ହେ ପିତାମାନେ ! ତୁମ୍ଭମାନଙ୍କର ସନ୍ତାନମାନଙ୍କୁ ରଗାଅ ନାହିଁ। କିନ୍ତୁ ପ୍ରଭୁଙ୍କ ବିଷୟକ ଉପଦେଶ ଓ ଶିକ୍ଷା ଦଇେ ସମାନଙ୍କେୁ ପ୍ରତିପାଳନ କର।
Cross references
ମୁଁ ତାଙ୍କୁ ମନୋନୀତ କରିଛି। ମୁଁ ଏପରି କଲି, ସେଥିପାଇଁ ସେ ତାଙ୍କର ପିଲାମାନଙ୍କୁ ଓ ବଂଶଧରଙ୍କୁ ନିର୍ଦ୍ଦେଶ ଦବେେ, ଯେଉଁପରି ଭାବରେ ମୁଁ ସମାନଙ୍କେୁ ଜୀବନଧାରଣ କରିବାକୁ ଏବଂ ଯାହା ନ୍ଯାଯ ଓ ଯଥାର୍ଥ ତାହା କରିବାକୁ ଚା ହେଁ। ତା'ପରେ ମୁଁ ସଦାପ୍ରଭୁ, ଯାହା ମୁଁ ପ୍ରତିଜ୍ଞା କଲି ତାହା ମୁଁ କରିବି।
ରାହେଲ ଓ ଲୟୋ ଉତ୍ତର ଦେଲେ, ପିତାଙ୍କ ସମ୍ପତ୍ତକୁ ପାଇବା ପାଇଁ କିଛି ବାକି ନାହିଁ।
ଯେ ତବେଳେ ତୁମ୍ଭର ପିଲାମାନେ ତୁମ୍ଭକୁ ପଚାରିବେ, 'ତୁମ୍ଭମାନେେ କାହିଁକି ଏପରି ପର୍ବ ପାଳନ କରୁଛ?'
ଭବିଷ୍ଯତ ରେ ତୁମ୍ଭମାନଙ୍କର ସନ୍ତାନମାନେ ପଚାରିବେ, ତୁମ୍ଭେ କାହିଁକି ଏପରି କରୁଛ? ଏବଂ ସମାନେେ ପଚାରିବେ, 'ଏସବୁର ଅର୍ଥ କ'ଣ? ଏବଂ ତୁମ୍ଭର ଉତ୍ତର ହବେ, 'ସଦାପ୍ରଭୁ ତାଙ୍କର ମହାନ ଶକ୍ତି ବଳ ରେ ମିଶରଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଛନ୍ତି। ଆମ୍ଭମାନେେ ସଠାେରେ ଦାସ ଥିଲୁ। କିନ୍ତୁ ସଦାପ୍ରଭୁ ଆମ୍ଭମାନଙ୍କୁ ସଠାରୁେ ବାହାର କରି ଏଠାକୁ ନଇେ ଆସିଛନ୍ତି।
କିନ୍ତୁ ସାବଧାନ ହକ୍ସ୍ଟଅ। ନିଶ୍ଚିତ ରୂପେ ତୁମ୍ଭମାନେେ ବଞ୍ଚିଥିବା ପର୍ୟ୍ଯନ୍ତ ତୁମ୍ଭମାନେେ ଦେଖିଥିବା କାର୍ଯଗୁଡିକ କଦାପି ଭକ୍ସ୍ଟଲିବ ନାହିଁ। ତୁମ୍ଭମାନେେ ତୁମ୍ଭର ସନ୍ତାନମାନଙ୍କୁ ଓ ତୁମ୍ଭର ନାତୀନାତକ୍ସ୍ଟଣୀମାନଙ୍କୁ ସଗେକ୍ସ୍ଟଡିକ ଶିକ୍ଷା ଦିଅ।
ଆଉ ତୁମ୍ଭେ ଆପଣା ସନ୍ତାନଗଣକକ୍ସ୍ଟ ଯତ୍ନପୂର୍ବକ ଏହିସବୁ ଶିକ୍ଷା ଦବେ। ତୁମ୍ଭେ ଆପଣା ଗୃହ ରେ ବସିବା ବେଳେ, ପଥରେ ଚାଲିବା ବେଳେ, ତୁମ୍ଭେ ଶଯନ କରିବା ବେଳେ ଓ ତୁମ୍ଭେ ଉଠିବା ବେଳେ, ସମାନଙ୍କେର ସଙ୍ଗେ ସେ ବିଷଯ ରେ କଥାବାର୍ତ୍ତା କରିବ।
ଭବିଷ୍ଯତ ରେ ଯଦି ତୁମ୍ଭର ସନ୍ତାନମାନେ ତୁମ୍ଭକୁ ପଚାରିଲେ, 'ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ଯେଉଁ ସବୁ ଆଜ୍ଞା, ବିଧି ଓ ଶାସନ ଦଇେଛନ୍ତି, ସେସବୁର ଅଭିପ୍ରାଯ କ'ଣ?'
ତୁମ୍ଭେ ଆପଣା ଗୃହ ରେ ବସିବା ବେଳେ ଏବଂ ବାଟରେ ଗ୍ଭଲିଲା ବେଳେ ଶାଇେବା ବେଳେ ଓ ଉଠିବା ବେଳେ ଏହି ସମସ୍ତ ବିଷଯ ରେ କଥାବାର୍ତ୍ତା କରି ଆପଣା ଆପଣା ସନ୍ତାନମାନଙ୍କୁ ଶିକ୍ଷା ଦବେ।
ସହେି ଶିଳାଗକ୍ସ୍ଟଡିକ ତୁମ୍ଭମାନଙ୍କର ଏକ ପ୍ରତୀକ ହାଇେ ରହିବ। ଭବିଷ୍ଯତ ରେ ଯେତବେେଳେ ତୁମ୍ଭର ପିଲାମାନେ ଉତ୍ସୁକ ହାଇେ ତୁମ୍ଭକୁ ପଗ୍ଭରିବେ, 'ଏହି ପଥରଗକ୍ସ୍ଟଡିକ ତକ୍ସ୍ଟମ୍ଭ ପାଇଁ କ'ଣ?
ତା'ପରେ ଯିହାଶୂେୟ ଇଶ୍ରାୟେଲ ଲୋକମାନଙ୍କୁ କହିଲେ, ଭବିଷ୍ଯତ ରେ ତୁମ୍ଭର ପିଲାମାନେ ସମାନଙ୍କେର ପିତାମାତାଙ୍କୁ ପଗ୍ଭରିବେ, 'ଏ ପଥରଗକ୍ସ୍ଟଡିକ କ'ଣ?'
ଯଦି ସଦାପ୍ରଭୁଙ୍କ ସବୋ ତକ୍ସ୍ଟମ୍ଭ ଦୃଷ୍ଟି ରେ ମନ୍ଦ ଦିଶେ। ତବେେ ତୁମ୍ଭମାନେେ କାହାର ସବୋ କରିବ ଆଜି ମନୋନୀତ କର। ତୁମ୍ଭମାନଙ୍କୁ ଆଜି ନିଷ୍ପତ୍ତି ନବୋକକ୍ସ୍ଟ ପଡିବ ଯେ ତୁମ୍ଭେ କାହାର ସବୋ କରିବ। ତୁମ୍ଭେ କ'ଣ ତକ୍ସ୍ଟମ୍ଭ ପୂର୍ବପୁରୁଷଗଣ ଇଉଫ୍ ରଟେିସ୍ ନଦୀ ସପୋରୀ ରେ ଥିବା ଦବେତାଗଣଙ୍କକ୍ସ୍ଟ ପୂଜା କରିବ? କିମ୍ବା ସହେି ଦେଶ ରେ ବାସ କରିଥିବା ଇ ମାରେୀଯମାନଙ୍କର ଦବେତାଙ୍କୁ ପୂଜା କରିବ କି? ତୁମ୍ଭମାନେେ ତୁମ୍ଭମାନଙ୍କ ପାଇଁ ଆଜି ଏହାର ନିଷ୍ପତ୍ତି ନିଅ। କିନ୍ତୁ ମୁ ଓ ମାରେପରିବାରବର୍ଗ ସହେି ସଦାପ୍ରଭୁ ପରମେଶଓରଙ୍କୁ ସବୋ କରିବକ୍ସ୍ଟ!
ତେଣୁ ମ ନୋହ କହିଲେ, ଯବେେ ତୁମ୍ଭର ବାକ୍ଯ ପୂରଣ ହେଉଛି, ବାଳକର ଜୀବନ ପ୍ରତି କି ପ୍ରକାର କାର୍ୟ୍ଯ ପ୍ରଦର୍ଶନ ହବେ? ସେ କ'ଣ କରିବ?
ଶାଉଲ ଯୋନାଥନ ଉପରେ ଭୟଙ୍କର ରାଗିଲେ। ସେ ଯୋନାଥନଙ୍କକ୍ସ୍ଟ କହିଲେ, ତକ୍ସ୍ଟ ହେଉଛକ୍ସ୍ଟ ଜଣେ ଦାସୀ ସ୍ତ୍ରୀ ଲୋକର ପକ୍ସ୍ଟତ୍ର। ୟିଏକି ମାନିବା ପାଇଁ ମନାକରେ। ତକ୍ସ୍ଟବି ଠିକ୍ ତା'ପରି, ମୁ ଜାଣେ ତକ୍ସ୍ଟ ଦାଉଦର ପକ୍ଷ ନଇେଛକ୍ସ୍ଟ। ତକ୍ସ୍ଟ ନିଜ ପାଇଁ ଓ ତୋର ମାଆ ପାଇଁ ଅପମାନ ଆଣକ୍ସ୍ଟଛକ୍ସ୍ଟ।
ଶଲୋମନ ଆମ୍ଭ ନାମ ରେ ଏକ ମନ୍ଦିର ନିର୍ମାଣ କରିବ। ଶଲୋମନ ମାରେ ପୁତ୍ର ହବେ ଏବଂ ଆମ୍ଭେ ତାହାର ପିତା ହବୋ। ଏବଂ ଆମ୍ଭେ ଶଲୋମନର ରାଜ୍ଯକୁ ଦୃଢ଼ କରିବା। ତାହାର ବଂଶରୁ କୌଣସି ଜଣେ ଇଶ୍ରାୟେଲ ଉପରେ ସଦାସର୍ବଦା ରାଜତ୍ବ କରିବ।'
ଏବଂ ତୁମ୍ଭେ ମାରେ ପୁତ୍ର ଶଲୋମନ, ତୁମ୍ଭ ପିତାର ପରମେଶ୍ବରଙ୍କୁ ଜାଣିଅଛ। ଶୁଦ୍ଧ ହୃଦଯ ରେ ପରମେଶ୍ବରଙ୍କର ସବୋ କର। ପରମେଶ୍ବରଙ୍କ ସବୋ କରିବା ନିମନ୍ତେ ହୃଦଯ ରେ ଆନନ୍ଦିତ ହୁଅ। କାହିଁକି ? କାରଣ ପ୍ରତିଟି ବ୍ଯକ୍ତିର ହୃଦଯ ରେ କ'ଣ ଅଛି, ତାହା ସଦାପ୍ରଭୁ ଜାଣନ୍ତି। ସଦାପ୍ରଭୁ ତୁମ୍ଭ ହୃଦଯର ସମସ୍ତ ଚିନ୍ତାକୁ ବୁଝିପାରନ୍ତି। ଯଦି ତୁମ୍ଭେ ସଦାପ୍ରଭୁଙ୍କ ନିକଟକୁ ସାହାୟ୍ଯ ମାଗବା ନିମନ୍ତେ ୟିବ, ତୁମ୍ଭେ ଉତ୍ତର ପାଇବ। କିନ୍ତୁ ତୁମ୍ଭେ ଯଦି ସଦାପ୍ରଭୁଙ୍କଠାରୁ ଫରେି ଦୂରକୁ ଚାଲିୟିବ, ତବେେ ସେ ତୁମ୍ଭକୁ ଚିରକାଳ ନିମନ୍ତେ ତ୍ଯାଗ କରିବେ।
ଦାଉଦ ତାଙ୍କର ପୁତ୍ର ଶଲୋମନଙ୍କୁ ଆହୁରି ମଧ୍ଯ କହିଲେ, ବଳବାନ୍ ଓ ସାହସୀ ହୁଅ ଏବଂ ଏହି କାର୍ୟ୍ଯ ଶଷେ କର। ଭୟ କର ନାହିଁ, କାରଣ ସଦାପ୍ରଭୁ ପରମେଶ୍ବର, ମାରେ ପରମେଶ୍ବର, ତୁମ୍ଭ ସହିତ ରେ ଅଛନ୍ତି। ସମସ୍ତ କାର୍ୟ୍ଯ ସମାପ୍ତ ହବୋ ପର୍ୟ୍ଯନ୍ତ ସେ ତୁମ୍ଭକୁ ସାହାୟ୍ଯ କରିବେ। ସେ ତୁମ୍ଭକୁ ତ୍ଯାଗ କରିବେ ନାହିଁ। ତୁମ୍ଭେ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବ।
ଆଉ, ମାରେପୁତ୍ର ଶଲୋମନକୁ ତୁମ୍ଭ ପ୍ରତି ବିଶ୍ବସ୍ତ ହବୋ ନିମନ୍ତେ ସାହାୟ୍ଯ କର। ସର୍ବଦା ତୁମ୍ଭର ଆଜ୍ଞା, ବିଧି ଓ ଶାସନ ସକଳର ବାଧ୍ଯ ହବୋ ନିମନ୍ତେ ତାହାକୁ ସାହାୟ୍ଯ କର। ଶଲୋମନଙ୍କୁ ଏହି ସମସ୍ତ ବିଷଯ କରିବା ନିମନ୍ତେ ସାହାୟ୍ଯ କର ଓ ଏହି ପବିତ୍ର ମନ୍ଦିର ରେ ନିର୍ମାଣ କରିବା ନିମନ୍ତେ ମୁଁ ଯେଉଁ ଯୋଜନା କରିଅଛି, ସେଥି ରେ ତାହାକୁ ସାହାୟ୍ଯ କର।
ହେ ପରମେଶ୍ବର, ତୁମ୍ଭେ ମାେତେ ବାଲ୍ଯକାଳରୁ ଶିକ୍ଷା ଦଇେ ଆସୁଅଛି। ମୁଁ ଏପର୍ୟ୍ଯନ୍ତ ତୁମ୍ଭର ଆଶ୍ଚର୍ୟ୍ଯ କ୍ରିଯାସବୁ ଲୋକମାନଙ୍କୁ କହିଛି।
ଆମ୍ଭମାନେେ ସମାନଙ୍କେ ବଂଶଧରମାନଙ୍କୁ ଏହା ଲୁଚାଇବାକୁ ନାହିଁ। ସମାନେେ କାହିଁକି ସଦାପ୍ରଭୁଙ୍କୁ ପ୍ରଶଂସା କରିବା ଉଚିତ୍, ଏହା ଆମ୍ଭେ ଆମ୍ଭର ଆସୁଥିବା ପୀଢ଼ିକୁ କହିବୁ, ଆମ୍ଭେ ତାହାଙ୍କ ଶକ୍ତି ଏବଂ ଆଶ୍ଚର୍ୟ୍ଯତା ୟାହା ସେ କଲେ ସସବେୁ ବିଷଯରେ ସମାନଙ୍କେୁ କହିବୁ।
ହେ ପୁତ୍ରଗଣ, ତୁମ୍ଭ ପିତାଙ୍କ ଉପଦେଶ ଶୁଣ। ବୁଝାମଣା ଲାଭ କରିବା ପାଇଁ ନିଜକୁ ଅଭିନିବେଶ କର।
ଅପାଣା ପୁତ୍ରକୁ ଶାସନ କର, କାରଣ ଭରସା ଅଛି। ଯଦି ତୁମ୍ଭେ ଏହା କରିବ ନାହିଁ, ତୁମ୍ଭେ ତା'ର ବିନାଶର କାରଣ ହବେ।
ନିଜର ୟୁବାବସ୍ଥା ରେ ସଠିକ୍ ଜୀବନ ଧାରଣ କରିବା ପାଇଁ, ବାଳକକୁ ଶିକ୍ଷା ଦିଅ। ତେଣୁ ସେ ବୃଦ୍ଧ ହେଲେ ହେଁ ତହିଁରୁ ବିମୁଖ ହବେ ନାହିଁ।
ପିଲାର ମନ ରେ ଅଜ୍ଞାନତା ଥାଏ। ପୁଣି ଶାସନ ବାଡ଼ି ତାହା ବାହାର କରି ତାହାଠାରୁ ଦୂର କରିଦିଏ।
ପିଲାକୁ ଶାସ୍ତି ଦବୋକୁ ତୃଟି କର ନାହିଁ। ତୁମ୍ଭେ ତାହାକୁ ବାଡ଼ି ରେ ବାଡ଼ଇେଲେ ହେଁ ସେ ମରିବ ନାହିଁ।
ବାଡ଼ି ଓ ଅନୁୟୋଗ ଜ୍ଞାନ ଦିଏ। ମାତ୍ର ପିଲାକୁ ତା'ର ଇଚ୍ଛା ରେ ଛାଡ଼ି ଦେଲେ, ସେ ତା'ର ମାତାକୁ ଲଜ୍ଜ୍ଯା ଦିଏ।
ଯଦି ତୁମ୍ଭେ ତୁମ୍ଭର ପୁତ୍ରକୁ ଅନୁଶାସନ କର, ସେ ତୁମ୍ଭକୁ ଶାନ୍ତି ଆଣି ଦବେ ଏବଂ ତୁମ୍ଭର ପ୍ରାଣକୁ ଆନନ୍ଦ ଆଣିଦବେ।
ମୁଁ ଯେପରି କରୁଅଛି ସହେିପରି ଜୀବିତ ଲୋକେ ତୁମ୍ଭର ପ୍ରଶଂସା କରିବେ। ଜଣେ ପିତା ତା'ର ସନ୍ତାନଗଣଙ୍କୁ ତୁମ୍ଭର ସତ୍ଯତା ଜ୍ଞାନ ବିଶ୍ବାସ କରାଇବେ।
ପିତାଗଣ ! ତୁମ୍ଭମାନଙ୍କ ସନ୍ତାନମାନଙ୍କୁ ବିରକ୍ତ କର ନାହିଁ। ଯଦି ତୁମ୍ଭେ ଅଧିକ ଆଶା କର, ତା' ହେଲେ ସମାନେେ ହତାଶ ହାଇଯେିବେ।
ପ୍ରଥମ ରେ ସହେି ବିଶ୍ବାସ ତୁମ୍ଭର ମାତାମହୀ ଲୋଯି ଓ ମାତା ଇଉନୀକୀଙ୍କଠା ରେ ଥିଲା।
ପିଲାବଳେୁ ତୁମ୍ଭେ ପବିତ୍ର ଶାସ୍ତ୍ରଗୁଡ଼ିକୁ ଜାଣିଛ। ସହେି ଶାସ୍ତ୍ରଗୁଡ଼ିକ ତୁମ୍ଭକୁ ଜ୍ଞାନୀ କରିପାରିବ ଓ ସହେି ଜ୍ଞାନ ଖ୍ରୀଷ୍ଟ ଯୀଶୁଙ୍କ ପ୍ରତି ବିଶ୍ବାସ ମାଧ୍ଯମ ରେ ମୁକ୍ତି ଆଡ଼କୁ ଆଗଇନବେେ।
ଅତଏବ ପ୍ରେତ୍ୟକକ ଯାତନାକୁ ପିତାଙ୍କର ଦଣ୍ଡ ବୋଲି ଭାବି ଗ୍ରହଣ କର। ଜଣେ ପିତା ତାର ପୁତ୍ର ପ୍ରତି ଯଭେଳି ବ୍ଯବହାର କରେ, ପରମେଶ୍ବର ତୁମ୍ଭମାନଙ୍କ ପ୍ରତି ସପରେି ବ୍ଯବହାର କରନ୍ତି।