନ ରେ କିଛି ଶୁଣି ପାରିବେ ନାହିଁ। କିମ୍ବା ହୃଦୟ ରେ କିଛି ବୁଝି ପାରିବେ ନାହିଁ। ଏହା ଘଟିଅଛି କାରଣ ସୁସ୍ଥ ହବୋ ପାଇଁ ସମାନେେ ମାେ ପାଖକୁ ଆସିବେ ନାହିଁ।'ୟିଶାଇୟ 6 :9-10
ତା'ପରେ ଯୀଶୁ ଲୋକମାନଙ୍କ ଆଡକୁ ରାଗ ରେ ଚାହିଁଲେ; କିନ୍ତୁ ସମାନଙ୍କେ ହୃଦୟର କଠିନତା ଲକ୍ଷ୍ଯ କରି ବହୁତ ଦୁଃଖୀ ହେଲେ। ଯୀଶୁ ସହେି ଲୋକଟିକୁ କହିଲେ, ତୁମ୍ଭ ହାତ ମାେତେ ଦଖାେଅ। ଲୋକଟି ଯୀଶୁଙ୍କ ଆଡକୁ ହାତଟି ବଢାଇ ଦଲୋ ଓ
ପରମେଶ୍ବର ଲୋକମାନଙ୍କୁ ଅନ୍ଧ କରିଛନ୍ତି। ସେ ସମାନଙ୍କେର ହୃଦୟ କଠିନ କରି ଦଇେଛନ୍ତି। ସମାନେେ ଯେପରି ଆଖି ରେ ଦେଖିପାରିବେ ନାହିଁ ଓ ବୁଦ୍ଧି ରେ ବୁଝିପାରିବେ ନାହିଁ ସେଥି ନିମନ୍ତେ ପରମେଶ୍ବର ଏହା କରିଅଛନ୍ତି। ତା'ପରେ ମୁଁ ସମାନଙ୍କେୁ ସୁସ୍ଥ କରିବି। ୟିଶାଇୟ 6:10
ପୂର୍ବରୁ ପରମେଶ୍ବର ଲୋକମାନଙ୍କର ଏହି ନିର୍ବୋଧତା ଉପେକ୍ଷା କରିଥିଲେ। ମାତ୍ର ବର୍ତ୍ତମାନ ସେ ସାରା ପୃଥିବୀର ଲୋକମାନଙ୍କୁ ଅନୁତାପ କରି ଫରେିଆସିବା ପାଇଁ ଆଦେଶ ଦିଅନ୍ତି।
ମୁଁ ତୁମ୍ଭକୁ ତୁମ୍ଭ ନିଜ ଓ ଅନ୍ୟ ଦେଶର ଲୋକମାନଙ୍କଠାରୁ ରକ୍ଷା କରିବି। ସମାନଙ୍କେର ଆଖି ଖାଲିେ ଦବୋପାଇଁ ମୁଁ ତୁମ୍ଭକୁ ପଠାଉଛି।
ଲୋକେ ପରମେଶ୍ବରଙ୍କୁ ଜାଣିଥିଲେ। କିନ୍ତୁ ସମାନେେ ପରମେଶ୍ବରଙ୍କୁ ଗୌରବ ଦେଲେ ନାହିଁ ଓ ତାହାଙ୍କୁ ଧନ୍ଯବାଦ ଜଣାଇଲେ ନାହିଁ। ଲୋକଙ୍କ ଚ଼ିନ୍ତାଧାରା ନିରର୍ଥକ ହେଲା। ସମାନଙ୍କେର ଜ୍ଞାନ ଅନ୍ଧକାର ରେ ଭରିଗଲା।
ପରମେଶ୍ବରଙ୍କ ବିଷୟ ରେ ପ୍ରକୃତ ଜ୍ଞାନ ପ୍ରପ୍ତ କରିବାକୁ ଲୋକେ ଗୁରୁତ୍ବ ଦେଲନୋହିଁ। ସେଥିପାଇଁ ପରମେଶ୍ବର ସମାନଙ୍କେୁ ସମାନଙ୍କେ ବିକୃତ ଚ଼ିନ୍ତା ରେ ରହିବାକୁ ଛାଡ଼ି ଦେଲେ ଓ ସମାନେେ ଅନୁଚ଼ିତ କର୍ମକରି ରହିଲେ।
ତୁମ୍ଭେ ଭାବୁଛ ଯେ, ଯେଉଁ ଲୋକମାନେ ସତ୍ଯ ମାର୍ଗ ବିଷୟ ରେ ଜାଣନ୍ତି ନାହିଁ, ତୁମ୍ଭେ ସମାନଙ୍କେର ମାର୍ଗ ଦର୍ଶକ। ତୁମ୍ଭେ ଭାବୁଛ ଯେ, ଯେଉଁମାନେ ଅନ୍ଧକାର ରେ ଅଛନ୍ତି ସମାନଙ୍କେ ପାଇଁ ତୁମ୍ଭେ ଆଲୁଅ ସଦୃଶ।
ଏହା କାହିଁକି ସତ୍ଯ? କାରଣ ଯଦି ଜଣେ ଲୋକର ବିଚାର ତାହାର ପାପପୂର୍ଣ ଶରୀର ଦ୍ବାରା ନିୟନ୍ତ୍ରିତ ହୁଏ, ତା ହେଲେ ସେ ଲୋକ ପରମେଶ୍ବରଙ୍କର ବିରୋଧୀ। ସେ ଲୋକ ପରମେଶ୍ବରଙ୍କର ବ୍ଯବସ୍ଥା ମାନିବାକୁ ମନା କରେ।ପ୍ରକୃତ ରେ ସେ ଲୋକ ପରମେଶ୍ବରଙ୍କର ବ୍ଯବସ୍ଥା ମାନିବା ପାଇଁ ଅସମର୍ଥ।
ଭାଇ ଓ ଭଉଣୀମାନେ, ଏହି ନିଗୂଢ ସତ୍ଯ ବିଷୟ ରେ ତୁମ୍ଭମାନେେ ଯେ ପରି ଅଜଣା ରହି ଯାଅ; ଏ କଥା ମୁଁ ଚା ହେଁ ନାହିଁ । ଏହି ସତ୍ଯ ତୁମ୍ଭମାନଙ୍କୁ ଜାଣିବା ରେ ସାହାୟ୍ଯ କରିବ ଯେ, ତୁମ୍ଭମାନେେ ସର୍ବଜ୍ଞ ନୁହଁ। ଏହି କଥା ସତ୍ଯ ଯେ, ଇଶ୍ରାୟେଲର ଗୋଟିଏ ଅଂଶର ଲୋକଙ୍କୁ ଅବାଧ୍ଯ କରାଯାଇଛି। ଯେତବେେଳେ ପୂର୍ଣ ସଂଖ୍ଯକ ଅଣଯିହୂଦୀ ପରମେଶ୍ବରଙ୍କ ନିଜ ଲୋକ ହାଇେ ଯିବେ, ତା ହେଲେ ଏହି ସ୍ଥିତି ରେ ପରିବର୍ତ୍ତନ ଘଟିବ।
ପରମେଶ୍ବର ଆପଣା ଜ୍ଞାନ ରେ ଏହା ଚାହିଁଲେ ଯେ, ଜଗତ କଦାପି ନିଜ ଜ୍ଞାନ ବଳ ରେ ପରମେଶ୍ବରଙ୍କୁ ଜାଣି ପାରିବ ନାହିଁ। ତେଣୁ ଯେଉଁ ସୁସମାଚାରକୁ ଜଗତ ମୂର୍ଖତା ବୋଲି କୁ ହେ, ସହେି ବାର୍ତ୍ତା ଯେଉଁମାନେ ବିଶ୍ବାସ କରୁଛନ୍ତି, ତଦ୍ଦ୍ବାରା ସମାନଙ୍କେୁ ଉଦ୍ଧାର କରିବାକୁ ଇଚ୍ଛାକଲେ।
କିନ୍ତୁ ସମାନଙ୍କେର ମନଗୁଡ଼ିକ ଅବରୁଦ୍ଧ ହାଇେ ଯାଇଥିଲା। ଏପରିକି ଆଜି ମଧ୍ଯ ସମାନେେ ଯେତବେେଳେ ପୁରାତନ ଚୁକ୍ତିକୁ ପଢ଼ନ୍ତି ସହେି ଆବରଣଟି ଅର୍ଥକୁ ଲୁଚାଇ ରେଖ। ସେ ଆବରଣ କଢ଼ା ଯାଇ ନାହିଁ। କବଳେ ଖ୍ରୀଷ୍ଟ ଯୀଶୁ ଏହି ଆବରଣ ଦୂର କରିଛନ୍ତି।
ଅବିଶ୍ବାସୀମାନଙ୍କ ମନକୁ ଜଗତପତି ଶୟତାନ ଅନ୍ଧ କରି ଦଇେଛି। ତେଣୁ ସମାନେେ ଖ୍ରୀଷ୍ଟଙ୍କର ସୁସମାଚାରର ଆଲୋକ ଦେଖି ପାରନ୍ତି ନାହିଁ।
ପୂର୍ବରୁ ତୁମ୍ଭେ ପରମେଶ୍ବରଙ୍କୁ ଜାଣି ନ ଥିଲ। ତୁମ୍ଭମାନେେ ମିଥ୍ଯା ଦବେତାମାନଙ୍କର ଦାସ ଥିଲ।
ମନରେଖ, ତୁମ୍ଭମାନେେ ପୂର୍ବରୁ ଖ୍ରୀଷ୍ଟବିହୀନ ଥିଲ। ତୁମ୍ଭମାନେେ ଇସ୍ରାଯଲରେ ନାଗରିକ ନ ଥିଲ। ତେଣୁ ପରମେଶ୍ବର ତାହାଙ୍କ ଲୋକମାନଙ୍କ ସହିତ କରିଥିବା ପ୍ରତିଜ୍ଞା ୟୁକ୍ତ ନିୟମ ତୁମ୍ଭେ ପ୍ରାପ୍ତ ହାଇେ ନ ଥିଲ। ତୁମ୍ଭର ଆଉ କିଛି ଆଶା ଭରସା ନ ଥିଲା, କି ତୁମ୍ଭେ ପରମେଶ୍ବରଙ୍କୁ ଜାଣି ନ ଥିଲ।
ପୂର୍ବରୁ ତୁମ୍ଭେ ମନ୍ଦ କାମ କରିଥିବା କାରଣରୁ ପରମେଶ୍ବରଙ୍କ ବିରୋଧୀ ଥିଲ। ତୁମ୍ଭମାନେେ ମନ ରେ ପରମେଶ୍ବରଙ୍କ ଶତୃ ଥିଲ। ସେଥିପାଇଁ ପରମେଶ୍ବରଙ୍କଠାରୁ ଦୂ ରଇେ ଯାଉଥିଲ।
ଯେଉଁମାନେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ, ସମାନେେ ନିଜ ଶରୀରର ଏପରି ବ୍ଯବହାର କରନ୍ତି।
ଏହାଦ୍ବାରା ତୁମ୍ଭମାନେେ ପରମେଶ୍ବରଙ୍କ ନିକଟରେ ବିଶ୍ବସ୍ତ ନୁହଁ। ତୁମ୍ଭେ ଜାଣି ରଖିବା ଉଚିତ ଯେ, ଜଗତକୁ ଭଲ ପାଇବା ଓ ପରମେଶ୍ବରଙ୍କୁ ଘୃଣା କରିବା ବିଷୟ ସମାନ। ଅତଏବ ଯଦି କହେି ଏହି ସଂସାରର ଅଂଶୀ ହବୋ ପାଇଁ ଇଚ୍ଛା କରେ, ତବେେ ସେ ନିଜକୁ ପରମେଶ୍ବରଙ୍କୁ ଶତ୍ରୁ କରି ପକାଏ।
କିନ୍ତୁ ନିଜ ଭାଇକୁ ଘୃଣା କରୁଥିବା ବ୍ଯକ୍ତି ଅନ୍ଧକାର ରେ ଥାଏ। ସେ ଅନ୍ଧକାର ରେ ବାସ କରେ। ସେ କେଉଁଆଡ଼େ ଯାଏ, ନିଜେ ଜାଣିପା ରେ ନାହିଁ ; କାରଣ ଅନ୍ଧକାର ତାକୁ ଅନ୍ଧ କରଦେଇେଥାଏ।