Home Bibles ☰ Books ଏଫିସୀୟଙ୍କ ପ୍ରତି ପତ୍ର 5:25 · ଓଡ଼ିଆ ବାଇବେଲ
ଏଫିସୀୟଙ୍କ ପ୍ରତି ପତ୍ର 5:25 · ଓଡ଼ିଆ ବାଇବେଲ

ହେ ପତିଗଣ ! ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ ରମେ କରି ତା' ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଅଛନ୍ତି, ତୁମ୍ଭମାନେେ ମଧ୍ଯ ସହେିପରି ନିଜ ନିଜର ପତ୍ନୀମାନଙ୍କୁ ପ୍ ରମେ କର।

Cross references

ଆଦି ପୁସ୍ତକ 2:24

ମନୁଷ୍ଯ ପିତା ମାତାଙ୍କୁ ଛାଡ଼ି ସ୍ତ୍ରୀ ସହିତ ଏକତ୍ରୀତ ହବେ। ଯେପରି ସମାନେେ ଏକ ବ୍ଯକ୍ତି, ଏହା ଏପରି ଭାବରେ ହବେ।

ଆଦି ପୁସ୍ତକ 24:67

ଏହା ପରେ ଇ‌ସ୍‌ହାକ ସେହି କନ୍ୟାକୁ ତାଙ୍କର ମାଙ୍କ ତମ୍ବୁକୁ ଆଣିଲେ। ସେହି ଦିନ ରିବିକା ଇ‌ସ୍‌ହାକର ସ୍ତ୍ରୀ ହେଲେ। ଇ‌ସ୍‌ହାକ ତାଙ୍କୁ ବହୁତ ପ୍ରେମ କଲେ। ତେଣୁ ଇ‌ସ୍‌ହାକ ତାଙ୍କର ମାଙ୍କର ମୃତ୍ୟୁପରେ ସାନ୍ତ୍ୱନା ପାଇଲେ।

ଦିତୀୟ ଶାମୁୟେଲ 12:3

ମାତ୍ର ଦରିଦ୍ର ଲୋକଟିର ଗୋଟିଏ ସାନ ମେଣ୍ତା ଛକ୍ସ୍ଟଆ ବ୍ଯତୀତ ଆଉ କିଛି ନଥିଲା। ସେ ମଧ୍ଯ ତାକକ୍ସ୍ଟ କିଣି ପାଳକ୍ସ୍ଟଥିଲା। ତା' ସଙ୍ଗେ ଓ ତା'ର ବାଳକମାନଙ୍କ ସଙ୍ଗେ ସେ ଏକତ୍ର ବଢିଲା। ମେଣ୍ତା ଛକ୍ସ୍ଟଆଟି ତା'ର ନିଜ ତକ୍ସ୍ଟଣ୍ତରକ୍ସ୍ଟ ଆହାର ଖାଇଲା ଓ ତାହାର ନିଜ ପାତ୍ରରକ୍ସ୍ଟ ପାନ କଲା ଓ ତା'ର କୋଳ ରେ ମଧ୍ଯ ଶଯନ କଲା। ସହେି ମେଣ୍ତା ଛକ୍ସ୍ଟଆଟି ସେ ଗରୀବ ଲୋକଟିର ଝିଅପରି ବଢିଲା।

ହିତୋପଦେଶ 5:18

ତୁମ୍ଭର ନିର୍ଝର ଆଶୀର୍ବାଦ ରେ ପ୍ରାପ୍ତ ହେଉ। ତୁମ୍ଭେ ସହେି ସ୍ତ୍ରୀକୁ ଉପଭୋଗ କର ଯାହାକୁ ୟୌବନକାଳ ରେ ବିବାହ କରିଥିଲ।

ପରମଗୀତ 1:11

ମୁଁ ତୁମ୍ଭ ପାଇଁ ରୂପାଭୁଣ୍ଡି ଲଗା ସୁବର୍ଣ୍ଣ ପ୍ରସ୍ତୁତ କରିବି।

ମାଥିଉଲିଖିତ ସୁସମାଚାର 20:28

ମନୁଷ୍ଯପୁତ୍ରଙ୍କ କ୍ଷେତ୍ର ରେ ତାହା ଏକାଭଳି। ମନୁଷ୍ଯପୁତ୍ର ଅନ୍ୟମାନଙ୍କଠାରୁ ସବୋ ପାଇବେ ବୋଲି ଆସିନାହାନ୍ତି। ସେ ଅନ୍ୟମାନଙ୍କର ସବୋ କରିବା ପାଇଁ ଆସି ଅଛନ୍ତି। ମନୁଷ୍ଯପୁତ୍ର ଅନକେ ଲୋକଙ୍କ ମୁକ୍ତିର ମୂଲ୍ଯଭାବେ ନିଜ ଜୀବନଦାନ କରିବା ପାଇଁ ଆସିଛନ୍ତି।

ଲୂକଲିଖିତ ସୁସମାଚାର 22:19

ତାପରେ ଯୀଶୁ କିଛି ରୋଟୀ ନେଲେ। ରୋଟୀ ପାଇଁ ସେ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ। ସେ ରୋଟୀକୁ ଖଣ୍ଡ ଖଣ୍ଡ କରି ତାହା ପ୍ ରରେିତମାନଙ୍କୁ ଦେଲେ। ତା'ପରେ ଯୀଶୁ କହିଲେ, ଏହି ରୋଟୀ ମାରେଶରୀର। ଏହା ମୁଁ ତୁମ୍ଭମାନଙ୍କ ପାଇଁ ଦେଉଛି। ମାେତେ ମନେ ରଖିବା ପାଇଁ ଏହା କର।

ଯୋହନଲିଖିତ ସୁସମାଚାର 6:51

ମୁଁ ସ୍ବର୍ଗରୁ ଓହ୍ଲାଇଥିବା ଜୀବନ୍ତ ଖାଦ୍ଯା ଯଦି କୌଣସି ଲୋକ ଏହି ଖାଦ୍ୟ ଖାଏ, ତବେେ ସେ ଚିରଦିନ ପାଇଁ ବଞ୍ଚି ରହିବ। ଏହି ଖାଦ୍ୟ ହେଉଛି ମାରେ ଶରୀର। ମୁଁ ମାରେଶରୀର ଦଇେ ଦବେି, ତଦ୍ବାରା ଜଗତର ଲୋକମାନେ ଜୀବନ ପାଇପାରିବେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 20:28

ତେଣୁ ତୁମ୍ଭମାନେେ ସମସ୍ତେ ନିଜେ ନିଜେ ସାବଧାନ ରୁହ। ପୁଣି ପବିତ୍ର ଆତ୍ମା ଯେଉଁ ମଷେପଲ ଉପରେ ତୁମ୍ଭମାନଙ୍କୁ ମଷେପାଳକ ରୂପେ ନିୟୁକ୍ତ କରିଅଛନ୍ତି, ସମାନଙ୍କେ ବିଷୟ ରେ ସତର୍କ ରୁହ; ଓ ଯେଉଁ ମଣ୍ଡଳୀକୁ ପରମେଶ୍ବର ଆପଣା ରକ୍ତ ରେ କ୍ରୟ କରିଅଛନ୍ତି ତାହାର ଯତ୍ନ ନିଅ।

ଗାଲାତୀୟଙ୍କ ପ୍ରତି ପତ୍ର 1:4

ପରମପିତା ପରମେଶ୍ବରଙ୍କ ଇଚ୍ଛା ଅନୁସାରେ ଯୀଶୁଖ୍ରୀଷ୍ଟ ଆମ୍ଭ ପାପଗୁଡ଼ିକ ପାଇଁ ଓ ଆମ୍ଭେ ରହୁଥିବା ପାପ ସଂସାରରୁ ଆମ୍ଭକୁ ମୁକ୍ତ କରିବା ପାଇଁ ନିଜକୁ ସମର୍ପିତ କଲେ।

ଗାଲାତୀୟଙ୍କ ପ୍ରତି ପତ୍ର 2:20

ଅତଏବ ଏଲବ ମୁଁ ନିଲଜ ଜୀବିତ ନାହିଁ, ମାତ୍ରସମା ମଧିଅଲର ଯୀଶୁଖ୍ରୀଷ୍ଟ ଜୀବିତ ଅଛନ୍ତି।ସମାର ଶରୀର ମଧିଅଲର ମୁଁ ଏ ପର୍ୟ୍ଯନ୍ତ ଜୀବିତ ଅଛି ଓ ପରଲମଶ୍ବରଙ୍କ ପୁତ୍ରଙ୍କଠାସରସମାର ବିଶ୍ବାସ ପାଇଁ ମୁଁ ଜୀବିତ ଅଛି।ସସସମାଲତ ଭଲ ପାଇଲଲ।ସସସମା ଉଦ୍ଧାର ପାଇଁ ନିଜକୁ ସମର୍ପିତ କରିସଦଇଛନ୍ତି।

ଏଫିସୀୟଙ୍କ ପ୍ରତି ପତ୍ର 5:2

ପ୍ ରମେପୂର୍ଣ୍ଣ ଜୀବନଯାପନ କର। ଖ୍ରୀଷ୍ଟ ଆମ୍ଭକୁ ଯେପରି ପ୍ ରମେ କରିଛନ୍ତି, ତୁମ୍ଭମାନେେ ମଧ୍ଯ ସହେିଭଳି ଅନ୍ୟମାନଙ୍କୁ ପ୍ ରମେ କର। ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ, ସେ ଆମ୍ଭମାନଙ୍କ ନିମନ୍ତେ ପରମେଶ୍ବରଙ୍କ ନିକଟରେ ମଧୁର-ସୁଗନ୍ଧି-ୟୁକ୍ତ ଭଟେି ଓ ପରମେଶ୍ବରଙ୍କ ବଳି ସ୍ବରୂପ ଅଟନ୍ତି।

ଏଫିସୀୟଙ୍କ ପ୍ରତି ପତ୍ର 5:28

ଠିକ୍ ସହେିଭଳି ପତିମାନେ ନିଜ-ନିଜ ପତ୍ନୀଙ୍କୁ ପ୍ ରମେ କରିବା କଥା। ନିଜ ଶରୀରକୁ ପ୍ ରମେ କରିଲା ଭଳି ପ୍ ରମେ କରିବା କଥା। ଯେଉଁ ଲୋକ ନିଜ ପତ୍ନୀକୁ ପ୍ ରମେ କରେ, ସେ ନିଜ ଶରୀରକୁ ପ୍ ରମେ କରେ।

ଏଫିସୀୟଙ୍କ ପ୍ରତି ପତ୍ର 5:33

ଯାହା ହେଉନା କାହିଁକି, ତୁମ୍ଭ ଭିତରୁ ପ୍ରେତ୍ୟକକ ଜଣ ନିଜକୁ ଭଲ ପାଇଲା ଭଳି ନିଜ ପତ୍ନୀକୁ ଭଲ ପାଇବା ଉଚିତ ଓ ପ୍ରେତ୍ୟକକ ପତ୍ନୀ ନିଜର ପତିକୁ ସମ୍ମାନ କରିବା ଉଚିତ।

Interlinear

Choose Theme