ହେ ମାଲିକଗଣ ! ଠିକ୍ ସହେି ଭଳି ତୁମ୍ଭର ଦାସମାନଙ୍କୁ ଉତ୍ତମ ବ୍ଯବହାର କର। ତାହାଙ୍କୁ ଧମକ ଦଇେ ଭୟଭୀତ କଲା ଭଳି କଥା କୁହ ନାହିଁ। ତୁମ୍ଭେ ଜାଣ ଯେ, ତୁମ୍ଭର ଓ ତାହାଙ୍କର ସହେି ସମାନ ମାଳିକ ଯେ କି ସ୍ବର୍ଗ ରେ ଅଛନ୍ତି। ସହେି ମାଲିକ (ପରମେଶ୍ବର) କୌଣସି ପକ୍ଷପାତ ବିଚାର କରନ୍ତି ନାହିଁ।
Cross references
ତୁମ୍ଭମାନେେ ଆପଣା ପ୍ରତିବେଶୀ ପ୍ରତି ଅନ୍ଯାଯ କରିବ ନାହିଁ ଓ ତାଙ୍କଠାରୁ ଚୋରି କରିବ ନାହିଁ। ପୁଣି ବତନଜେୀବିର ବତନେ ରାତ୍ରିଠାରୁ ସକାଳ ୟାଏ ତୁମ୍ଭ ପାଖ ରେ ରହିବ ନାହିଁ।
ଆଉ ଯଦି ତୁମ୍ଭର ଭାଇ ଦରିଦ୍ର ହାଇେଥାଏ ଓ ତୁମ୍ଭ ନିକଟରେ ନିଜକୁ ବିକ୍ରଯ କରେ, ତବେେ ତୁମ୍ଭେ ତାହାକୁ ବନ୍ଧା ଦାସପରି ପରିଶ୍ରମ କରାଇବ ନାହିଁ।
କାରଣ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର, ସେ ଦବଗେଣର ଦବେ ଓ ପ୍ରଭୁମାନଙ୍କର ପ୍ରଭୁ, ମହାନ୍, ସର୍ବଶକ୍ତିମାନ ଓ ଭୟଙ୍କର ପରମେଶ୍ବର, ସେ ମନକ୍ସ୍ଟଷ୍ଯର ମକ୍ସ୍ଟଖାପେକ୍ଷା କରନ୍ତି ନାହିଁ, କିଅବା ଲାଞ୍ଚ ଗ୍ରହଣ କରନ୍ତି ନାହିଁ।
ଦେଶ ରେ ସର୍ବଦା ଗରିବ ଲୋକ ରହିବେ। ଯେଉଁଥିପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା ଦଇେ କହକ୍ସ୍ଟଛକ୍ସ୍ଟ, ତୁମ୍ଭମାନେେ ତୁମ୍ଭର ଦରିଦ୍ର ଭାଇମାନଙ୍କୁ ନିଶ୍ଚଯ ସାହାୟ୍ଯ କରିବ। ତାଙ୍କର ଆବଶ୍ଯକତା ଅନକ୍ସ୍ଟସା ରେ ସମାନଙ୍କେୁ ସାହାୟ୍ଯ କର।
ତୁମ୍ଭେ କଦାପି ଦକ୍ସ୍ଟଃଖି ଓ ଦରିଦ୍ର ଲୋକମାନଙ୍କର କବେେ ଉପଦ୍ରବ୍ଯ କରିବ ନାହିଁ। ସେ ଇଶ୍ରାୟେଲୀୟ ହେଉ ବା ବିଦେଶୀଯ ହେଉ।
ଶାମକ୍ସ୍ଟଯଲେ କହିଲେ, ଅତୀତ ରେ ତୁମ୍ଭେ ନିଜକକ୍ସ୍ଟ ମକ୍ସ୍ଟଖ୍ଯ ବୋଲି ଭାବକ୍ସ୍ଟ ନ ଥିଲ। କିନ୍ତୁ ତା'ପରେ ତୁମ୍ଭେ ଇଶ୍ରାୟେଲ ପରିବାରବର୍ଗଗକ୍ସ୍ଟଡିକର ମୂଖ୍ଯ ହାଇେ ପାରିଲ। ସଦାପ୍ରଭୁ ତୁମ୍ଭକୁ ଇଶ୍ରାୟେଲର ରାଜା ଭାବେ ବାଛିଲେ।
ଧନୀଲୋକମାନଙ୍କୁ ଦେଖ! ଆମ୍ଭମାନେେ ଠିକ୍ ତାଙ୍କରି ପରି ଅଟୁ। ଆମ୍ଭମାନଙ୍କର ପୁତ୍ରମାନେ ଠିକ୍ ତାଙ୍କରି ପୁତ୍ରମାନଙ୍କପରି ଅଟନ୍ତି। କିନ୍ତୁ ଆମ୍ଭମାନେେ ଆପଣା ପୁତ୍ର ଓ କନ୍ଯାଗଣଙ୍କୁ ଦାସ ହବୋପାଇଁ ବିକ୍ରି କରିବୁ। ଆମ୍ଭମାନଙ୍କ ମଧ୍ଯରୁ ଅନକେ ତାଙ୍କର କନ୍ଯାଗଣଙ୍କୁ ଦାସୀ ଭାବରେ ବିକ୍ରଯ କରିସାରିଲଣେି। ଏପରି ଆଉ କିଛି ନାହିଁ ଯାହା ଆମ୍ଭେ ନ କରି ପାରିବା। ଆମ୍ଭମାନେେ ଆମ୍ଭ କ୍ଷେତ୍ର, ଦ୍ରାକ୍ଷାକ୍ଷେତ୍ର ହରାଇ ସାରିଲୁଣି, ଯାହାକି ବର୍ତ୍ତମାନ ଅନ୍ୟ ଲୋକମାନଙ୍କ ଅଧିକାର ରେ ଅଛି।
ଏବଂ ମୁଁ ସହେି ଲୋକମାନଙ୍କୁ କହିଲି, 'ଆମ୍ଭର ୟିହୁଦୀଯ ଭାଇମାନେ ଅନ୍ୟ ଦେଶୀଯ ଲୋକଙ୍କ ନିକଟରେ ବିକା ୟାଇଥିଲେ, ଆମ୍ଭମାନେେ ସମାନଙ୍କେୁ ଆପଣା ସାଧ୍ଯ ଅନୁସାରେ ମୁକ୍ତ କରିଅଛୁ। ଏବେ ତୁମ୍ଭମାନେେ ତୁମ୍ଭମାନଙ୍କର ଭାଇମାନଙ୍କୁ ବିକ୍ରୀ କରୁଛ ଏବଂ ଆମ୍ଭମାନେେ ସମାନଙ୍କେୁ ପୁଣି କିଣିବୁ।
ଗରିବ ଲୋକର ବସ୍ତ୍ର ନ ଥିବାରୁ ସମାନେେ ଉଲଗ୍ନ ହାଇେ କାମ କରନ୍ତି। ସମାନେେ ଧାନ ବିଡ଼ା ବୁହନ୍ତି, ତଥାପି ସମାନେେ କ୍ଷୁଧାର୍ତ୍ତ ହାଇେ ୟାଆନ୍ତି।
ମୁଁ ଯଦି ମାରେ କ୍ରୀତଦାସଙ୍କ ପ୍ରତି ନ୍ଯାଯ କରିବାକୁ ମନା କରିଥାଏ। ସେତବେେଳେ ମାେ ବିରୁଦ୍ଧ ରେ ସମାନଙ୍କେର ଅଭିଯୋଗ ଥାଏ।
ମୁଁ ଜାଣେ ୟେ, ସଦାପ୍ରଭୁ ଗରିବ ଲୋକମାନଙ୍କୁ ଉଚିତ୍ ନ୍ଯାଯ ପ୍ରଦାନ କରିବେ ଏବଂ ସେ ନିଃସହାୟ ଲୋକମାନଙ୍କୁ ଆକ୍ରମଣରୁ ରକ୍ଷା କରିବେ।
କେତକେ ଦେଶ ରେ ଯଦି ତୁମ୍ଭମାନେେ ଦେଖ ଯେ, ଲୋକମାନେ ଅତ୍ଯାଚାର କଲେ ଓ ନ୍ଯାଯ ବିଚାରକୁ ଅସ୍ବୀକାର କଲେ, ଏଥି ରେ ଆଶ୍ଚର୍ୟ୍ଯ ହୁଅ ନାହିଁ ! ଅଧିକାରୀଗଣ ଯେଉଁମାନେ ଲୋକମାନଙ୍କୁ ଅତ୍ଯାଚାର କରନ୍ତି, ସମାନଙ୍କେ ଉପ ରେ ଅନ୍ୟ ଅଧିକାରୀଗଣ ଅଛନ୍ତି। ଉଭୟ ଅଧିକାରୀଙ୍କ ଉପ ରେ ଅନ୍ୟଜଣେ ଅଧିକାରୀ ଅଛନ୍ତି।
ଆମ୍ଭେ ନିଜ ଲୋକମାନଙ୍କ ଉପ ରେ କ୍ରୋଧିତ ହେଲୁଁ। ଆପଣା ଅଧିକାରକୁ ଅପବିତ୍ର କଲୁ ଓ ତୁମ୍ଭ ହସ୍ତ ରେ ସମାନଙ୍କେୁ ସମର୍ପର କଲୁ। ତୁମ୍ଭେ ସମାନଙ୍କେ ପ୍ରତି ଦୟା ପ୍ରକାଶ କଲ ନାହିଁ। ତୁମ୍ଭେ ବୃଦ୍ଧଲୋକ ଉପ ରେ ୟୁଆଳି ବଡ଼ ଭାରି କରି ଥୋଇଲ।