ପ୍ରଭୁ ଯୀଶୁ ଖ୍ରୀଷ୍ଟ ଓ ପିତା ପରମେଶ୍ବରଙ୍କ ଦ୍ବାରା ଭାଇ ଓ ଭଉଣୀମାନଙ୍କୁ ଶାନ୍ତି, ପ୍ ରମେ ଓ ବିଶ୍ବାସ ପ୍ରାପ୍ତ ହେଉ।
Cross references
କିନ୍ତୁ ଦାସ ଉତ୍ତର ଦେଲେ, ଭୟ କରନାହିଁ। ମାେତେ ବିଶ୍ବାସ କର। ତୁମ୍ଭର ପରମେଶ୍ବର ତୁମ୍ଭ ପିତାଙ୍କର ପରମେଶ୍ବର ଉପହାର ସ୍ବରୂପ ତୁମ୍ଭ ପଟ ରେ ପୁରା ୟାଇଥିଲା। ମାରେ ମନେ ଅଛି ତୁମ୍ଭେ ସହେି ଟଙ୍କା ଗତ ଥର ମାେତେ ଶସ୍ଯ କିଣିବା ସମୟରେ ଦଇେଥିଲ।
ଦାଉଦ କହିଲେ ତୁମ୍ଭେ ୟାଇ ଏହିପରି କକ୍ସ୍ଟହ, ଯେ, ତୁମ୍ଭେ ଚୀରଜୀବି ହକ୍ସ୍ଟଅ ତୁମ୍ଭର ମଙ୍ଗଳ ହେଉ, ତକ୍ସ୍ଟମ୍ଭ ଗୃହର ମଙ୍ଗଳ ହେଉ। ତୁମ୍ଭର ସର୍ବସ୍ବ ମଙ୍ଗଳ ହେଉ।
ୟିରୁଶାଲମରେ ସୁଖ ସମୃଦ୍ଧି ପାଇଁ ପ୍ରାର୍ଥନା କର। ମୁଁ ଆଶାକରେ ଯେଉଁମାନେ ତୁମ୍ଭକୁ ପ୍ରମେ କରନ୍ତି ସମାନେେ ସଠାେରେ ଶାନ୍ତି ପାଇବେ।
ମୁଁ ତୁମ୍ଭକୁ ଶାନ୍ତି ଦଇେ ଯାଉଛି। ଏହି ଶାନ୍ତି ମାେ ନିଜର, ଯାହା ମୁଁ ତୁମ୍ଭକୁ ଦେଉଛି। ଜଗତ ଯେପରି ଶାନ୍ତି ଦିଏ, ତା'ଠାରୁ ଭିନ୍ନ ଶାନ୍ତି ମୁଁ ତୁମ୍ଭକୁ ଦେଉଛି। ତେଣୁ ମନ ରେ ଦୁଃଖ କର ନାହିଁ। ଭୟ ମଧ୍ଯ କର ନାହିଁ।
ତୁମ୍ଭମାନେେ ପରମେଶ୍ବରଙ୍କ ପବିତ୍ର ଲୋକ ବୋଲି ବଛା ଯାଇ ଥିବାରୁ, ମୁଁ ତୁମ୍ଭମାନଙ୍କୁ ଏହି ପତ୍ର ଲେଖୁଛି। ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତ ପ୍ରପ୍ତ ହେଉ। ଆମ୍ଭ ପରମପିତା ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କର ଅନୁଗ୍ରହ ଓ ଶାନ୍ତ ତୁମ୍ଭମାନଙ୍କୁ ମିଳୁ।
ଆମ୍ଭର ପିତା ପରମେଶ୍ବର ଓ ପ୍ରଭୁଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ଉପରେ ବତ୍ତୁର୍। ପାଉଲ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ।
ଆତ୍ମାଙ୍କ ସାହାୟ୍ଯ ରେ ଆମେ ଏଥି ପାଇଁ ଅପେକ୍ଷା କରି ରହିଛୁ। ଯଦି କହେି ଖ୍ରୀଷ୍ଟ ଯୀଶୁଙ୍କଠା ରେ ଅଛି, ତା ହେଲେ ସେ ସୁନ୍ନତ ହାଇେଛି ନା ନାହିଁ, ଏହା ମହତ୍ବପୂର୍ଣ୍ଣ ନୁହେଁ। ମହତ୍ବପୂର୍ଣ୍ଣ ବିଷୟ ହେଲା, ପ୍ ରମଜେନକ ବିଶ୍ବାସ, ଯାହା କାର୍ୟ୍ଯ ରେ ପରିପ୍ରକାଶ ହୁଏ।
ଯେଉଁମାନେ ଏହି ନିୟମ ପାଳନ କରୁଛନ୍ତି, ସମାନଙ୍କେୁ ଓ ପରମେଶ୍ବରଙ୍କ ସମସ୍ତ ଲୋକମାନଙ୍କୁ ଶାନ୍ତି ଓ ଦୟା ମିଳୁ।
କିନ୍ତୁ ଆମ୍ଭେ ଦିନର ହାଇେଥିବାରୁ ନିଜକୁ ସଂୟମ କରିବା ଆବଶ୍ଯକ। ବିଶ୍ବାସ ଓ ପ୍ ରମରେ ସାଞ୍ଜୁ ପିନ୍ଧିବା ଓ ପରିତ୍ରାଣର ଭରସାକୁ ଶିରସ୍ତ୍ରାଣ ରୂପେ ପରିଧାନ କରିବା ଦରକାର।
ଆମ୍ଭେ ସର୍ବଦା ତୁମ୍ଭମାନଙ୍କ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଇଛୁ। ଆମ୍ଭ ପାଇଁ ଏଭଳି କରିବା ଠିକ୍ ବୋଲି ଆମ୍ଭେ ଉଚିତ ମନେ କରୁଛୁ। ତୁମ୍ଭମାନଙ୍କ ବିଶ୍ବାସ ଯେ ହତେୁ ଅଧିକରୁ ଅଧିକ ବୃଦ୍ଧି ପାଇଛି, ଏହା ଠିକ୍ ବୋଲି ପ୍ରମାଣିତ ହେଉଛି।
ଆମ୍ଭେ ପ୍ରାର୍ଥନା କରୁ ଯେ, ଶାନ୍ତିର ପ୍ରଭୁ ତୁମ୍ଭମାନଙ୍କୁ ଶାନ୍ତି ପ୍ରଦାନ କରନ୍ତୁ। ଆମ୍ଭେ ପ୍ରାର୍ଥନା କରୁ ଯେ, ସେ ତୁମ୍ଭମାନଙ୍କୁ ସବୁବେଳେ ଓ ପ୍ରେତ୍ୟକକ କ୍ଷେତ୍ର ରେ ଶାନ୍ତି ପ୍ରଦାନ କରନ୍ତୁ। ପ୍ରଭୁ ତୁମ୍ଭମାନଙ୍କ ସମସ୍ତଙ୍କ ସହିତ ଥାଆନ୍ତୁ।
ମୁଁ ଚା ହେଁ ଯେ ତୁମ୍ଭେ ଏଫିସଠା ରେ ରୁହ। ମାକିଦନିଆ ୟିବା ବେଳେ ମୁଁ ତୁମ୍ଭକୁ ତାହା କରିବା ପାଇଁ ଅନୁ ରୋଧ କରି କହିଥିଲି। ଏଫିସଠା ରେ କେତେ ଲୋକ ଭ୍ରାନ୍ତ ଶିକ୍ଷାଗୁଡ଼ିକ ଦେଉଛନ୍ତି। ଏଫିସଠା ରେ ରହି ତୁମ୍ଭେ ସମାନଙ୍କେୁ ଭ୍ରାନ୍ତ ଶିକ୍ଷା ନ ଦବୋ ପାଇଁ ଆଦେଶ ଦଇେ ପାରିବ।
କିନ୍ତୁ ପ୍ରଭୁଙ୍କର ଅନଗ୍ରହ ମାେତେ ସମ୍ପୂର୍ଣ୍ଣ ଭାବେ ମିଳିଲା। ସହେି ଅନୁଗ୍ରହ ସହିତ ଖ୍ରୀଷ୍ଟ ଯୀଶୁଙ୍କଠା ରେ ଥିବା ବିଶ୍ବାସ ଓ ପ୍ ରମେ ମଧ୍ଯ ମାେତେ ମିଳିଲା।
ନିଜର ଆତ୍ମୀୟ ସମସ୍ତଙ୍କର ଯତ୍ନ ନବୋ ଜଣେ ଲୋକର କର୍ତ୍ତବ୍ଯ ଅଟେ। ଏପରିକି ଆଉ ମଧ୍ଯ ସେ ନିଜ ପରିବାରର ଯତ୍ନ ନବୋ ଅଧିକ ଗୁରୁତ୍ବପୂର୍ଣ୍ଣ। ଯଦି ଜଣେ ଲୋକ ସପରେି କରୁ ନାହିଁ, ତା ହେଲେ ସେ ଲୋକ ସତ୍ଯ ବିଶ୍ବାସକୁ ଅନୁସରଣ କରୁ ନାହିଁ। ସହେି ଲୋକ ଜଣେ ଅବିଶ୍ବାସୀଠାରୁ ମଧ୍ଯ ଖରାପ।
ପରମେଶ୍ବରଙ୍କ ସମସ୍ତ ପବିତ୍ ରେଲାକମାନଙ୍କ ପ୍ରତି ତୁମ୍ଭର ପ୍ ରମେ ଓ ପ୍ରଭୁ ଯୀଶୁଙ୍କଠା ରେ ତୁମ୍ଭର ବିଶ୍ବାସ ବିଷୟ ରେ ମୁଁ ଶୁଣିଛି ଓ ମୁଁ ତୁମ୍ଭର ସହେି ପ୍ ରମେ ଓ ବିଶ୍ବାସ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଉଛି।
ଯେତବେେଳେ ଦଖାେ ସାକ୍ଷାତ ହେଉଛି, ପରସ୍ପରକୁ ପ୍ ରମେ ଚୁମ୍ବନ ଦ୍ବାରା ନମସ୍କାର କର।
ଏସିଆ ପ୍ରଦେଶର ସାତାଟେି ମଣ୍ଡଳୀକୁ ମୁଁ, ଯୋହନ, ଏହା ଲେଖୁଅଛି : ଯେଉଁ ଈଶ୍ବର ଅତୀତ ରେ ଥିଲେ, ବର୍ତ୍ତମାନ ଅଛନ୍ତି ଓ ଭବିଷ୍ଯତ୍ ରେ ଆସୁଛନ୍ତି ଏବଂ ତାହାଙ୍କ ସିଂହାସନ ସମ୍ମୁଖ ରେ ଥିବା ସପ୍ତ ଆତ୍ମାଙ୍କଠାରୁ ଓ ଯୀଶୁଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କୁ ପ୍ରାପ୍ତ ହେଉ।